ପୂଜା ମାର୍କେଟରେ ବେଆଇନ୍‌ ଚାନ୍ଦା ଆଦାୟ କରୁଛନ୍ତି କି? ଆସିଗଲା ବଡ଼ ନିୟମ

ଭୁବନେଶ୍ୱର,୨୨।୮: ବେଆଇନ୍‌ ଚାନ୍ଦା ଆଦାୟ କରୁଛନ୍ତି କି? ନିଆଯିବ ଦୃଢ଼ କାର୍ଯ୍ୟାନୁଷ୍ଠାନ। ପୋଲିସ ଡିଜି ୱାଇ.ବି ଖୁରାନିଆଙ୍କ କଡ଼ା ନିର୍ଦ୍ଦେଶ। ସମସ୍ତ ଏସ୍‌ପିଙ୍କୁ କଡ଼ା ନିର୍ଦ୍ଦେଶ ଦେଲେ ପୋଲିସ ଡିଜି। ତୃଣମୂଳ ସ୍ତରରେ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ। ପାର୍ବଣ ଋତୁରେ ନିରାପତ୍ତା ଓ ସୁରକ୍ଷା ନେଇ ସମୀକ୍ଷା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

ପୁଣି ଲଘୁଚାପ ସମ୍ଭାବନା: ୨୪ ଘଣ୍ଟାରେ ସ୍ପଷ୍ଟ ହେବ ଚିତ୍ର

ଭୁବନେଶ୍ୱର, ୨୨।୮: ଉତ୍ତର ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

ସ୍କୁଲ ନା ଗୋଦାମ ଘର, ନିଜ ଖର୍ଚ୍ଚରେ ଜେନେରେଟର ଚଳାଉଛନ୍ତି ଶିକ୍ଷକ: ଶ୍ରେଣୀକୋଠରି ଅଭାବରୁ ୧୮୩ ଛାତ୍ରୀଛାତ୍ର

ଜମନକିରା, ୨୨।୮ (ରବିନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟ ସରକାର ଶିକ୍ଷା ବ୍ୟବସ୍ଥାର ଉନ୍ନତିକରଣ ତଥା ବିଦ୍ୟାଳୟ ରୂପାନ୍ତରଣ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri