Odisha Elections 2024

“ଏହା ଆବଶ୍ୟକ କି?”: ଡେଷ୍ଟିନେସନ୍ ୱେଡିଂକୁ ନେଇ ପ୍ରଶ୍ନ ଉଠାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ,୨୬।୧୧: ଦେଶରେ ଏବେ ବିବାହ ଋତୁ ଆରମ୍ଭ ହେଉଥିବା ବେଳେ ଦେଶରେ କିଛି ବଡ଼ ଧନୀ ପରିବାର ବିଦେଶରେ ଧୁମଧାମରେ ସେମାନଙ୍କର ଡେଷ୍ଟିନେସନ୍ ୱେଡିଂ କରୁଛନ୍ତି। ତେବେ ରବିବାର ପ୍ରଧାନମନ୍ତ୍ରୀ ତାଙ୍କର ମାସିକିଆ ‘ମନ୍ କି ବାତ’ କାର୍ଯ୍ୟକ୍ରମରେ ଡେଷ୍ଟିନେସନ୍ ୱେଡିଂ ଉପରେ ପ୍ରଶ୍ନ ଉଠାଇଛନ୍ତି। ପ୍ରଧାନମନ୍ତ୍ରୀ ଅନୁରୋଧ କରିଛନ୍ତି ଯେ, ଏହିଭଳି ବଡ଼ବଡ଼ କାର୍ଯ୍ୟକ୍ରମ ଭାରତରେ କରନ୍ତୁ ଯାହା ଫଳରେ ଦେଶର ଟଙ୍କା ଦେଶରେ ରହି ଅର୍ଥନୀତିକୁ ସୁଦୃଢ଼ କରିବ।

ଏହା ସହିତ ଲୋକମାନେ ବିବାହକାର୍ଯ୍ୟ ପାଇଁ କିଣାକିଣି ସମୟରେ ଭାରତରେ ପ୍ରସ୍ତୁତ(ମେଡ ଇନ ଇଣ୍ଡିଆ) ଜିନିଷ କିଣିବାକୁ ମଧ୍ୟ ସେ ଜୋର ଦେଇଛନ୍ତି। “ବର୍ତ୍ତମାନ ବିବାହ ଋତୁ ମଧ୍ୟ ଆରମ୍ଭ ହୋଇଛି। କିଛି ବାଣିଜ୍ୟ ସଂଗଠନ ଆକଳନ କରିଛନ୍ତି ଯେ ଏହି ବିବାହ ଋତୁରେ ପ୍ରାୟ ୫ ଲକ୍ଷ କୋଟି ବ୍ୟବସାୟ ହୋଇପାରେ। ବିବାହ ପାଇଁ ସପିଂ କରୁଥିବାବେଳେ ଆପଣ ସମସ୍ତେ କେବଳ ଭାରତରେ ନିର୍ମିତ ଉତ୍ପାଦକୁ ଗୁରୁତ୍ୱ ଦେବା ଉଚିତ୍ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆପଣ ‘ଜେଲ୍‌ର ଖେଳ’ ଖେଳୁଛନ୍ତି; କାଲି ସବୁ ନେତାଙ୍କୁ ନେଇ ଭାଜପା ମୁଖ୍ୟାଳୟ ଘେରିବାକୁ ଆସୁଛି: ମୋଦିଙ୍କୁ କହିଲେ କେଜ୍‌ରିଓ୍ବାଲ…

ନୂଆଦିଲ୍ଲୀ,୧୮।୫: ଏଏପି ଏମ୍‌ପି ସ୍ବାତୀ ମାଲିଓ୍ବାଲଙ୍କୁ ମାରପିଟ୍‌ ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ପିଏ ବିଭବ କୁମାରଙ୍କୁ ଗିରଫ କରାଯାଇଛି। ଏହାକୁ ନେଇ ପ୍ରଧାନମନ୍ତ୍ରୀ...

ଚା’ ବାଲାର ପୁଅ ପ୍ରଧାନମନ୍ତ୍ରୀ ହୋଇଥିବାରୁ ମୁଁ ଗର୍ବିତ: ପ୍ରିୟଙ୍କା ଗାନ୍ଧୀ

ନୂଆଦିଲ୍ଲୀ,୧୮।୫: ଲୋକ ସଭା ନିର୍ବାଚନ ମଧ୍ୟରେ ​​କଂଗ୍ରେସର ବରିଷ୍ଠ ନେତା ପ୍ରିୟଙ୍କା ଗାନ୍ଧୀ ବଡ ବୟାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କ ମନ୍ତବ୍ୟ ଉପରେ ସେ ପ୍ରତିକ୍ରିୟା...

ଲଗାତାର ୬ ମାସ ପାଇଁ ଓଡ଼ିଶାରେ ଦରଦାମ୍ ସବୁଠୁ ଅଧିକ

ଭୁବନେଶ୍ୱର,୧୮।୫: ବିଭିନ୍ନ ଦ୍ରବ୍ୟର ମୂଲ୍ୟ ବୃଦ୍ଧି ଦୃଷ୍ଟିରୁ ଓଡ଼ିଶା ଲଗାତାର ୬ ମାସ ହେଲା ଦେଶର ସବୁଠାରୁ ମହଙ୍ଗା ପାଲଟିଛି। ଓଡ଼ିଶାରେ ଗତ ୬ ମାସ...

ହୁଗୁଳି ଆସନରୁ ମମତାଙ୍କ ବଡ଼ କାର୍ଡ; ଭାଜପାକୁ ଟକ୍କର ଦେବେ ରଚନା ବାନାର୍ଜୀ 

କୋଲକାତା,୧୮।୫: ପଶ୍ଚିମବଙ୍ଗର ହୁଗୁଳି ଆସନରେ ହେବ ଜୋରଦାର ଲଢ଼େଇ। ଲୋକ ସଭା ନିର୍ବାଚନର ୫ମ ପର୍ଯ୍ୟାୟରେ ବଙ୍ଗାଳୀ ଫିଲ୍ମଜଗତର ଦୁଇ ଲୋକପ୍ରିୟ ଅଭିନେତ୍ରୀ ମୁହାଁମୁହିଁ ହେବେ।...

ଆସିଲା ସ୍ବାତୀ ମାଲିଓ୍ବାଲଙ୍କ ମେଡିକାଲ ରିପୋର୍ଟ, ଶରୀରର ୪ ସ୍ଥାନରେ ରହିଛି କ୍ଷତଚିହ୍ନ

ନୂଆଦିଲ୍ଲୀ,୧୮।୫: ଆମ୍‌ ଆଦମୀ ପାର୍ଟୀ ଏମ୍‌ପି ସ୍ବାତୀ ମାଲିଓ୍ବାଲଙ୍କ ମେଡିକାଲ ରିପୋର୍ଟ ସାମ୍ନାକୁ ଆସିଛି। ମେ’ ୧୩ରେ ମୁଖ୍ୟମନ୍ତ୍ରୀ କେଜ୍‌ରିଓ୍ବାଲଙ୍କ ଆବାସରେ ତାଙ୍କ ଉପରେ ହୋଇଥିବା...

ବାଲେଶ୍ୱରରେ ବର୍ଷିଲେ ସଚ୍ଚିନ ପାଇଲଟ, ଭାଜପା-ବିଜେଡିର ଚାଲିଛି ମଧୁଚନ୍ଦ୍ରିକା

ବାଲେଶ୍ୱର,୧୮।୫: ବାଲେଶ୍ୱରରେ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ସଚିନ ପାଇଲଟ । ବାଲେଶ୍ୱର ମିଶନ ପଡିଆରେ ଆୟୋଜିତ ସଂକଳ୍ପ ସମାବେଶରେ...

ବିଶ୍ୱର ସବୁଠୁ ଛୋଟ ମହିଳାଙ୍କୁ ଭେଟିଲେ ‘ଦ ଗ୍ରେଟ୍‌ ଖଲି’: ପରେ ଘଟିଲା….ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୧୮।୫: ଦେଶର ଜଣେ ଜଣାଶୁଣା କୁସ୍ତି ଖେଳାଳି ‘ଦ ଗ୍ରେଟ୍‌ ଖଲି’ କିଏ ବା ନ ଜାଣେ ନାହିଁ। ସେ ଅନେକ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଜିତିଛନ୍ତି।...

ଦିଲ୍ଲୀରେ ମତଦାନ ପୂର୍ବରୁ ଭୋଟ ଦେଲେ ହମିଦ ଅଂସାରୀ, ମୁରଲି ମନୋହର ଯୋଶୀ, ମନମୋହନ ସିଂ

ନୂଆଦିଲ୍ଲୀ,୧୮।୫: ଦିଲ୍ଲୀର ୭ଟି ଲୋକ ସଭା ଆସନ ପାଇଁ ଭୋଟ ଆସନ୍ତା ୨୫ରେ ଅନୁଷ୍ଠିତ ହେବ। ଏଥିରେ ସାଧାରଣ ଲୋକଙ୍କ ଅଂଶଗ୍ରହଣ ବୃଦ୍ଧି ପାଇଁ ନିର୍ବାଚନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri