Odisha Elections 2024

ଗୁରୁ ରନ୍ଧାଓ୍ବାଙ୍କୁ ଡେଟ୍‌ କରୁଛନ୍ତି ଶେହନାଜ !

ବିଗ୍‌ବସ୍‌ରୁ ରାତାରାତି ଷ୍ଟାର ପାଲଟିଯାଇଛନ୍ତି ଶେହନାଜ ଗିଲ। ମ୍ୟୁଜିକ୍‌ ଭିଡିଓ, ମଡେଲିଂ ପରେ ଶେହନାଜ ଏବେ ଅଭିନୟଜଗତରେ ପାଦ ଥାପିଛନ୍ତି। ‘ଥ୍ୟାଙ୍କ ୟୁ ଫର କମିଂ’ ଜରିଆରେ ସେ ବଲିଉଡ ଡେବ୍ୟୁ କରିବାକୁ ଥିବା ବେଳେ ଏବେ ସେ ଏହାର ପ୍ରମୋଶନରେ ବ୍ୟସ୍ତ। ଏସବୁ ମଧ୍ୟରେ ସେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ମଧ୍ୟ ଚର୍ଚ୍ଚାର ପରିସରକୁ ଆସିଛନ୍ତି।

‘ଥ୍ୟାଙ୍କ ୟୁ ଫର କମିଂ’ ନିର୍ମାତା ବଲିଉଡ୍‌ ସେଲିବ୍ରିଟିଙ୍କ ଲାଗି ମଙ୍ଗଳବାର ରାତିରେ ସ୍କ୍ରିନିଂ ରଖିଥିଲେ। ଏହାକୁ ଦେଖିବା ଲାଗି ଅନିଲ କପୁର, ଅନନ୍ୟା ପାଣ୍ଡେ, ସୋନମ କପୁର, ଖୁସି କପୁର , କାର୍ତ୍ତିକ ଆର୍ୟନ ପ୍ରମୁଖ ପହଞ୍ଚିଥିଲେ। ହେଲେ ପଞ୍ଜାବୀ ଗାୟକ ଗୁରୁ ରନ୍ଧାଓ୍ବାଙ୍କ ଶେହନାଜଙ୍କ ଏଣ୍ଟ୍ରି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଦୁହେଁ କ୍ୟାମେରା ସମ୍ମୁଖରେ ଯୋଡ଼ି ଭାବେ ପୋଜ୍‌ ଦେଇଥିଲେ। ଏହାପରଠାରୁ ସେମାନେ ଡେଟ୍‌ କରୁଥିବା ନେଇ ଗୁଜବ ଉଠୁଛି।

ଫିଲ୍ମ ବିଷୟରେ କଥା ହେଲେ ଶେହନାଜଙ୍କ ସହ ଫିଲ୍ମରେ ଭୂମି ପେଡନେକର, କୁଶା କପିଳା, ଡଲି ସିଂହଙ୍କ ସମେତ ଅନେକ କଳାକାର ପ୍ରମୁଖ ଭୂମିକାରେ ନଜର ଆସିବେ। ଅକ୍ଟୋବର ୬ରେ ଏହି ଫିଲ୍ମ ସିନେମାହଲ୍‌ରେ ରିଲିଜ ହେବ।


Enter your email to get our daily news in your inbox.

All Right Reserved By Dharitri.Com

‘ଆଏ ହାଏ, ଓଏ ହୋଏ..ବଦୋ ବଦି’ ଗାଇଥିବା ଗାୟକଜଣଙ୍କ କିଏ? ଯାହାଙ୍କୁ ମିଳିଥିଲା ୨୮ ବିବାହ ପ୍ରସ୍ତାବ, ସେଲିବ୍ରିଟିଙ୍କ ଭଳି ଯିଏ ବଦଳାଇଛନ୍ତି ନାମ…

ବମ୍ବେ: ବର୍ତ୍ତମାନ ସମୟରେ ସୋସିଆଲ ମିଡିଆରେ ଟ୍ରେଣ୍ଡ ପାଲଟିଛି ଏକ ଗୀତ ‘ଆଏ ହାଏ, ଓଏ ହୋଏ, ବଦୋ ବଦି…’। ପ୍ରାୟ ସମସ୍ତଙ୍କ ମୁହଁରେ ଏହି...

ଓଡିଶା ଆସୁଛନ୍ତି ରାମ, ଏହିଠି କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର,୨୧।୫: ଓଡିଶାକୁ ଜାରି ରହିଛି କେନ୍ଦ୍ର ନେତାଙ୍କ ମାରାଥନ ଗସ୍ତ । ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ସୋମବାର ସରିଥିବାବେଳେ କେନ୍ଦ୍ର ନେତାଙ୍କ ଘନଘନ ଓଡ଼ିଶା...

ଭୋଟ ଦେଉ ନ ଥିବା ଲୋକଙ୍କ ଟିକସ ବଢ଼ାଯାଉ: ପରେଶ ରାଓ୍ବଲ

ମୁମ୍ବାଇ: ମହାରାଷ୍ଟ୍ରର ୧୩ ଲୋକ ସଭା ଆସନରେ ସୋମବାର ମତଦାନ ଅନୁଷ୍ଠିତ ହୋଇଯାଇଛି। ଗଣତନ୍ତ୍ରର ଏହି ମହାପର୍ବ ଅବସରରେ ମୁମ୍ବାଇରେ ଅନେକ ବଲିଉଡ୍‌ ସେଲିବ୍ରିଟି ନିଜ...

ଯେଉଁ ମନ୍ଦିରକୁ ଯାଉଛନ୍ତି କଙ୍ଗନା, ସେହି ମନ୍ଦିରକୁ ସଫା କରିବା ଜରୁରୀ, ବିକ୍ରମାଦିତ୍ୟ ସିଂଙ୍କ ବିବାଦୀୟ ବୟାନ

ମଣ୍ଡି,୨୦।୫: ହିମାଚଳ ପ୍ରଦେଶର ମଣ୍ଡି ସଂସଦୀୟ ଆସନରୁ କଂଗ୍ରେସ ପ୍ରାର୍ଥୀ ବିକ୍ରମାଦିତ୍ୟ ସିଂ ଭାଜପା ପ୍ରାର୍ଥୀ କଙ୍ଗନା ରାଣାଓ୍ବତଙ୍କୁ ଟାର୍ଗେଟ କରିଛନ୍ତି। ଦେବ ସମାଜ ବିଷୟରେ...

ମା’ ହେଲେ ୟାମୀ ଗୌତମ

ବଲିଉଡ୍‌ ଅଭିନେତ୍ରୀ ୟାମୀ ଗୌତମ ମା’ ହେବାର ସୌଭାଗ୍ୟ ଲାଭ କରିଛନ୍ତି। ସେ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। ୟାମି ଏବଂ ତାଙ୍କ ସ୍ବାମୀ...

ମତଦାନ ସାବ୍ୟସ୍ତ କଲେ ଅକ୍ଷୟ କୁମାର, କହିଲେ…

ମୁମ୍ବାଇ,୨୦ା୫: ସୋମବାର ଆଠଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୪୯ଟି ଆସନରେ ୨୦୨୪ ଲୋକ ସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟରେ ମତଦାନ ଆରମ୍ଭ ହୋଇଛି। ପଞ୍ଚମ...

ମୁମ୍ବାଇ ନିର୍ବାଚନ ପୂର୍ବରୁ ଶାହାରୁଖଙ୍କ ବିଶେଷ ଅପିଲ

ମୁମ୍ବାଇ,୧୯।୫: ୨୦୨୪ ଲୋକ ସଭା ନିର୍ବାଚନର ପର୍ଯ୍ୟାୟ ଚାଲିଛି। ୨୦ ମେ’ ୨୦୨୪ରେ ମୁମ୍ବାଇରେ ଭୋଟିଂ ଅନୁଷ୍ଠିତ ହେବ। ଏହାପୂର୍ବରୁ ଅନେକ ସେଲିବ୍ରିଟି ଯେମିତିକି ବଲିଉଡର...

ବାହା ହେବେ ସାରା!

ମୁମ୍ବାଇ: ବଲିଉଡର ଯୁବ ତାରକାମାନଙ୍କ ମଧ୍ୟରେ ଅଛନ୍ତି ଶୈଫ ଅଲି ଖାନ ଏବଂ ତାଙ୍କ ପୂର୍ବତନ ପତ୍ନୀ ଅମୃତା ସିଂଙ୍କ ଝିଅ ସାରା ଅଲି ଖାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri