କ୍ଷୀର ଉତୁରିବା ଭଲ ନା ଖରାପ?

ବେଳେବେଳେ ଅନ୍ୟମନସ୍କତା ଯୋଗୁ ଗ୍ୟାସ୍‌ରେ ବସିଥିବା କ୍ଷୀର ଉତୁରିଯାଏ। ଏହି କ୍ଷୀର ଉତୁରିବାକୁ କିଏ ଶୁଭ ସୂଚନା ବୋଲି କହିଥାନ୍ତି ତ ଆଉ କିଏ ଏହାକୁ ଖରାପ ସଙ୍କେତ ବୋଲି ଭାବି ନେଇଥାନ୍ତି। ତେବେ ଅନେକ ସମୟରେ ଦେଖାଯାଏ, କେହି କେହି ନୂଆଘରକୁ ପ୍ରବେଶ କରିବା ପୂର୍ବରୁ ପ୍ରଥମେ କ୍ଷୀରକୁ ଗ୍ୟାସ୍‌ରେ ବସାଇ ଉତୁରାଇଥାନ୍ତି। ସେମାନଙ୍କ ଧାରଣା, ଏପରି କଲେ ଘରେ କୁଆଡ଼େ ସୁଖଶାନ୍ତି ବଜାୟ ରହିବା ସହ ସକାରାତ୍ମକ ଉର୍ଜ୍ଜା ଉତ୍ପନ୍ନ ହୋଇଥାଏ। ଜ୍ୟୋତିଷଶାସ୍ତ୍ରରେ ମଧ୍ୟ ସେୟା ହିଁ ଉଲ୍ଲେଖ ଅଛି। ଜ୍ୟୋତିଷଶାସ୍ତ୍ର ଅନୁଯାୟୀ, କ୍ଷୀର ସିଝୁଥିବା ସମୟରେ ଉତୁରିବା ଏକ ଭଲ ସଙ୍କେତ। କିନ୍ତୁ ଏହି କ୍ଷୀର ଉତୁରିକି ସିଝୁଥିବା ବାସନ ଚାରିପଟେ ହିଁ ଲାଗିଥିବ, ଗ୍ୟାସ୍‌ ଉପରେ ପଡି ନ ଥିବ। କାରଣ କ୍ଷୀର ସିଝୁଥିବା ବାସନ ଛଡ଼ା କ୍ଷୀର ଯଦି ଗ୍ୟାସ ଉପରେ କିମ୍ବା ବୋହିକି ତଳେ ପଡିଲା, ତା’ହେଲେ ତାହା ଶୁଭ ନୁହେଁ। ସେହିପରି କୁହାଯାଏ, ଥଣ୍ଡା କ୍ଷୀର ଗ୍ଲାସ୍‌ରୁ ଢାଳି ହୋଇଯିବା ଅବା ହାତରୁ ଖସି ତଳେ ପଡିଯିବା ଜମାରୁ ଶୁଭ ସୂଚନା ନୁହେଁ। ଏମିତି ଯଦି ହୋଇଥାଏ ତା’ହେଲେ ଆଗକୁ କିଛି ବିପଦ ଆସୁଛି ବୋଲି ସତର୍କ ହୋଇଯିବା ଉଚିତ୍‌।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମିତଙ୍କୁ କରାଗଲା ଏୟାର ଲିପ୍ଟ, ପରିବାରକୁ ଭେଟିଲେ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୧।୧୦: ଫ୍ଲାଏଦୁବାଇ ବିମାନରେ ଆକ୍ରମଣକାରୀଙ୍କ ମୁକାବିଲା ପାଇଁ ନିଜ ଜୀବନକୁ ବାଜି ଲଗାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କ ଅବସ୍ଥା ସ୍ଥିର ଅଛି। ଏହି ସମୟରେ, ୟୁଏଇ…

CJPକୁ କେଉଁଠୁ ମିଳୁଛି ପାଣ୍ଠି? ଦୀପକେ କହିଲେ, ‘ମୁଁ ୩୦ ହଜାର ଟଙ୍କାର ଜୋତା…’

ନୂଆଦିଲ୍ଲୀ,୧।୧୦: ଗୁରୁବାର (ଅକ୍ଟୋବର ୧) ମୁମ୍ବାଇରେ ଏକ ସାମ୍ବାଦିକ ସମ୍ମିଳନୀରେ କୋକରୋଚ ଜନତା ପାର୍ଟି(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ସମ୍ବୋଧିତ କରିଥିଲେ। ସେ କହିଛନ୍ତି ଯେ ମୁଖ୍ୟ…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

ଜ୍ଞାନେଶ କୁମାରଙ୍କ ବିରୋଧରେ ଅଭିଜିତ ଦୀପକେଙ୍କର ବଡ ଘୋଷଣା, ‘ଆମେ ଜନ୍ତର ମନ୍ତ୍ରରେ ବସିବୁ ଏବଂ …’

ନୂଆଦିଲ୍ଲୀ,୧।୨୬: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାର ଏବଂ SIR କୁ ନେଇ ଚାଲିଥିବା ବିବାଦ ମଧ୍ୟରେ, Cockroach Janata Party (CJP) ଶୁକ୍ରବାର ମୁମ୍ବାଇରେ…

ଅଘୋଷିତ ବିଦ୍ୟୁତ୍ କାଟ: ଯନ୍ତ୍ରୀଙ୍କୁ ସ୍ମାରକପତ୍ର, ସୁଧାର ନ ଆସିଲେ ବଡ଼ ଆନ୍ଦୋଳନ ଚେତାବନୀ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମ ସମେତ ଆଖପାଖ ଅଞ୍ଚଳରେ ଲଗାତର ଅଘୋଷିତ ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?