Posted inଫୁରସତ

ଆପଣଙ୍କ ହ୍ବାଟ୍ସଆପ୍‌ ମେସେଜ୍‌ କେହି ଲୁଚି କି ପଢୁଛନ୍ତି କି, ଏମିତି ଲଗାନ୍ତୁ ପତ୍ତା

ଆପଣଙ୍କ ହ୍ବାଟ୍ସଆପରୁ କେହି ମେସେଜ କେହି ଲୁଚି ଲୁଚି ପଢୁଛନ୍ତି କି? ତେବେ ଏମିତି କିଛି ଉପାୟ ଆପଣାନ୍ତୁ ସହଜରେ ଜାଣି ପାରିବେ କିଏ ଆପଣଙ୍କ ମେସେଜ ଲୁଚି କି ପଢୁଛନ୍ତି।


ପ୍ରଥମେ ଆପଣ ଆପଣଙ୍କ ହ୍ବାଟ୍ସଆପ୍‌କୁ ଯାଇ ଦେଖନ୍ତୁ କେହି ତୁମ ମେସେଜ ପଢ଼ିଛନ୍ତି କି ନାହିଁ। ପରେ ସେଟିଙ୍ଗ୍‌କୁ ଯାଆନ୍ତୁ ହ୍ବାଟ୍ସଆପ/ଡେସ୍କଟପ୍‌ ଉପରେ ଟ୍ୟାପ୍‌ କରନ୍ତୁ। ଯଦି କେହି ହ୍ବାଟ୍ସଆପ୍‌ ଓ୍ବେବ୍‌ ଖୋଲିଥାନ୍ତି ତେବେ ଲଗ୍‌ଇନ୍‌ ଦେଖିବାକୁ ମିଳିବ। ଆପଣ ଏଥିରୁ ବୁଝିଯିବେ ଯେ ଆପଣଙ୍କ ମେସେଜ କେହି ପଢ଼ିଛନ୍ତି। ପ୍ରଥମେ ଆପଣ ଏହାକୁ ଲଗ୍‌ଆଉଟ୍‌ କରନ୍ତୁ। ସବୁବେଳେ ପାଇଁ ହ୍ବାଟ୍ସଆପକୁ ଲକ୍‌ କରନ୍ତୁ। ଏହା ସହିତ ହ୍ବାଟ୍ସଆପରେ ଦୁଇଟି ଷ୍ଟେପ୍‌ ଯାଞ୍ଚ କରନ୍ତୁ। ଏହା ବ୍ୟତୀତ ଚାଟ୍‌ର ବ୍ୟାକ୍‌ଅପ୍‌ ପ୍ରତି ଧ୍ୟାନ ଦିଅନ୍ତୁ। ଆପଣଙ୍କ ଇମେଲରେ ଆଇଡିକୁ ଗୁପ୍ତ ଭାବରେ ରଖନ୍ତୁ। ଆପଣ ଏହାକୁ ସହଜରେ କମ୍ପ୍ୟୁଟରରେ ଡାଉନଲୋଡ୍‌ ଏବଂ ଡିଲିଟ୍‌ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri