ବିବାହରେ ବିଳମ୍ବ ହେଉଛି କି: ଏପରି ଉପାୟ ଅବଲମ୍ବନ କରନ୍ତୁ..

ବିବାହରେ ବିଳମ୍ବ ପାଇଁ ଅନେକେ ମଙ୍ଗଳ ଦୋଷକୁ ଦାୟୀ କରିଥାନ୍ତି। ଏହାକୁ ଦୂର କରିବା ପାଇଁ ଘରର କବାଟଗୁଡିକୁ ଲାଲ କିମ୍ବା ଗୋଲାପୀ ରଙ୍ଗର କରିଦିଅନ୍ତୁ। ବାସ୍ତୁଶାସ୍ତ୍ର ଅନୁସାରେ ଏଭଳି କଲେ କୁଣ୍ଡଳୀରେ ମଙ୍ଗଳ ଦଶା ମଜଭୂତ ହୋଇଥାଏ। ବାସ୍ତୁ ଅନୁଯାୟୀ ବିବାହ ଯୋଗ୍ୟ ଯୁବତୀଯୁବକ ନିଜ ରୁମ୍‌ରେ ଖାଲି ଟାଙ୍କି କିମ୍ବା ବଡ଼ ପାତ୍ରକୁ ବନ୍ଦ କରି ବା ଘୋଡେଇ ରଖିବା ଉଚିତ ନୁହେଁ। ଏମିତିକି କୌଣସି ଭାରି ଜିନିଷ ବି ରଖନ୍ତୁ ନାହିଁ। ଏମାନେ ନିଜ ଖଟ ତଳେ କୌଣସି ଲୁହା ଜିନିଷ ରଖିବା ଉଚିତ ନୁହେଁ। ଖଟ ତଳେ ଅଳିଆ ଜମା ରଖିବା ମନା। ତା’ଛଡା ଯୁବତୀ ଯୁବକ ହଳଦିଆ ରଙ୍ଗର ପୋଷାକ ଓ ଅନ୍ୟାନ୍ୟ ଜିନିଷ ବ୍ୟବହାର କରିବା ଉଚିତ। କାରଣ ହଳଦିଆ ରଙ୍ଗ ଗୃହସ୍ଥ ଜୀବନ ପାଇଁ ଶୁଭଙ୍କର ବୋଲି ବିଶ୍ୱାସ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୧ ଲିଟର ପେଟ୍ରୋଲ ବିକ୍ରିରେ କେତେ ଟଙ୍କା ପାଆନ୍ତି ପେଟ୍ରୋଲ ପମ୍ପ ମାଲିକ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…

ନୂଆଦିଲ୍ଲୀ,୨୮।୮: ଯଦି ଆପଣ ଭାବୁଛନ୍ତି ଯେ ପେଟ୍ରୋଲ ପମ୍ପ ମାଲିକ ଟ୍ୟାଙ୍କର ଭର୍ତ୍ତି ପେଟ୍ରୋଲ ଆଣି ପ୍ରତି ଲିଟରରେ ୧୦-୧୨ ଟଙ୍କା ରୋଜଗାର କରନ୍ତି, ତେବେ ତାହା…

ସେପ୍ଟେମ୍ବରରେ ବଦଳିବ ବଡ଼ ଗ୍ରହଙ୍କ ଚଳନ: ୮ ରାଶିଙ୍କୁ ମିଳିବ ଶୁଭଫଳ, ୪ ରାଶି ରୁହନ୍ତୁ ସତର୍କ

ଜ୍ୟୋତିଷ ଦୃଷ୍ଟିରୁ ସେପ୍ଟେମ୍ବର ମାସକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଉଛି। ଏହି ମାସରେ ୪ଟି ବଡ଼ ଗ୍ରହ ନିଜ ରାଶି ପରିବର୍ତ୍ତନ କରିବେ। ମାସ ଆରମ୍ଭରେ…

ଭାଗ୍ୟ ବଦଳାଇବ ସୂର୍ଯ୍ୟଙ୍କ ମହାଗୋଚର! ସେପ୍ଟେମ୍ବରରୁ ଏହି ୩ ରାଶିଙ୍କୁ ମିଳିବ ବଡ଼ ଫାଇଦା! କ୍ୟାରିୟରରୁ ବ୍ୟବସାୟ ଯାଏ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୭ ସେପ୍ଟେମ୍ବର ୨୦୨୬ରେ ସୂର୍ଯ୍ୟ ମହାଗୋଚର କରିବେ। ସିଂହ ରାଶିରେ ନିଜ ଯାତ୍ରା ଶେଷ କରି ସୂର୍ଯ୍ୟ କନ୍ୟା ରାଶିରେ ପ୍ରବେଶ କରିବେ।…

ଗ୍ରହଙ୍କ ବଡ଼ ସଂଯୋଗ: ଏହି ୫ ରାଶିଙ୍କୁ ମିଳିବ ଧନଠାରୁ କ୍ୟାରିୟର ପର୍ଯ୍ୟନ୍ତ ଲାଭ

୨୮ ଅଗଷ୍ଟ ୨୦୨୬ ଦିନଟି ପଞ୍ଜିକା ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଖାସ ବୋଲି କୁହାଯାଉଛି। ଏହି ଦିନ ଶ୍ରାବଣ ମାସ ଶୁକ୍ଳ ପକ୍ଷର ପୂର୍ଣ୍ଣିମା ତିଥି…

ସେପ୍ଟେମ୍ୱରରେ ମହାସଂଯୋଗ: ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ଖାସ୍‌, ୭ ରାଶିଙ୍କୁ ବଡ଼ ଚାକିରର ଅଫର୍‌…

ସେପ୍ଟେମ୍ୱର ୨୦୨୬ ମାସର ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଏହି ତିନୋଟି ତାରିଖରେ ବୁଧ, ମଙ୍ଗଳ, ସୂର୍ଯ୍ୟ ଏବଂ ଗୁରୁ…

ସେପ୍ଟେମ୍ୱର ୧୭ରେ ବଦଳିବ ବୁଧଙ୍କ ଚଳନ, ୪ ରାଶିର ଭାଗ୍ୟ ଚମକିବ, ଆଲମାରୀରେ ଭର୍ତ୍ତି ହୋଇଯିବ ଟଙ୍କା!

୨୦୨୬ ମସିହା ସେପ୍ଟେମ୍ୱର ୧୭ ତାରିଖରେ ବିଶ୍ୱକର୍ମା ପୂଜା ପାଳନ କରାଯିବ। ଏହି ଦିନ ବୁଧ ଗ୍ରହ ନିଜର ଦିଗ ପରିବର୍ତ୍ତନ କରୁଛନ୍ତି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ,…

୩ ରାଶିଙ୍କ ପାଇଁ ଚନ୍ଦ୍ର ଗ୍ରହଣ ଶୁଭ! କାଲିଠୁ ଅଚାନକ ବଢିବ ଇନକମ, ଅଜଣା ଲୋକ ଦେବେ ସରପ୍ରାଇଜ

୨୮ ଅଗଷ୍ଟ ୨୦୨୬ରେ କୁମ୍ଭ ରାଶିରେ ଚନ୍ଦ୍ରଗ୍ରହଣ ଘଟିବ। ଏହାର ପ୍ରଭାବ ତିନୋଟି ରାଶି ପାଇଁ ଲାଭଦାୟକ ହୋଇପାରେ, ଯାହା ସେମାନଙ୍କ କ୍ୟାରିଅର, ଆର୍ଥିକ ଓ ଅଟକି…

ସୂର୍ଯ୍ୟ-ବୁଧଙ୍କ ଶୁଭ ଯୁତି: ଖୋଲିବ ୪ ରାଶିର ଭାଗ୍ୟ, ହେବ ପ୍ରଚୁର ଧନଲାଭ!

ଆଜି ଅଗଷ୍ଟ ୨୭ ତାରିଖ ରାତି ୧୦ଟା ୩୧ ମିନିଟରେ ସୂର୍ଯ୍ୟ ଏବଂ ବୁଧ ଗ୍ରହ ଦୁହେଁ ୦ ଡିଗ୍ରୀକୁ ଆସିବେ। ଏହି ସମୟରେ ଯୁତି ଦୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri