“ଏହା ଆବଶ୍ୟକ କି?”: ଡେଷ୍ଟିନେସନ୍ ୱେଡିଂକୁ ନେଇ ପ୍ରଶ୍ନ ଉଠାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ,୨୬।୧୧: ଦେଶରେ ଏବେ ବିବାହ ଋତୁ ଆରମ୍ଭ ହେଉଥିବା ବେଳେ ଦେଶରେ କିଛି ବଡ଼ ଧନୀ ପରିବାର ବିଦେଶରେ ଧୁମଧାମରେ ସେମାନଙ୍କର ଡେଷ୍ଟିନେସନ୍ ୱେଡିଂ କରୁଛନ୍ତି। ତେବେ ରବିବାର ପ୍ରଧାନମନ୍ତ୍ରୀ ତାଙ୍କର ମାସିକିଆ ‘ମନ୍ କି ବାତ’ କାର୍ଯ୍ୟକ୍ରମରେ ଡେଷ୍ଟିନେସନ୍ ୱେଡିଂ ଉପରେ ପ୍ରଶ୍ନ ଉଠାଇଛନ୍ତି। ପ୍ରଧାନମନ୍ତ୍ରୀ ଅନୁରୋଧ କରିଛନ୍ତି ଯେ, ଏହିଭଳି ବଡ଼ବଡ଼ କାର୍ଯ୍ୟକ୍ରମ ଭାରତରେ କରନ୍ତୁ ଯାହା ଫଳରେ ଦେଶର ଟଙ୍କା ଦେଶରେ ରହି ଅର୍ଥନୀତିକୁ ସୁଦୃଢ଼ କରିବ।

ଏହା ସହିତ ଲୋକମାନେ ବିବାହକାର୍ଯ୍ୟ ପାଇଁ କିଣାକିଣି ସମୟରେ ଭାରତରେ ପ୍ରସ୍ତୁତ(ମେଡ ଇନ ଇଣ୍ଡିଆ) ଜିନିଷ କିଣିବାକୁ ମଧ୍ୟ ସେ ଜୋର ଦେଇଛନ୍ତି। “ବର୍ତ୍ତମାନ ବିବାହ ଋତୁ ମଧ୍ୟ ଆରମ୍ଭ ହୋଇଛି। କିଛି ବାଣିଜ୍ୟ ସଂଗଠନ ଆକଳନ କରିଛନ୍ତି ଯେ ଏହି ବିବାହ ଋତୁରେ ପ୍ରାୟ ୫ ଲକ୍ଷ କୋଟି ବ୍ୟବସାୟ ହୋଇପାରେ। ବିବାହ ପାଇଁ ସପିଂ କରୁଥିବାବେଳେ ଆପଣ ସମସ୍ତେ କେବଳ ଭାରତରେ ନିର୍ମିତ ଉତ୍ପାଦକୁ ଗୁରୁତ୍ୱ ଦେବା ଉଚିତ୍ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

ମାଓବାଦୀଙ୍କୁୁ ବଡ଼ ଧକ୍କା: ଲୁଚାଇ ରଖିଥିବା ବିସ୍ଫୋରକ ସାମଗ୍ରୀ ଜବତ

ମାଲକାନଗିରି,୧୬।୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକୁମା ଜିଲାରେ୨୨୬ ବାଟାଲିୟନ ସିଆରପିଏଫ୍‌ ଯବାନ ସ୍ୱତନ୍ତ୍ର ଆମ୍ୱୁସ ଅପରେଶନ କରୁଥିବାବେଳେ ଗୋମଗୁଡ଼ା ଗ୍ରାମର ପୋଡିୟମପାରା ଅଞ୍ଚଳରେ ଏକ…

ରାଜ୍ୟ ସଭା ନିର୍ବାଚନ: ବିଜୟ ପରେ ବିଜେଡି, କଂଗ୍ରେସ ବିଧାୟକଙ୍କୁ ଏମିତି କହିଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୧୬।୩: ଓଡ଼ିଶା ରାଜ୍ୟସଭା ନିର୍ବାଚନର ସବୁଠାରୁ ଚର୍ଚ୍ଚିତ ଆସନରେ ସ୍ୱାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ଭାଜପା ସମର୍ଥିତ ଏହି ଅଭିଜ୍ଞ ନେତାଙ୍କ ବିଜୟ ପରେ…

ଏସିଆନ ଫୁଟବଲ କନଫେଡେରେଶନର ବଡ଼ ଘୋଷଣା: ଇରାନ ଫିଫା ବିଶ୍ୱକପ୍‌ ଖେଳିବ

କୁଆଲାଲୁମ୍ପୁର,୧୬ା୩: ଆସନ୍ତା ଜୁନରେ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଥିବା ଫିଫା ବିଶ୍ୱକପ୍‌ରେ ଇରାନ ଖେଳିବ। ଏ ନେଇ ଏସିଆନ ଫୁଟବଲ କନଫେଡେରେଶନ (ଏଏଫ୍‌ସି) ପକ୍ଷରୁ…

ମିଳିଲା ଅନୁମତି : ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଖେଳାଯିବ ଆଇପିଏଲ୍‌ ମ୍ୟାଚ୍‌

ବେଙ୍ଗାଲୁରୁ,୧୬ା୩: ଆସନ୍ତା ୨୮ ତାରିଖରୁ ଆରମ୍ଭ ହେବାକୁ ଥିବା ଆଇପିଏଲ୍‌ରେ ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ତା’ର ଘରୋଇ ମ୍ୟାଚ୍‌ ଏମ୍‌ ଚିନ୍ନାସ୍ୱାମୀ ଷ୍ଟାଡିୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri