ମଣ୍ଡି ପରିଚାଳନାରେ ଅନିୟମିତତା ମହଙ୍ଗା ପଡ଼ିଲା

ଜୁନାଗଡ଼,୨୮।୬: କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଦାସିଗାଁ ପ୍ୟାକ୍ସ ମୁଖ୍ୟ କାର୍ଯ୍ୟ ନିର୍ବାହୀ ବିଷ୍ଣୁ ପ୍ରସାଦ ସାହୁଙ୍କୁ ଜିଲା ପ୍ରଶାସନ ପକ୍ଷରୁ ନିଲମ୍ବିତ କରାଯାଇଛି। ମଣ୍ଡି ପରିଚାଳନାରେ ଅନିୟମିତତା ଅଭିଯୋଗରେ ତାଙ୍କୁ ନିଲମ୍ବିତ କରାଯାଇଛି। ଦାସିଗାଁ ପ୍ୟାକ୍ସ ଅଧୀନ ମଣ୍ଡିରେ ଚାଷୀଙ୍କ ଟୋକନ ଲାପ୍ସ ସମସ୍ୟା ଦେଖାଦେଇଥିଲା। ଯାହାକୁ ନେଇ ସ୍ଥାନୀୟ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା। ଚାଷୀଙ୍କ ଅଭିଯୋଗ ପରେ ଧର୍ମଗଡ଼ ଉପଜିଲାପାଳ ଦିବାକର ଟିଏସ୍‌ ତଦନ୍ତ କରିଥିଲେ। ତଦନ୍ତ ପରେ ଅନିୟମିତତା ହୋଇଥିବା ଜଣାପଡ଼ିଥିଲା। ଏନେଇ ପ୍ରଶାସନ ପକ୍ଷରୁ ତାଙ୍କୁ ନିଲମ୍ବିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri