ଘରେ ଅସରପା ହେଉଛନ୍ତି କି… ଆପଣାନ୍ତୁ ଏହି ଘରୋଇ ଉପଚାର

ଘର ଅପରିଷ୍କାର ରହିଲେ ଅସରପା ହେବାର ସମ୍ଭାବନା ଥାଏ। ବର୍ଷା ଏବଂ ଶୀତଦିନେ ଏମାନଙ୍କର ସଂଖ୍ୟା ବଢ଼ିଯାଏ। ଅସରପା ଖାଦ୍ୟ ପଦାର୍ଥରେ ବସିବାଠାରୁ ଆରମ୍ଭ କରି କପଡ଼ା କାଟି ନଷ୍ଟ କରିଦେଉଥିବାରୁ ଅନେକ ସମୟରେ ଚିନ୍ତାର କାରଣ ପାଲଟେ। ସେମାନଙ୍କୁ ମାରିବା ଲାଗି ବଜାରରେ ବିଭିନ୍ନ ବିଷାକ୍ତ ଲିକ୍ୟୁଇଡ୍‌ ସ୍ପ୍ରେ ମିଳୁଥିଲେ ମଧ୍ୟ ଏହାର ଘରୋଇ ଉପଚାର ରହିଛି, ଯାହାକି ଘରୁ ଅସରପା ଦୂର କରିବାରେ ସହାୟକ ହେବ।

ଏହି ସମସ୍ୟାରୁ ମୁକ୍ତି ପାଇବା ଲାଗି ୧୦ ଗ୍ରାମ୍‌ ବୋରିକ୍‌ ଏସିଡ୍‌ରେ ଏକ ଚାମଚ୍‌ ଚିନି, ଏକ ଚାମଚ ଦହି ଓ କିଛି ଅଟା ମିଶାଇ ଗୁଳା ପ୍ରସ୍ତୁତ କରନ୍ତୁ। ତାହାକୁ ଅସରପା ହେଉଥିବା ସ୍ଥାନରେ ରଖନ୍ତୁ, ଦେଖିବେ ଆଉ ଅସରପା ହେବେ ନାହିଁ।

ତେଜପତ୍ରର ବାସ୍ନାରେ ମଧ୍ୟ ଅସରପା ହୋଇ ନ ଥାନ୍ତି। ଯଦି ଘରେ ଅସରପା ହେଉଥାନ୍ତି ତେବେ ଏହି ପତ୍ରକୁ ଉକ୍ତ ସ୍ଥାନରେ ରଖିବା ଫଳରେ ଏହି ସମସ୍ୟା ଦୂର ହୋଇଯିବ।

ଲବଙ୍ଗକୁ ମଧ୍ୟ ଅସରପା ଡରିଥାନ୍ତି। ଷ୍ଟୋର ରୁମ୍‌ କିମ୍ବା ରୋଷେଇ ଘରେ ଏହାକୁ ରଖିଦେବା ଫଳରେ ଅସରପା ହୋଇ ନ ଥାନ୍ତି।

ବ୍ରଶ୍‌ରେ ଲଗାଯାଉଥିବା ପାଉଡର ଦ୍ୱାରା ମଧ୍ୟ ଅସରପା ଦୂର ହୋଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସେବାୟତଙ୍କୁ ଶ୍ରୀମନ୍ଦିର ସେବାରୁ ନିଲମ୍ବନ କଲେ ମୁଖ୍ୟ ପ୍ରଶାସକ

ପୁରୀ,୧୫ା୭(ଅଜିତ୍‌ ମହାନ୍ତି): ଶ୍ରୀମନ୍ଦିରରେ ନୀତି ସମ୍ପାଦନରେ ଶୃଙ୍ଖଳା ରକ୍ଷା ପ୍ରତି ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ସର୍ବଦା ସର୍ବୋଚ୍ଚ ଗୁରୁତ୍ୱ ଦେଇଆସୁଛି। ବୁଧବାର ଉଭାପର୍ବରେ ନୀତିକାନ୍ତି ପାଳନ ସମୟରେ…

ସରିଲା ଚାକିରି, କର୍ମମୟ ଜୀବନକୁ ମନେ ପକାଇ ଭାବବିହ୍ବଳ ହେଲେ ପ୍ରଧାନଶିକ୍ଷକ…

ଭଞ୍ଜନଗର,୧୫ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତୁଳସୀପଲ୍ଲୀ କ୍ଷେତ୍ରମଣି ମଧ୍ୟ ଇଂରାଜୀ ବିଦ୍ୟାପୀଠର ପ୍ରଧାନ ଶିକ୍ଷକ ଡକ୍ଟର ସୁରେଶ ଚନ୍ଦ୍ର ପଣ୍ଡାଙ୍କୁ ବିଦ୍ୟାଳୟ ତରଫରୁ ବୁଧବାର…

ବିବାହର ପ୍ରତିଶ୍ରୁତି ଦେଇ ପ୍ରେମ ପ୍ରତାରଣା, ପ୍ରେମିକଙ୍କୁ କାବୁ କରି ଥାନାରେ ଜିମା ଦେଲେ ପ୍ରେମିକା

ତୁମୁଡିବନ୍ଧ,୧୫।୭(ଦୀପକ କୁମାର ପରାସେଠ): ପ୍ରେମର ମିଠା ପ୍ରତିଶ୍ରୁତି ଦେଇ ଶେଷରେ ଜୀବନ ସହ ଖେଳ। କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକରେ ଏଭଳି ଏକ ଚାଞ୍ଚଲ୍ୟକର ଘଟଣା ବୁଧବାର…

୧୧୨୯ ହିତାଧିକାରୀଙ୍କୁ ୫୧.୩୬ କୋଟି ଟଙ୍କା ଋଣ ମଞ୍ଜୁର

କୋରାପୁଟ,୧୫ା୭(ଅମିତାଭ ବେହେରା): କୋରାପୁଟସ୍ଥିତ ଦକ୍ଷତା ବୃଦ୍ଧି ତାଲିମ କେନ୍ଦ୍ରଠାରେ ବୁଧବାର ଆୟୋଜିତ ମେଗା କ୍ରେଡିଟ୍‌ ଆଉଟ୍‌ରିଚ୍‌ କାର୍ଯ୍ୟକ୍ରମରେ ୧୧୨୯ ଜଣ ହିତାଧିକାରୀଙ୍କ ପାଇଁ ୫୧.୩୬ କୋଟି ଟଙ୍କାର…

ଆପଣଙ୍କ ଘରକୁ ଆସୁନି ତ ଅପମିଶ୍ରିତ କ୍ଷୀର? ଏହି ସହଜ ଘରୋଇ ଉପାୟରେ କରନ୍ତୁ ଯାଞ୍ଚ

କ୍ଷୀର ଆମ ଦୈନନ୍ଦିନ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ। ବିଶେଷ କରି ପିଲାମାନଙ୍କର ଉତ୍ତମ ସ୍ୱାସ୍ଥ୍ୟ, ହାଡ଼ର ମଜଭୁତ ଏବଂ ଶାରୀରିକ ବିକାଶ ପାଇଁ କ୍ଷୀରକୁ ଅତ୍ୟନ୍ତ…

ଅଗଷ୍ଟ ୨୮ରେ ରିଲିଜ ହେବନାହିଁ Shraddha Kapoorଙ୍କର ‘ଇଥା’!

ମୁମ୍ବାଇ: ବଲିଉଡର ଅଭିନେତ୍ରୀ ଶ୍ରଦ୍ଧା କପୁର ଏବେ ନିଜର ଆଗାମୀ ଫିଲ୍ମ ‘ଇଥା’କୁ ନେଇ ଚର୍ଚ୍ଚାରେ। ନିକଟରେ ରିଲିଜ ହୋଇଥିବା ଫିଲ୍ମର ଟିଜର ସୋସିଆଲ ମିଡିଆରେ ବେଶ…

କୁଲାଡ଼ ରଥଯାତ୍ରା ପ୍ରସ୍ତୁତି ଶେଷ: ବିଧାୟକ-ଉପଜିଲାପାଳ ପହଞ୍ଚି କଲେ ସମୀକ୍ଷା

ଭଞ୍ଜନଗର,୧୫ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ଼ ରଥଯାତ୍ରା ପ୍ରସ୍ତୁତି ସରିଛି। ଗୁରୁବାର ନିର୍ଦ୍ଧାରିତ ସମୟରେ ରଥାଯାତ୍ରା କାର୍ଯ୍ୟକ୍ରମ ହେବ। ଏହାପୂର୍ବରୁ ମନ୍ଦିର କମିଟି କର୍ମକର୍ତ୍ତା…

ଚତୁର୍ଥ ଶ୍ରେଣୀ ଛାତ୍ରଙ୍କୁ ନିର୍ଦ୍ଧୁମ ପିଟିଲେ ଶିକ୍ଷକ, ଅଭିଯୋଗ ପରେ ନିଲମ୍ବିତ

ଝରିଗାଁ,୧୫ା୭(କିଶୋର ଚନ୍ଦ୍ର ମଣ୍ଡଳ): ଚତୁର୍ଥ ଶ୍ରେଣୀ ଛାତ୍ରଙ୍କୁ ମାଡ ମାରିଥିବା ଅଭିଯୋଗ ନେଇ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଶିକ୍ଷା ଅଧିକାରୀ ଉମରସିଂ ନାଏକ ସମ୍ପୃକ୍ତ ଶିକ୍ଷକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri