ଇନ୍ଦ୍ରାବତୀ ବାମ କେନାଲରୁ ବନ୍ଦ ହେଲା ଜଳସେଚନ

ଭବାନୀପାଟଣା,୧୫।୫(ସ୍ବ.ପ୍ର.): କଳାହାଣ୍ଡି ଜିଲା ଇନ୍ଦ୍ରାବତୀ ବାମ କେନାଲରେ ସୋମବାରଠାରୁ ରବି ଚାଷ ପାଇଁ ଜଳସେଚନ ବନ୍ଦ କରାଯାଇଥିବା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗତ ଜାନୁୟାରୀ ୭ ତାରିଖରେ ରବି ଚାଷ ପାଇଁ ବାମ କେନାଲରେ ଜଳ ସେଚନ ଆରମ୍ଭ ହୋଇଥିଲା।

୧୫୨ଟି ଗ୍ରାମର ପ୍ରାୟ ୮୬ ହଜାର ୨୮୫ ଏକର ଚାଷ ଜମିକୁ ଜଳସେଚନ କରାଯାଇଥିଲା। ସେହିପରି ବୃହତ୍ତ ଉଠାଜଳସେଚନ ପ୍ରକଳ୍ପ ମାଧ୍ୟମରେ ୫୧ଟି ଗ୍ରାମର ୩୨ହଜାର ୪୯୫ ଏକର ଜମିକୁ ଜଳସେଚନ କରାଯାଉଥିଲା। ଏଭଳି ମୋଟ ବାମ କେନାଲ ଓ ବୃହତ୍ତ ଉଠାଜଲସେଚନ ପ୍ରକଳ୍ପ ମାଧ୍ୟମରେ ୨୦୩ଟି ଗ୍ରାମର ପ୍ରାୟ ୧ଲକ୍ଷ ୧୮ହଜାର ୭୮୦ ଏକର ଚାଷ ଜମିକୁ ଜଳସେଚନ କରାଯାଉଥିଲା। ବର୍ତ୍ତମାନ ଧାନ ପାକଳ ଅବସ୍ଥାକୁ ଆସୁଥିବାରୁ ଜଳ ସେଚନର ଆବଶ୍ୟକତା ନ ଥିବା ମନେକରି ସୋମବାର ସନ୍ଧ୍ୟାରେ ମଙ୍ଗଳପୁର ବ୍ୟାରେଜରୁ ବାମ କେନାଲ ଫାଟକକୁ ବନ୍ଦ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରିଲା ଛତ୍ରପୁର ଓକିଲ ସଂଘର ନିର୍ବାଚନ: ଏଲ. ଗୋପାଳ ସଭାପତି ଏବଂ ସମ୍ପାଦକ ହେଲେ…

ଛତ୍ରପୁର,୨୮।୩(ଦିଲ୍ଲୀପ ସାମଲ): ଛତ୍ରପୁର ଓକିଲ ସଂଘର ବିଭିନ୍ନ କର୍ମକର୍ତ୍ତା ନିମନ୍ତେ ଶନିବାର ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି । ସଂଘର ବିଭିନ୍ନ ପଦ ପଦବୀ ନିମନ୍ତେ ନିର୍ବାଚନ ନିମନ୍ତେ…

ଆନନ୍ଦପୁର ଓକିଲ ସଂଘ ନିର୍ବାଚନ: ଦୟାନିଧି ଦାଶ ସଭାପତି, ସମ୍ପାଦକ ଭାବେ…

ବଞ୍ଚୋ, ୨୮।୩(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ଓକିଲ ସଂଘର ବାର୍ଷିକ ନିର୍ବାଚନର ଫଳାଫଳ ଘୋଷଣା କରାଯାଇଛି। ଏହି ନିର୍ବାଚନରେ ଦୟାନିଧି ଦାଶ ସଭାପତି ପଦବୀ ପାଇଁ…

ବେଆଇନ ଭାବେ ଚାଲିଥିଲା ଚିକିତ୍ସା-ଅପରେସନ: ସାହାରା ନର୍ସିଂ ହୋମ ସିଲ, ପୁଣି ଜେଲ ଗଲେ…

ଦିଗପହଣ୍ଡି, ୨୮।୩ (ଅଶେଷ ନାଥ ମିଶ୍ର):ବିନା ଲାଇସେନ୍ସରେ ବେଆଇନ ଭାବେ ନର୍ସିଂ ହୋମ ଚଳାଇ ରୋଗୀଙ୍କ ଜୀବନ ସହ ଖେଳୁଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଏକ ବଡ଼…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ…

କଳାହାଣ୍ଡି ଓକିଲ ସଂଘ ନିର୍ବାଚନ: ସନ୍ତୋଷ ପଣ୍ଡା ସଭାପତି, ସମ୍ପାଦକ ଭାବେ ନିର୍ବାଚିତ ହେଲେ…

ଭବାନୀପାଟଣା,୨୮।୩ (ଉତ୍ତମ କୁମାର ଦାଶ)- କଳାହାଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଭବାନୀପାଟଣା ରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଭାପତି ଭାବରେ ସନ୍ତୋଷ କୁମାର ପଣ୍ଡା, ସମ୍ପାଦକ…

କୋରାପୁଟ ବାର୍ ଆସୋସିଏଶନର ନିର୍ବାଚନ: ପ୍ରଭାତ ସଭାପତି ଓ ନିତ୍ୟାନନ୍ଦ ଉପ ସଭାପତି ନିର୍ବାଚିତ:

କୋରାପୁଟ ୨୮।୩,(ଅମିତାଭ ବେହେରା ): କୋରାପୁଟ ବାର୍ ଆସୋସିଏଶନର ନିର୍ବାଚନ ଶେଷ ହୋଇଛି । ଲଗାତାର ଚତୁର୍ଥ ଥର ପାଇଁ କୋରାପୁଟ ବାର୍ ଆସୋସିଏଶନର ସଭାପତି ଭାବେ…

ଗିରଫ ପରେ ଜାମିନରେ ଖଲାସ ହେଲେ ଏହି ଗଲ୍‌ଫ ଖେଳାଳି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ଜୁପିଟର ଆଇଲାଣ୍ଡ, ୨୮ା୩: ବିଶିଷ୍ଟ ଗଲ୍‌ଫ ଖେଳାଳି ଟାଇଗର ଉଡ୍ସ ନିଶାଗ୍ରସ୍ତ ଅବସ୍ଥାରେ ଡ୍ରାଇଭିଂ କରିଥିବା ଅଭିଯୋଗରେ ପୋଲିସ ଦ୍ୱାରା ଗିରଫ ହେବାପରେ ଶୁକ୍ରବାର ବିଳମ୍ବିତ ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri