କେରଳ-କର୍ନାଟକରେ ଲୁଚି ବସିଛନ୍ତି ଆଇଏସ୍‌ ଆତଙ୍କବାଦୀ: ଜାତିସଂଘ

ଜେନେଭା/ନୂଆଦିଲ୍ଲୀ, ୨୫।୭: ଭାରତରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର କରାଯାଉଛି। ଏନେଇ ଆଇଏସ୍‌ ଆତଙ୍କବାଦୀ କେରଳ ଏବଂ କର୍ନାଟକରେ ଲୁଚି ବସିଛନ୍ତି। ଏସମ୍ପର୍କରେ ଜାତିସଂଘ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟ ଉଲ୍ଲେଖ କରାଯାଇଛି। ସେହିପରି ଅଲ୍‌ କାଏଦା ଆତଙ୍କବାଦୀ ସଂଗଠନ ମଧ୍ୟ ଆକ୍ରମଣ ପାଇଁ ସୁଯୋଗକୁ ଅପେକ୍ଷା କରିଥିବା ଏଥିରେ ଦର୍ଶାଯାଇଛି। ଭାରତ ସମେତ ବାଂଲାଦେଶ, ପାକିସ୍ତାନ, ମ୍ୟାନମାର୍‌ ଆଦି ଦେଶରେ ୧୫୦ରୁ ୨୦୦ ଅଲ୍‌ କାଏଦା ଆତଙ୍କବାଦୀ ରହିଥିବା ଜାତିସଂଘ ପକ୍ଷରୁ ଚିନ୍ତା ବ୍ୟକ୍ତ କରାଯାଇଛି। ଆଇଏସ୍‌ ଏବଂ ଅଲ୍‌ କାଏଦା ସଂଗଠନ ପକ୍ଷରୁ କାସାରଗୋଡ଼, କୋଜିକୋଡ଼େ, ମାଲାପୁରମ୍‌, ଏର୍ନାକୁଲମ୍‌, ଥିସୁର ଆଦି ଅଞ୍ଚଳର ଯୁବବର୍ଗଙ୍କ ମଧ୍ୟରେ ଜେହାଦ୍‌ ଭାବନା ସୃଷ୍ଟି କରାଯାଉଥିବା ରିପୋର୍ଟ କୁହାଯାଇଛି। ଏସବୁ ଅଞ୍ଚଳର ଯୁବବର୍ଗଙ୍କୁ ସଂଗଠନରେ ସାମିଲ କରାଯିବାର ଉଦ୍ୟମ ମଧ୍ୟ ହେଉଛି। ଏନେଇ ଭାରତ ସରକାରଙ୍କ ସମେତ ଅନ୍ୟ ଦେଶର ସରକାର ଯତ୍ନବାନ ହେବା ଆବଶ୍ୟକ ବୋଲି ରିପୋର୍ଟରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

ୟୁଏଇ ଆଣବିକ ପ୍ଲାଣ୍ଟକୁ ଟାର୍ଗେଟ, ବଢ଼ିଲା ଚିନ୍ତା…

ଦୁବାଇ,୧୭ା୫: ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ବାରାକାହ ଆଣବିକ ବିଦ୍ୟୁତ୍‌ ପ୍ଲାଣ୍ଟକୁ ଟାର୍ଗେଟ କରି ରବିବାର ଡ୍ୟୋନ୍‌ ଆକ୍ରମଣ ହୋଇଛି। ଫଳରେ ପ୍ଲାଣ୍ଟ ପରିସରରେ ଥିବା ବିଦ୍ୟୁତ୍‌…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ମସ୍କୋରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଭାରତୀୟଙ୍କ ସମେତ ଚାଲିଗଲା ୪ ଜଣଙ୍କ ଜୀବନ

ମସ୍କୋ,୧୭ା୫: ରୁଷିଆ ରାଜଧାନୀ ମସ୍କୋ ନିକଟରେ ୟୁକ୍ରେନ୍‌ ରବିବାର ଜୋର୍‌ଦାର ଡ୍ରୋନ୍‌ ଆକ୍ରମଣ କରିଛି। ଏଥିରେ ଜଣେ ଭାରତୀୟଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକେ…

ନଦୀକୁ ଡେଇଁ ଜୀବନ ହାରିଲେ ୮୫ ବର୍ଷୀୟ ଭେଟେରାନ ଫିଲ୍ମ ନିର୍ମାତା, ତାମିଲ ସିନେମାଜଗତ ସ୍ତବ୍ଧ

ହାଇଦ୍ରାବାଦ: ତାମିଲ ସିନେମା ଜଗତରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି, ଯାହା ସାରା ଫିଲ୍ମଜଗତକୁ ସ୍ତବ୍ଧ କରିଦେଇଛି। ନିଜର ସ୍ପଷ୍ଟବାଦୀ ମତାମତ ଏବଂ ବିବାଦୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri