ଆଇଏସ-ସିବିଆଇ ଅଧିକାରୀଙ୍କ ଭିତରେ କଥା କଟାକଟି:  ଚିହିଁକି ଉଠିଲେ ବିଷ୍ଣୁପଦ, କହିଲେ ଡାକିକି  ମୋତେ ପଚାରୁଛନ୍ତି …

ଭୁବନେଶ୍ୱର,୧୮।୨: IAS ବିଷ୍ଣୁପଦ ସେଠୀଙ୍କ ଘରେ ମଙ୍ଗଳବାର ସକାଳୁ ସକାଳୁ ସିବିଆଇ ରେଡ ହୋଇଥିବା ସୂଚନା ମିଳିଛି । ସିବିଆଇର ୮ ଜଣିଆ ଟିମ ବିଷ୍ଣୁପଦଙ୍କ ଭୁବନେଶ୍ବରରେ ଥିବା ସରକାରୀ କ୍ବାର୍ଟର୍ସରେ ରେଡ କରିଛନ୍ତି।
ତେବେ ସିବିଆଇ ରେଡ ବେଳେ ଆଇଏସ ଓ ସିବିଆଇ ଅଧିକାରୀଙ୍କ ଭିତରେ କଥା କଟାକଟି  ହୋଇଛି। କାହିଁକି ଗଣମାଧ୍ୟମ ପ୍ରବେଶ ସେ ନେଇ ସିବିଆଇ ଅଧିକାରୀ ପ୍ରଶ୍ନ ଉଠାଇଲା ପରେ ବିଷ୍ଣୁପଦ  କହିଛନ୍ତି ଆପଣ ଗଣମଧ୍ୟମକୁ ଡାକିଛନ୍ତି ମତେ କାହିଁ କହୁଛନ୍ତି।
ଆମକୁ ଯିଦି କିଏ ହଇରାଣ କରିବାକୁ ପଠେଇବ ଆମେ କ’ଣ କରିବୁ ଆମେ ନିଃସହାୟ । ଆମେ କିଛି କରିନୁ, ଆମେ ପଇସା ନେଇନୁ , ଆମେ ଦେଖିନୁ । ବିନା ଲେଡି ପୋଲିସରେ ମୋ ଘରେ ପଶିଛନ୍ତି। ସେ ୨  ଜଣ ବରିଷ୍ଠ  ଅଧିକାରୀଙ୍କ ବ୍ୟବହାରକୁ ନେଇ ପ୍ରଶ୍ନ ଉଠାଇଛନ୍ତି । ତାଙ୍କ ବ୍ୟବହାର ବହୁତ  ଅଭଦ୍ର। ବର୍ତ୍ତମାନ  ଦେସକଥାକୁ ସେମାନେ ବଡ଼ କରିବେ ଆମ ନା ରେ ମିଛ ଲେଖିବେ । ମୋ ଘରେ ଜୋରଜବରଦସ୍ତ ରେଡ ଚାଲିଛି । ଏହା ଏକ ଷଡଯନ୍ତ୍ର ଭଳି ଲାଗୁଛି। ବ୍ରିଜ ଆଣ୍ଡ ରୁଫ କମ୍ପାନୀ ସହିତ ମୋର କୌଣସି ସମ୍ପର୍କ ନାହିଁ । ମୁଁ ଚାକିରିରୁ ଇସ୍ତଫା ଦେବାକୁ ପ୍ରସ୍ତୁତ ଅଛି । ମୋର କିଛି ଦୋଷ ନାହିଁ ।

Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri