ଦ୍ୱିତୀୟଥର ମା’ ହେବାକୁ ଯାଉଛନ୍ତି କି ଐଶ୍ଚର୍ଯ୍ୟା

ବଲିଉଡର ଅଭିନେତ୍ରୀ ତଥା ବଚ୍ଚନ ବୋହୂ ଐଶ୍ୱର୍ଯ୍ୟା ରାୟ ଅନେକ ସମୟରେ ଚର୍ଚ୍ଚାରେ ରହିଥାନ୍ତି। କିନ୍ତୁ ଏଥର ଐଶ୍ୱର୍ଯ୍ୟା ଏକ ଭିନ୍ନ କାରଣ ପାଇଁ ଆଲୋଚନାକୁ ଆସିଛନ୍ତି। ଚର୍ଚ୍ଚ ହେଉଛି ସେ କୁଆଡେ ତାଙ୍କର ଦ୍ୱିତୀୟଥର ପାଇଁ ମା’ ହେବାକୁ ଯାଉଛନ୍ତି। ନିକଟରେ ଐଶ୍ୱର୍ଯ୍ୟାଙ୍କ କିଛି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଫଟୋ ଦେଖି ତାଙ୍କ ଐଶ୍ୱର୍ଯ୍ୟା ଦ୍ୱିତୀୟ ଥର ପାଇଁ ମା’ ହେବାକୁ ଯାଉଥିବା କଥା କହିଛନ୍ତି। ଫଟୋ ତାଙ୍କ ବର୍ଦ୍ଧିତ ଓଜନ ସ୍ପଷ୍ଟ ନଜର ଆସୁଛି। ତେବେ ଏପର୍ଯ୍ୟନ୍ତ ତାଙ୍କ ପରିବାରର ପକ୍ଷରୁ ଏହାକୁ ଆନୁଷ୍ଠାନିକ ଭାବେ ନିଶ୍ଚିତ କରାଯାଇନାହାନ୍ତି। ଐଶ୍ଚର୍ଯ୍ୟାଙ୍କ ଏହି ଫଟୋଗୁଡ଼ିକୁ ସେଲିବ୍ରିଟି ସାମ୍ବାଦିକ ଭାଇରାଲ ଭାୟାନୀ ଶେୟାର କରିଛନ୍ତି। ଫଟୋରେ ଐଶ୍ୱର୍ଯ୍ୟା, ଅଭିଷେକ ଏବଂ ଝିଅ ଆରାଧ୍ୟା ଏକ ଶୁଟିଂ ସମୟରେ ସାରଥ କୁମାରଙ୍କ ଘରେ ପହଞ୍ଚିଥିଲେ। ଏହି ଫଟୋଗୁଡ଼ିକ ସେହି ସମୟରେ ନିଆଯାଇଥିଲା। ଫଟୋ ଗୁଡ଼ିକରେ ଐଶ୍ୱର୍ଯ୍ୟା କଳା ରଙ୍ଗର ପୋଷାକ ପିନ୍ଧିଛନ୍ତି। ଭାଇରାଲଙ୍କ ଏହି ଫଟୋ ଉପରେ ମନ୍ତବ୍ୟ ଦେଇ ଅନେକ ସୋସିଆଲ ମିଡିଆ ୟୁଜର୍ସ ଲେଖିଛନ୍ତି, ଐଶ୍ୱର୍ଯ୍ୟା ଗର୍ଭବତୀ କି?’ ଅନ୍ୟ ଜଣେ ଲେଖିଛନ୍ତି, ‘ଖୁସି ଖବର, ଐଶ୍ୱର୍ଯ୍ୟା ଗର୍ଭବତୀ ଅଛନ୍ତି। ଐଶ୍ୱର୍ଯ୍ୟା ରାୟ ୨୦୦୭ ମସିହାରେ ଅଭିଷେକ ବଚ୍ଚନଙ୍କୁ ବିବାହ କରିଥିଲେ। ବିବାହର ଚାରି ବର୍ଷ ପରେ ଐଶ୍ୱର୍ଯ୍ୟା ଝିଅ ଆରାଧ୍ୟାଙ୍କୁ ଜନ୍ମ ଦେଇଥିଲେ। ଏବେ ଆରାଧ୍ୟା ବଚ୍ଚନଙ୍କୁ ୯ ବର୍ଷ ବୟସ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

ରଜନୀକାନ୍ତ, ଧନୁଷ, କମଲ ହାସନ ଚେନ୍ନାଇରେ ଦେଲେ ଭୋଟ, ସର୍ବପ୍ରଥମେ ପହଞ୍ଚିଲେ ଏହି ସୁପରଷ୍ଟାର

ଚେନ୍ନାଇ,୧୯।୪: ଶୁକ୍ରବାର ସକାଳୁ ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସମସ୍ତ ରାଜନୈତିକ ଦଳ ଭାଗ୍ୟ ପରୀକ୍ଷା କରିବାକୁ ରାଜନୈତିକ ମଞ୍ଚରେ...

ଖୁବ ଶୀଘ୍ର ଆଈ ହେବାକୁ ଯାଉଛନ୍ତି ନୀନା ଗୁପ୍ତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ନୀନା ଗୁପ୍ତାଙ୍କ ଘରକୁ କୁନି ଅତିଥି ଆସିବାକୁ ଆଉ ବେଶୀ ସମୟ ବାକି ନାହିଁ। ଅଭିନେତ୍ରୀଙ୍କ ଝିଅ ମାସାବା ଖୁବଶୀଘ୍ର ମା’...

ଶଳା ସଲମାନ୍‌ ନୁହେଁ, ବରଂ ଫିଲ୍ମ କରିବା ପୂର୍ବରୁ ପୋଷାକୁକୁର ସହ କଥା ହୁଅନ୍ତି ଆୟୁଷ  

ବମ୍ବେ: ବଲିଉଡର ଦବଙ୍ଗ ଖାନ୍‌ଙ୍କ ସାନ ଉଭଣୀ ଅର୍ପିତା ଖାନ୍‌ଙ୍କ ସ୍ବାମୀ ହେଉଛନ୍ତି ଆୟୁଷ ଶର୍ମା। ଖ୍ୟାତନାମା ଫିଲ୍ମନିର୍ମାତା ସଲୀମ ଖାନ୍‌ଙ୍କ ସେ ଜ୍ୱାଇଁ ହୋଇଥିବାରୁ...

ନୂଆ ରେକର୍ଡ କଲା ଅଲୁ ଅର୍ଜୁନଙ୍କ ପୁଷ୍ପା ୨, ଏହି ପ୍ଲାଟଫର୍ମକୁ ୨୭୫ କୋଟି ଟଙ୍କାରେ ବିକ୍ରୀ କଲା ଡିଜିଟାଲ୍ ରାଇଟ୍

ମୁମ୍ବାଇ: ଅଲୁ ଅର୍ଜୁନଙ୍କ ପୁଷ୍ପା ୨ ଟିଜର ଆସିବା ପରଠାରୁ ଏହା ହେଡଲାଇନରେ ରହିଛି। ଏବେ ଖବର ଆସିଛି ଯେ, ବହୁ ପ୍ରତୀକ୍ଷିତ ସୁକୁମାରଙ୍କ ନିର୍ଦ୍ଦେଶିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri