ଦ୍ୱିତୀୟଥର ମା’ ହେବାକୁ ଯାଉଛନ୍ତି କି ଐଶ୍ଚର୍ଯ୍ୟା

ବଲିଉଡର ଅଭିନେତ୍ରୀ ତଥା ବଚ୍ଚନ ବୋହୂ ଐଶ୍ୱର୍ଯ୍ୟା ରାୟ ଅନେକ ସମୟରେ ଚର୍ଚ୍ଚାରେ ରହିଥାନ୍ତି। କିନ୍ତୁ ଏଥର ଐଶ୍ୱର୍ଯ୍ୟା ଏକ ଭିନ୍ନ କାରଣ ପାଇଁ ଆଲୋଚନାକୁ ଆସିଛନ୍ତି। ଚର୍ଚ୍ଚ ହେଉଛି ସେ କୁଆଡେ ତାଙ୍କର ଦ୍ୱିତୀୟଥର ପାଇଁ ମା’ ହେବାକୁ ଯାଉଛନ୍ତି। ନିକଟରେ ଐଶ୍ୱର୍ଯ୍ୟାଙ୍କ କିଛି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଫଟୋ ଦେଖି ତାଙ୍କ ଐଶ୍ୱର୍ଯ୍ୟା ଦ୍ୱିତୀୟ ଥର ପାଇଁ ମା’ ହେବାକୁ ଯାଉଥିବା କଥା କହିଛନ୍ତି। ଫଟୋ ତାଙ୍କ ବର୍ଦ୍ଧିତ ଓଜନ ସ୍ପଷ୍ଟ ନଜର ଆସୁଛି। ତେବେ ଏପର୍ଯ୍ୟନ୍ତ ତାଙ୍କ ପରିବାରର ପକ୍ଷରୁ ଏହାକୁ ଆନୁଷ୍ଠାନିକ ଭାବେ ନିଶ୍ଚିତ କରାଯାଇନାହାନ୍ତି। ଐଶ୍ଚର୍ଯ୍ୟାଙ୍କ ଏହି ଫଟୋଗୁଡ଼ିକୁ ସେଲିବ୍ରିଟି ସାମ୍ବାଦିକ ଭାଇରାଲ ଭାୟାନୀ ଶେୟାର କରିଛନ୍ତି। ଫଟୋରେ ଐଶ୍ୱର୍ଯ୍ୟା, ଅଭିଷେକ ଏବଂ ଝିଅ ଆରାଧ୍ୟା ଏକ ଶୁଟିଂ ସମୟରେ ସାରଥ କୁମାରଙ୍କ ଘରେ ପହଞ୍ଚିଥିଲେ। ଏହି ଫଟୋଗୁଡ଼ିକ ସେହି ସମୟରେ ନିଆଯାଇଥିଲା। ଫଟୋ ଗୁଡ଼ିକରେ ଐଶ୍ୱର୍ଯ୍ୟା କଳା ରଙ୍ଗର ପୋଷାକ ପିନ୍ଧିଛନ୍ତି। ଭାଇରାଲଙ୍କ ଏହି ଫଟୋ ଉପରେ ମନ୍ତବ୍ୟ ଦେଇ ଅନେକ ସୋସିଆଲ ମିଡିଆ ୟୁଜର୍ସ ଲେଖିଛନ୍ତି, ଐଶ୍ୱର୍ଯ୍ୟା ଗର୍ଭବତୀ କି?’ ଅନ୍ୟ ଜଣେ ଲେଖିଛନ୍ତି, ‘ଖୁସି ଖବର, ଐଶ୍ୱର୍ଯ୍ୟା ଗର୍ଭବତୀ ଅଛନ୍ତି। ଐଶ୍ୱର୍ଯ୍ୟା ରାୟ ୨୦୦୭ ମସିହାରେ ଅଭିଷେକ ବଚ୍ଚନଙ୍କୁ ବିବାହ କରିଥିଲେ। ବିବାହର ଚାରି ବର୍ଷ ପରେ ଐଶ୍ୱର୍ଯ୍ୟା ଝିଅ ଆରାଧ୍ୟାଙ୍କୁ ଜନ୍ମ ଦେଇଥିଲେ। ଏବେ ଆରାଧ୍ୟା ବଚ୍ଚନଙ୍କୁ ୯ ବର୍ଷ ବୟସ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri