ଚାଇନାରେ ପୁଣିଥରେ ବଢୁଛି କି ମହାମାରୀ? ହସ୍ପିଟାଲରେ ଆଇସିୟୁ ବେଡ ବଢାଇବାକୁ ସୁପାରିସ

ବେଜିଂ,୬।୫: ନିକଟରେ ଚାଇନାରେ କରୋନା ମହାମାରୀ ଯୋଗୁ ସାରା ଦେଶ ବିପର୍ଯ୍ୟସ୍ତ ହୋଇପଡିଥିଲା। ଦେଶରେ ଏହି ମହାମାରୀ ଯୋଗୁଁ ହଜାର ହଜାର ଲୋକ ପ୍ରାଣ ହରାଇଥିଲେ। ଏଥି ସହିତ ଚାଇନା ବର୍ତ୍ତମାନ ମହାମାରୀ ହେତୁ ମୃତ୍ୟୁରୁ ଏକ ଶିକ୍ଷା ଲାଭ କରିଛି। ସୋମବାର ଚାଇନା ଅନେକ ଏଜେନ୍ସି ଦେଶରେ ଆଇସିୟୁ ଶଯ୍ୟା ସଂଖ୍ୟା ବୃଦ୍ଧି ଉପରେ ଗୁରୁତ୍ୱାରୋପ କରିଛନ୍ତି। ଏଜେନ୍ସିମାନେ ସେମାନଙ୍କ ପ୍ରସ୍ତାବରେ କହିଛନ୍ତି ଯେ ଦେଶରେ ଆଇସିୟୁ ଶଯ୍ୟା ସଂଖ୍ୟା ୨୦୨୫ ସୁଦ୍ଧା ୧୦୦,୦୦୦ ଲୋକଙ୍କ ପାଇଁ ୧୫ ଏବଂ ୨୦୨୭ ସୁଦ୍ଧା ୧୮ ହେବା ଉଚିତ।
ଜନସ୍ବାସ୍ଥ୍ୟ ବ୍ୟବସ୍ଥାର ଅଂଶ ଭାବରେ ଚାଇନେ ସାମ୍ପ୍ରତିକ ସମୟରେ ଆଇସିୟୁ ଶଯ୍ୟା ସଂଖ୍ୟାକୁ କିଛି ମାତ୍ରାରେ ବୃଦ୍ଧି କରିଛି। ତେବେ ଦେଶର ଜନସଂଖ୍ୟାକୁ ବିଚାରକୁ ନେଇ ଚାଇନାକୁ ଏହି ପ୍ରସଙ୍ଗରେ ସମାଲୋଚନାର ସମ୍ମୁଖୀନ ହେବାକୁ ପଡିବ। ଅନେକ ସମାଲୋଚକ କହିଛନ୍ତି ଯେ ଦେଶସେ୍‌ ସ୍ବାସ୍ଥ୍ୟ ବ୍ୟବସ୍ଥା ଏବେ ମଧ୍ୟ ସଂରକ୍ଷିତ ନୁହେଁ।
ସୋମବାର ଚାଇନାର ଅନେକ ଏଜେନ୍ସି ମିଳିତ ବିବୃତ୍ତି ଜାରି କରିଛନ୍ତି। ଜାତୀୟସ୍ବାସ୍ଥ୍ୟ ଆୟୋଗ ସମେତ ଅନେକ ଏଜେନ୍ସି ସେମାନଙ୍କ ସୁପାରିଶରେ ଡାକ୍ତରଖାନା ଶଯ୍ୟା ସଂଖ୍ୟା ବୃଦ୍ଧି ଉପରେ ମଧ୍ୟ ଗୁରୁତ୍ୱାରୋପ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ବଡ଼ ଘୋଷଣା: ଷ୍ଟ୍ରେଟ ଅଫ ହର୍ମୁଜର ନାମ ବଦଳାଇ ରଖିଲେ ଏହି ନାଁ, ସାରା ବିଶ୍ୱ ଆଶ୍ଚର୍ଯ୍ୟ!

ଓ୍‌ବାଶିଂଟନ୍‌,୨୬।୯: ଇରାନ ଆମେରିକା ସମ୍ମୁଖରେ ଷ୍ଟ୍ରେଟ ଅଫ ହର୍ମୁଜକୁ ପୁଣିଥରେ ଖୋଲିବା ପାଇଁ ପ୍ରସ୍ତାବ ରଖିଛି। ଏହି ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼…

ଅଭିଜିତ ଦୀପକେ, ସୌରଭ ଦାସଙ୍କ ସମେତ ୩ ଜଣଙ୍କୁ ହାଇକୋର୍ଟ ଦେଲେ ଅଲ୍‌ଟିମେଟମ୍‌: ୨୪ ଘଣ୍ଟା ମଧ୍ୟରେ…

ନୂଆଦିଲ୍ଲୀ,୨୬।୯: ଦିଲ୍ଲୀ ହାଇକୋର୍ଟ କକରୋଚ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେ ଏବଂ ଦଳର ଅନ୍ୟ ତିନି ନେତା ଆଶୁତୋଷ ରାଙ୍କା, ରତ୍ନା ସିଂହ ଓ ସୌରଭ…

ଦେଶରେ ବ୍ୟାଙ୍କ ହଡ଼ତାଳ, ହେଲେ ଖୋଲା ରହିବ ଏହି ବ୍ୟାଙ୍କ

ନୂଆଦିଲ୍ଲୀ,୨୬।୯: ସେପ୍ଟେମ୍ବର ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ସରକାରୀ କ୍ଷେତ୍ରର ବ୍ୟାଙ୍କଗୁଡ଼ିକର ଦେଶବ୍ୟାପୀ ୩ ଦିନିଆ ହଡ଼ତାଳ ଡାକ ମଧ୍ୟରେ ସାଧାରଣ ଲୋକ ଓ ଗ୍ରାମାଞ୍ଚଳର ଖାତାଧାରୀଙ୍କ…

ଅଭ୍ୟାସ ବେଳେ ହଠାତ୍‌ କାହିଁକି ରାଗିଗଲେ କୋହଲି? ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ, ୨୬।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ସେପ୍ଟେମ୍ବର ୨୭ ତାରିଖରେ ତିରୁଭାନନ୍ତପୁରମରେ ଖେଳାଯିବ। ଏହି ମ୍ୟାଚ ପାଇଁ ଟିମ ଇଣ୍ଡିଆ ଗୁରୁବାରଠାରୁ…

ପାରାଦୀପକୁ ମେଗା ବନ୍ଦର ମାନ୍ୟତା: ସାମୁଦ୍ରିକ ଅଭିଳାଷକୁ ମିଳିବ ଅଧିକ ପ୍ରୋତ୍ସାହନ

ପାରାଦୀପ,୨୬।୯(ଶରତ ରାଉତ): ଭାରତ ସରକାର ଶୁକ୍ରବାର ଦେଶର ୪ଟି ପ୍ରମୁଖ ବନ୍ଦରକୁ ଆନୁଷ୍ଠାନିକ ଭାବେ ମେଗା ବନ୍ଦର ମାନ୍ୟତା ଦେଇଛନ୍ତି। ସେଥିମଧ୍ୟରେ ଓଡ଼ିଶାର ପାରାଦୀପ ବନ୍ଦର ରହିଛି।…

୨୦୫୦ ସୁଦ୍ଧା ଉତ୍ତରାଖଣ୍ଡର କୃଷି-ବନୀକରଣ ୭୦% ହ୍ରାସ ଘଟିପାରେ

ନୂଆଦିଲ୍ଲୀ, ୨୬ା୯: କ୍ରମାଗତ ଜଳବାୟୁ ଉଷ୍ମତା ଯୋଗୁ ୨୦୫୦ ସୁଦ୍ଧା ଉତ୍ତରାଖଣ୍ଡର ଛୋଟ ଛୋଟ କୃଷି-ବନୀକରଣ ଅଞ୍ଚଳରେ ୭୦ ପ୍ରତିଶତ ପର୍ଯ୍ୟନ୍ତ ହ୍ରାସ ଦେଖାଦେଇପାରେ ଏବଂ ବଡ଼…

୩୦ରେ ହେବ ଓଏସ୍‌ଏସ୍‌ଟିଇଟି

କଟକ,୨୬ା୯(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଏଲିଜିବିଲିଟି ଟେଷ୍ଟ-୨୦୨୬ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ସେପ୍ଟେମ୍ବର ୩୦ରେ…

ସ୍ପଷ୍ଟୀକରଣ ମାଗିଲେ ଏନ୍‌ଡିଏର ୩ ସହଯୋଗୀ

ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ନେଇ ବିବାଦ ଚାଲିଆସିଛି। ନିକଟରେ ନିର୍ବାଚନ କମିଶନ (ଇସି)ର ଦୁଇ ସଦସ୍ୟଙ୍କ ସମ୍ମତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?