ଲକ୍‌ଡାଉନ୍‌ କ’ଣ ଏକମାତ୍ର ସମାଧାନ: ହାଇକୋର୍ଟ କଲେ ପ୍ରଶ୍ନ

ନୂଆଦିଲ୍ଲୀ,୨୩।୧୧: ଦିଲ୍ଲୀରେ କରୋନା ସଂକ୍ରମଣ ବେକାବୁ ହେବାରେ ଲାଗିଛି। ରାଜ୍ୟରେ ଲକ୍‌ଡାଉନ୍‌ ଜାରି କରିବା ନେଇ କରାଯାଇଥିବା ଏକ ଆବେଦନକୁ ଦିଲ୍ଲୀ ହାଇକୋର୍ଟ ଖାରଜ କରିଦେଇଛନ୍ତି। କୋର୍ଟ ପ୍ରଶ୍ନ କରିଛନ୍ତି ଯେ, କରୋନା ସଂକ୍ରମଣକୁ ରୋକିବା ପାଇଁ ଲକ୍‌ଡାଉନ୍‌ କ’ଣ ଏକମାତ୍ର ସମାଧାନ। ଲଗାତାର ଗତ ୩ ଦିନ ଧରି ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୦୦ରୁ ଅଧିକ ରହୁଛି। ସେହିପରି ଗତ ୨୪ ଘଣ୍ଟାରେ ରାଜ୍ୟରେ ୬ ହଜାର ୭୪୬ ଜଣ ନୂଆ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଅପରପକ୍ଷରେ ଏହି ସମୟରେ ମୃତ୍ୟୁ ସଂଖ୍ୟା ୧୨୧ ରହିଛି। ଏହାକୁ ଦୃଷ୍ଟିରେ ରଖି ପୁଣିଥରେ ରାଜ୍ୟରେ ଲକ୍‌ଡାଉନ୍‌ ଜାରି କରିବା ଲାଗି ଆବେଦନ କରାଯାଇଥିଲା। ମାତ୍ର କୋର୍ଟ ଏପରି ପ୍ରସ୍ତାବକୁ ମନା କରି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରମବୀର ଚକ୍ର ବିଜେତାଙ୍କ ନାମରେ ନାମିତ ହେବ ୨୧ ଦ୍ୱୀପ…

ନୂଆଦିଲ୍ଲୀ,୨୧।୧ : ବୀର ଯବାନଙ୍କୁ ସମ୍ମାନ ଦେବା ପାଇଁ କେନ୍ଦ୍ର ସରକାର ଉଦ୍ୟମ ଆରମ୍ଭ କରିଛନ୍ତି। ଏହି କ୍ରମରେ ନେତାଜୀ ସୁଭାଷ ବୋଷଙ୍କ ଜନ୍ମ ବାର୍ଷିକୀ...

ପାରିକରଙ୍କ ପୋଷ୍ୟ ଗ୍ରାମ ବୁଲିଲେ ସ୍ମୃତି, ସାଓ୍ବନ୍ତ

ପଣଜୀ,୨୨।୬: ଗୋଆର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତଃ ମନୋହର ପାରିକର ଆମେଥିର ଯେଉଁ ଗ୍ରାମକୁ ପୋଷ୍ୟ ଭାବେ ଗ୍ରହଣ କରିଥିଲେ ସେହି ଗ୍ରାମ ଗସ୍ତରେ ଶନିବାର ଯାଇଛନ୍ତି...

ବୁଲ୍‌ଡୋଜରରେ ଆସି ନାମାଙ୍କନ ପତ୍ର ଦାଖଲ କଲେ ପ୍ରାର୍ଥୀ

ଅଗ୍ରୋ,୨୧।୩: ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନରେ ଲଗାତର ଦ୍ୱିତୀୟ ଥର ପାଇଁ ବହୁମତରେ ବିଜୟ ହେବା ପରେ ଭାଜପା ପୁଣି ଥରେ କ୍ଷମତାକୁ ଫେରିଛି। ଇତିମଧ୍ୟରେ ଭାଜପାରେ...

‘ପୂର୍ବ ଜନ୍ମରେ ନିଶ୍ଚେ ଭଲ କାମ କରିଥିଲି, ସିସୋଡିଆଙ୍କ ଭଳି ସାଥୀ ପାଇଛି’

ନୂଆଦିଲ୍ଲୀ,୨୫।୮: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କ ବାସଭବନରେ ଆମ୍‌ ଆଦମୀ ପାର୍ଟି(ଏଏପି) ବିଧାୟକଙ୍କ ବୈଠକ ଶେଷ ହୋଇଛି। ବୈଠକ ପରେ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ସମସ୍ତ ଏଏପି...

ଦିଲ୍ଲୀ ଅଧ୍ୟାଦେଶ ହେଉଛି କେନ୍ଦ୍ରର ଏକ ପରୀକ୍ଷଣ: କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୧।୬: ୨୦୨୪ ଲୋକ ସଭା ନିର୍ବାଚନକୁ ନେଇ ଦୃଷ୍ଟିରେ ରଖି ବିହାରର ପାଟନାରେ ଜୁନ ୨୩ରେ ବିରୋଧୀ ଦଳର ଏକ ବୈଠକ ଆୟୋଜିତ ହେବାକୁ ଯାଉଛି।...

ଜେଲରେ ଝାଡୁ ମାରିବେ, ଚାଷକାମ କରିବେ, ମଇଁଷି ଧୋଇବେ ଅତିକ, ଦିନକୁ ମିଳିବ ୨୫ ଟଙ୍କା

ଲାକ୍ଷ୍ନୌ,୨।୪: ପ୍ରୟାଗରାଜର ଉମେଶ ପାଲ ଅପହରଣ ମାମଲାରେ ଅତିକ ଅହମଦଙ୍କୁ ଆଜିବନ କାରାଦଣ୍ଡ ଦିଆଯାଇଛି। ଏହାପରେ ପୁଣିଥରେ ତାଙ୍କୁ ସାବରମତି ଜେଲ ପଠାଇ ଦିଆଯାଇଛି। ସେଠାରେ...

ନିସ୍ତବ୍ଧ ରାତିରେ ଏହି ମନ୍ଦିରରେ କଥାବାର୍ତ୍ତା ହୁଅନ୍ତି ମୂର୍ତ୍ତି…

ବିଜ୍ଞାନ ଯୁଗରେ କୌଣସି କଥା ଅସମ୍ଭବ ନୁହେଁ। ତେବେ ମନ୍ଦିରରେ ମୂର୍ତ୍ତିଗୁଡିକ ମଣିଷ ପରି କଥା କହୁଥିବା ଶୁଣିଲେ ବିଶ୍ୱାସ ହୋଇ ନ ଥାଏ। ବିହାର...

ବାଲୁଗାଁ ମାଛ ମାର୍କେଟ ୭ଦିନ ଶଟ୍‌ଡାଉନ: ୨ ମାଛ ଗୋଦାମ, ୩ ବରଫ କଳ ସିଲ୍‌

ଖୋର୍ଦ୍ଧା ଅଫିସ/ବାଲୁଗାଁ ,୧୮ା୭(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବାଲୁଗାଁର ଜଣେ ମତ୍ସ୍ୟ ବ୍ୟବସାୟୀ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ଶନିବାର ଜିଲାପାଳ ଶୀତାଂଶୁ କୁମାର ରାଉତ...

Advertisement
Archives

Model This Week