Posted inଜାତୀୟ

ରାଜଧାନୀରେ ଆଇଏସ୍‌ ଆତଙ୍କବାଦୀ: ରଚିଥିଲେ ବଡ଼ ଧରଣର ଆକ୍ରମଣ ଷଡ଼ଯନ୍ତ୍ର

ନୂଆଦିଲ୍ଲୀ, ୨୨।୮: ରାଜଧାନୀ ଦିଲ୍ଲୀରେ ଆଇଏସ୍‌ ଆତଙ୍କବାଦୀ ଏବଂ ପୋଲିସ ମୁହାଁମୁହିଁ ହୋଇଛନ୍ତି। ସ୍ଥାନୀୟ ଧୋଲାକୂଆଁର ରିଙ୍ଗ୍‌ ରୋଡ୍‌ ନିକଟରେ ଆଇଏସ୍‌ ଆତଙ୍କବାଦୀ ଲୁଚିଥିବା ଖବର ପାଇ ଦିଲ୍ଲୀ ପୋଲିସର ସ୍ପେଶାଲ ଟିମ୍‌ ଏଠାରେ ଘେରାବନ୍ଦୀ ଆରମ୍ଭ କରିଥିଲେ। ପୋଲିସ ଏନ୍‌କାଉଣ୍ଟର ସମୟରେ ଜଣେ ଆତଙ୍କବାଦୀ ଫେରାର ହୋଇଯାଇଥିବା ବେଳେ ଅନ୍ୟ ଜଣେ ଧରାପଡ଼ିଥିଲେ। ଅନ୍ୟ କେତେକ ଆଇଏସ୍‌ ଆତଙ୍କବାଦୀ ଲୁଚି ରହିଥିବା କୁହାଯାଉଛି। ଏଠାରେ ସର୍ଚ୍ଚ ଅପରେଶନ୍‌ ସହିତ ଏନ୍‌କାଉଣ୍ଟର ଜାରି ରହିଥିବା ପୋଲିସ କହିଛି। ଗିରଫ ହୋଇଥିବା ଆତଙ୍କବାଦୀ ଅବୁ ୟୁସୁଫ ଉତ୍ତରପ୍ରଦେଶର ବଳାରାମପୁରର ବାସିନ୍ଦା ବୋଲି ପୋଲିସ ପକ୍ଷରୁ କୁହାଯାଉଛି। ଆତଙ୍କାବାଦୀଙ୍କ ପାଖରୁ ଆଇଇଡ଼ି ଜବତ ହୋଇଛି। ସେମାନେ ବଡ଼ ଧରଣର ଆକ୍ରମଣ ଷଡ଼ଯନ୍ତ୍ର ରବିଥିବା ସ୍ପେଶାଲ ସେଲ୍‌ ଡେପୁଟି କମିଶନର ପ୍ରମୋଦ ସିଂହ କୁଶବାହା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଡେଲଙ୍କୁ ଛୁରିଭୁସି ହତ୍ୟା

ନୂଆଦିଲ୍ଲୀ,୨୭ା୮: ଦିଲ୍ଲୀର ତିଲକନଗର ଅଧୀନ ନ୍ୟୁ ମହାବୀରନଗର ଅଞ୍ଚଳରେ ଏକ ଭଡ଼ାଘରେ ଜଣେ ୨୧ ବର୍ଷୀୟା ଛାତ୍ରୀ ତଥା ମଡେଲଙ୍କୁ ଛୁରିଭୁସି ହତ୍ୟା କରାଯାଇଛି। ମୁସ୍କାନ ନାମ୍ନୀ…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

କାଲି କେତେବେଳେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ ଫଟାଫଟ୍‌ କେମିତି କରିବେ ଚେକ୍‌…

ଭୁବନେଶ୍ୱର,୨୭।୮: ରାଜ୍ୟର ଲକ୍ଷ ଲକ୍ଷ ମହିଳାଙ୍କ ପାଇଁ ଏକ ବଡ଼ ଖୁସି ଖବର। ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର…

CJP ନିର୍ବାଚନ ଲଢିଲେ ଭୋଟ୍‌ ଦେବେ କି? ଚମକାଇଲା ସର୍ଭେ ରିପୋର୍ଟ…ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୨୭।୮: ଦିଲ୍ଲୀର ଯନ୍ତର-ମନ୍ତରଠାରେ ହୋଇଥିବା ଛାତ୍ର ଆନ୍ଦୋଳନ ପରେ କକରୋଚ ଜନତା ପାର୍ଟି (CJP) ସାରା ଦେଶରେ ଚର୍ଚ୍ଚାରେ ଅଛି। CJP ପକ୍ଷରୁ ଆଉ ଥରେ ସେପ୍ଟେମ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri