Posted inଜାତୀୟ

ଅନନ୍ତନାଗରେ ଆଇଏସ୍‌ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…

ଶ୍ରୀନଗର, ୨୬।୧୨: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅପରେଶନ୍‌ ଅଲ୍‌ଆଉଟ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଅନନ୍ତନାଗରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଜଣେ ଇସଲାମିକ୍‌ ଷ୍ଟେଟ୍‌(ଆଇଏସ) ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି।

ସ୍ଥାନୀୟ ଶ୍ରୀଗୁଫଓ୍ବାଡ଼ାରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ମିଳିବା ପରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ ଆରମ୍ଭ ହୋଇଥିଲା। ଆତଙ୍କବାଦୀଙ୍କୁ ଆତ୍ମସପର୍ମଣ ପାଇଁ ସତର୍କ ସୂଚନା ଜାରି କରାଯାଇଥିଲା। ତେବେ ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କ ଉପରକୁ ପ୍ରଥମେ ଗୁଳି ଚାଳନା କରିଥିଲେ।

ଏହାର ଜବାବ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଗୁଳି ଚାଳନା କରାଯାଇଥିବା କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ କୁହାଯାଇଛି। ମୃତ ଆତଙ୍କବାଦୀଙ୍କୁ ଫହିମ୍‌ ଭଟ୍ଟ ଭାବେ ଚିହ୍ନଟ କରାଯାଇଛି। ଏଠାରେ ସର୍ଚ୍ଚ ଅପରେଶନ୍‌ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲିଟର ପିଛା ମାତ୍ର ୨୫ ଟଙ୍କାରେ ଚାଲିବ କାର୍‌; ବଡ଼ ଘୋଷଣା କଲେ ନୀତିନ ଗଡ଼କରୀ, ଅକ୍ଟୋବରରୁ…

ନୂଆଦିଲ୍‌ଲୀ,୨୭।୯: କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଇଥାନଲକୁ ନେଇ ଏକ ନୂଆ ସ୍ୱପ୍ନ ଦେଖାଇଛନ୍ତି। ତାଙ୍କ କହିବା କଥା ହେଉଛି, ଅକ୍ଟୋବର ମାସରୁ ହିଁ…

ହର୍ମୁଜକୁ ନେଇ ବଡ଼ ଦାବି କଲେ ଟ୍ରମ୍ପ, କହିଲେ ‘କାଙ୍ଗାଳ ହୋଇଗଲାଣି ଇରାନ’

ଓ୍ବାଶିଂଟନ,୨୭।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୱାଶିଂଟନ ଡି.ସି. ଠାରେ ହର୍ମୁଜ ପ୍ରଣାଳୀ (Strait of Hormuz) ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ଟ୍ରମ୍ପ ଦାବି…

ପାଣିପାଗ ବିଭାଗର ବଡ଼ ଚେତାବନୀ: ବଙ୍ଗୋପସାଗରରେ ନୂଆ ଲଘୁଚାପ ବଳୟ! ଏସବୁ ଜିଲାରେ…

ଭୁବନେଶ୍ୱର, ୨୭ା୯: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । କେନ୍ଦ୍ରୀୟ ଥାଇଲାଣ୍ଡ ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ ମିଆଁମାର ଉପକୂଳ ଉପରେ ଆଜି ଏକ ଲଘୁଚାପ…

PM Modi Mann Ki Baat: ୧୩୮ତମ ସଂସ୍କରଣରେ ବାଲାକୋଟ ସର୍ଜିକାଲ ଷ୍ଟ୍ରାଇକ ବିଷୟରେ ଉଲ୍ଲେଖ କଲେ ମୋଦି

ନୂଆଦିଲ୍ଲୀ,୨୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର (୨୭ ସେପ୍ଟେମ୍ବର) ନିଜର ‘ମନ କି ବାତ’ ରେଡିଓ କାର୍ଯ୍ୟକ୍ରମ ମାଧ୍ୟମରେ ଦେଶବାସୀଙ୍କୁ ସମ୍ବୋଧିତ କରିଥିଲେ। ଏହି କାର୍ଯ୍ୟକ୍ରମର ୧୩୮ତମ…

ପର୍ଯ୍ୟଟନର ବାର୍ତ୍ତା ନେଇ ଦୌଡ଼ିଲେ ଶତାଧିକ ଛାତ୍ରୀଛାତ୍ର

କୋରାପୁଟ,୨୭ା୯(ଅମିତାଭ ବେହେରା): ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଶନିବାର ପର୍ଯ୍ୟଟନ ସଚେତନତାର ବାର୍ତ୍ତା ଦିଆଯାଇଛି। ପର୍ଯ୍ୟଟନସ୍ଥଳୀ ପ୍ରତି ଲୋକଙ୍କ ଆଗ୍ରହ ବଢ଼ାଇବା…

ଭିଜିଲାନ୍ସ ପଞ୍ଝାରେ ପୁଣି ଜଣେ ସରକାରୀ ଅଧିକାରୀ, ଆୟବର୍ହିଭୂତ ସମ୍ପତ୍ତି ଠୁଳ କରି ସହକାରୀ ଯନ୍ତ୍ରୀ…

ମାଲକାନଗିରି,୨୭ା୯(ଦୁର୍ଯ୍ୟୋଧନ ପାତ୍ର): ପୁଣି ଜଣେ ସରକାରୀ ବାବୁଙ୍କ ବିରୋଧରେ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପଞ୍ଝାରେ ପଡ଼ିଛନ୍ତି ମାଲକାନଗିରି ଜିଲା ମାଥିଲି…

ଓଡ଼ିଶାରେ ଦ୍ୱିତୀୟ ଏମ୍ସ ନେଇ କେନ୍ଦ୍ର ଅସ୍ପଷ୍ଟ

ବଲାଙ୍ଗୀର,୨୭ା୯(ବୀରେନ୍ଦ୍ର କୁମାର ଝାଙ୍କର): ଗତ ୨ ବର୍ଷ ତଳେ ୨୦୨୪ ସେପ୍ଟେମ୍ୱର ୮ରେ ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଦ୍ୱିତୀୟ ଏମ୍ସ ସମ୍ୱଲପୁରରେ ପ୍ରତିଷ୍ଠା…

ହୀରାକୁଦର ୨୦ ଗେଟ୍‌ ଖୋଲିଲା: ବୈତରଣୀରେ ୮, ସାଳନ୍ଦୀରେ ୬ ବନ୍ୟା

ଭୁବନେଶ୍ୱର, ୨୭ା୯ (ବନ୍ଦନା ସେଠୀ): ଲଗାଣ ବର୍ଷା ଯୋଗୁ ଓଡ଼ିଶାର ବିଭିନ୍ନ ନଦୀରେ ବନ୍ୟାସ୍ଥିତି ଗମ୍ଭୀର ହୋଇଚାଲିଛି। ଦକ୍ଷିଣ ଓଡ଼ିଶାରେ ଦୁଇଦିନ ଧରି କେତେକ ନଦୀରେ ବନ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?