କାବୁଲ ବିସ୍ଫୋରଣ ପାଇଁ ନିଜକୁ ଦାୟୀ କଲା ଆଇଏସ୍‌

କାବୁଲ,୨୭।୮: ଆଫଗାନିସ୍ତାନର କାବୁଲରେ ଗୁରୁବାର ଦୁଇଟି ବୋମା ବିସ୍ଫୋରଣ ହୋଇଥିଲା। କାବୁଲ ବିମାନବନ୍ଦର ବାହାରେ ଦୁଇଟି ଆତ୍ମଘାତୀ ଆକ୍ରମଣରେ ୭୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୪୩ ଜଣ ଆହତ ହୋଇଛନ୍ତି। ଏହି ଆତଙ୍କବାଦୀ ଆକ୍ରମଣରେ ୧୩ ଜଣ ଆମେରିକୀୟ ସୈନଙ୍କର ମୃତ୍ୟୁ ହୋଇଥିବା ବେଳେ ୧୮ ଜଣ ଆହତ ହୋଇଥିବା ପେଣ୍ଟାଗନ ସୁରକ୍ଷା ଅଧିକାରୀ ସୂଚନା ଦେଇଛନ୍ତି। କାବୁଲ ବିସ୍ଫୋରଣରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ କହିଛନ୍ତି ଯେ, ଯିଏ ଏହା କରିଛି, ଆମେ ଏହାକୁ କ୍ଷମା କରିବୁ ନାହିଁ କିମ୍ବା ଭୁଲି ପାରିବୁ ନାହିଁ। ବିସ୍ଫୋରଣ ପଛରେ ଆତଙ୍କବାଦୀ ସଂଗଠନ ଆଇଏସ (ଇସଲାମିକ ଷ୍ଟେଟ)ର ହାତ ଥିବା ସାମ୍ନାକୁ ଆସୁଥିଲା ଏବଂ ବିଳମ୍ବିତ ରାତିରେ ସେ ଏହା ସ୍ବୀକାର ମଧ୍ୟ କରିଛି।
ସୂଚନାଯୋଗ୍ୟ ଯେ, ଆମେରିକା, ଅଷ୍ଟ୍ରେଲିଆ ଏବଂ ବ୍ରିଟେନ କାବୁଲ ବିମାନବନ୍ଦରରେ ଆତଙ୍କବାଦୀ ଆକ୍ରମଣ ହେବାର ସମ୍ଭାବନା ପ୍ରକାଶ କରିଥିଲେ। ଏଥିସହ ଏହାର ନାଗରିକମାନଙ୍କୁ କାବୁଲ ବିମାନବନ୍ଦରଠାରୁ ଦୂରରେ ରହିବାକୁ ଚେତାବନୀ ଦେଇଥିଲେ। ଏହି ସମୟରେ ବ୍ରିଟେନ ଏହି ଘଟଣା ସମ୍ପର୍କରେ ଏକ ଜରୁରୀ ବୈଠକ ଡାକିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରାଏଲ ଜାହାଜରେ ଥିବା ୧୬ ଭାରତୀୟ ଘରକୁ ଫେରିବେ

ଜେରୁଜେଲମ୍‌,୧୯ା୪: ଭାରତରେ ଇରାନର ରାଷ୍ଟ୍ରଦୂତ ଇରାଜ ଇଲାହୀ କହିଛନ୍ତି, ତାଙ୍କ ଦେଶ ଦ୍ୱାରା ଧରାଯାଇଥିବା ମାଲ୍‌ବାହୀ ଜାହାଜର ଅବଶିଷ୍ଟ ୧୬ ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ...

ତେହେରାନ ଯାଉଥିବା ସମସ୍ତ ବିମାନ ବାତିଲ, ଇରାନ କହିଲା ପାଓ୍ବାର ଓ ନ୍ୟୁକ୍ଲିୟର ପ୍ଲାଣ୍ଟ ସମ୍ପୂର୍ଣ୍ଣ ଭାବେ ସୁରକ୍ଷିତ

ତେହେରାନ,୧୯।୪: ସିରିଆର ରାଜଧାନୀ ଦମିଶ୍କରେ ଇରାନ ଦୂତାବାସ ଉପରେ ଏୟାର ଷ୍ଟ୍ରାଇକ ପରେ ପଶ୍ଚିମ ଏସିଆର ଅବସ୍ଥା କ୍ରମାଗତ ଭାବେ ଖରାପ ହେବାରେ ଲାଗିଛି। ସମଗ୍ର...

ମାନିଲେନି ନେତାନ୍ୟାହୁ: ଇରାନ ଉପରେ ଗୋଟିଏ ପରେ ଗୋଟିଏ ମିଶାଇଲ ମାଡ଼

ଜେରୁଜେଲମ୍‌,୧୯।୪: ଶେଷରେ ଇସ୍ରାଏଲ ଇରାନ ଉପରେ ଆକ୍ରମଣ କରିଛି। ଇରାନର ଅନେକ ସହର ଉପରେ ଇସ୍ରାଏଲ ମିଶାଏଲ ମାଡ କରିଛି। ଇରାନ ଶୁକ୍ରବାର ଏନେଇ ସୂଚନା...

ମିଡଲ ଇଷ୍ଟରେ ହେବ ମହାଯୁଦ୍ଧ! ଇସ୍ରାଏଲ ଆକ୍ରମଣର ଜବାବ ଦେଲା ଇରାନ

ଦୁବଇ,୧୯।୪: ମଧ୍ୟ ପୂର୍ବରେ ଯୁଦ୍ଧର ନିଆଁ ପୁଣି ଜଳିଛି। ଇରାନ ଉପରେ ଆକ୍ରମଣ କରି ଇସ୍ରାଏଲ ଯୁଦ୍ଧ ଘୋଷଣା କରିଛି। ତେବେ ଇରାନ ମଧ୍ୟ ଇସ୍ରାଏଲର...

ହେଲିକପ୍ଟର ଦୁର୍ଘଟଣାରେ କେନିଆର ପ୍ରତିରକ୍ଷା ମୁଖ୍ୟଙ୍କ ସମେତ ୯ ମୃତ୍ୟୁ

ନୈରୋବି,୧୯।୪: ଏକ ହେଲିକପ୍ଟର ଦୁର୍ଘଟଣାରେ ଗୁରୁବାର କେନିଆର ପ୍ରତିରକ୍ଷା ମୁଖ୍ୟ ଫ୍ରାନସିସ ଓମୋଣ୍ଡି ଓଗୋଲାଙ୍କ ମତ୍ୟୁ ଘଟିଛି। ତାଙ୍କ ସହ ହେଲିକପ୍ଟରରେ ଥିବା ୯ଜଣ ଲୋକ...

ଇରାନ୍‌ ଉପରେ ବଦ୍‌ଲା ନେଲା ଇସ୍ରାଏଲ୍‌

ଜେରୁଜେଲମ୍‌,୧୯।୪: ଇସ୍ରାଏଲ ଶୁକ୍ରବାର ଇରାନ ଉପରେ ବଦ୍‌ଲା ନେଇଛି। ଇରାନର ଅନେକ ସହର ଉପରେ ମିଶାଇଲ ମାଡ କରିଛି ଇସ୍ରାଏଲ। ଇରାନର ନ୍ୟୁକ୍ଲିୟର୍‌ ପ୍ଲାଣ୍ଟ ଉପରେ...

ଜାତିସଂଘରେ ସଂସ୍କାର ପ୍ରସ୍ତାବକୁ ଆମେରିକାର ସମର୍ଥନ

ଓ୍ବାଶିଂଟନ,୧୮ା୪: ଏକବିଂଶ ଶତାବ୍ଦୀର ବିଶ୍ୱର ପ୍ରତିଫଳନ ପାଇଁ ସୁରକ୍ଷା ପରିଷଦ ସମେତ ଜାତିସଂଘରେ ସଂସ୍କାର ପ୍ରସ୍ତାବକୁ ଆମେରିକା ସମର୍ଥନ ଜଣାଇଛି। ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ରେ...

ଦୁବଇରେ ଦେଖିବାକୁ ମିଳିଲା ଅଦ୍ଭୁତ ଦୃଶ୍ୟ, ଦେଖୁ ଦେଖୁ ଆକାଶ ହୋଇଗଲା ସବୁଜ, ଦେଖନ୍ତୁ ଭିଡିଓ

ଦୁବଇ,୧୮।୪: ଗତ କିଛି ଦିନ ହେବ ଦୁବଇର ପାଗରେ ଅନେକ ପରିବର୍ତ୍ତନ ଦେଖାଯାଉଛି । ଯେଉଁଠାରେ ୭୫ ବର୍ଷ ମଧ୍ୟରେ ପ୍ରବଳ ବର୍ଷା ସହରକୁ ବୁଡ଼ାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri