ଭାରତ ପରି ପାକିସ୍ତାନରେ ରହିଛନ୍ତି କି ଆଇଆଇଟି ଇଞ୍ଜିନିୟର? ଜାଣନ୍ତୁ କେଉଁଠି ପଢ଼ନ୍ତି ପାଠ…

ଇସଲାମାବାଦ,୨୭ା୯: ଯେତେବେଳେ ଭାରତରେ ଇଞ୍ଜିନିୟରିଂ ବିଷୟରେ ଚର୍ଚ୍ଚା ହୁଏ ସେତେବେଳେ ଆଇଆଇଟିର ନାମ ଶୀର୍ଷରେ ଆସେ। କୁହାଯାଏ, ଏଠାରୁ ସ୍ନାତକ ହାସଲ କରିଥିବା ଇଞ୍ଜିନିୟରମାନେ ବହୁତ ସ୍ମାର୍ଟ ଅଟନ୍ତି। ଏହା ମଧ୍ୟ ଦେଖାଯାଇଛି ଯେ, ଆଇଆଇଟି ପଢ଼ିଥିବା ଛାତ୍ରମାନେ ଆଜି ବିଶ୍ୱରେ ବଡ଼ ପଦବୀରେ ଅଛନ୍ତି। କିନ୍ତୁ ପାକିସ୍ତାନରେ ଆଇଆଇଟି ପରି କୌଣସି ଅନୁଷ୍ଠାନ ଅଛି କି? ତେବେ ଜାଣନ୍ତୁ ଏ ସମ୍ପର୍କରେ…

ରିପୋର୍ଟରେ ଦର୍ଶାଯାଇଛି, ପାକିସ୍ତାନରେ ଇଣ୍ଡିଆନ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି (ଆଇଆଇଟି) ପରି କୌଣସି ଅନୁଷ୍ଠାନ ନାହିଁ, କିନ୍ତୁ ସେଠାରେ ଅନେକ ପ୍ରତିଷ୍ଠିତ ଇଞ୍ଜିନିୟରିଂ ବିଶ୍ୱବିଦ୍ୟାଳୟ ଏବଂ ବୈଷୟିକ ପ୍ରତିଷ୍ଠାନ ଅଛି। ଯାହା ଉଚ୍ଚମାନର ଇଞ୍ଜିନିୟରିଂ ଶିକ୍ଷା ପ୍ରଦାନ କରିଥାଏ। ପାକିସ୍ତାନରେ ଇଞ୍ଜିନିୟରିଂ ପଢୁଥିବା ଛାତ୍ରମାନଙ୍କ ପାଇଁ ଅନେକ ବିକଳ୍ପ ଉପଲବ୍ଧ। ଯେଉଁଥିରେ ନ୍ୟାଶନାଲ ୟୁନିଭର୍ସିଟି ଅଫ୍‌ ସାଇନ୍ସ ଆଣ୍ଡ ଟେକ୍ନୋଲୋଜି (NUST), ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି ୟୁନିଭର୍ସିଟି (UET) ଏବଂ ଲାହୋରର ସରକାରୀ କଲେଜ ବିଶ୍ୱବିଦ୍ୟାଳୟ ଅନ୍ତର୍ଭୁକ୍ତ।

ନ୍ୟାଶନାଲ ୟୁନିଭର୍ସିଟି ଅଫ୍‌ ସାଇନ୍ସ ଆଣ୍ଡ୍‌ ଟେକ୍ନୋଲୋଜି (NUST) ବିଷୟରେ କହିବାକୁ ଗଲେ ଏହି ଅନୁଷ୍ଠାନ ବିଜ୍ଞାନ ଏବଂ ବୈଷୟିକ ଶିକ୍ଷା କ୍ଷେତ୍ରରେ ଏକ ଅଗ୍ରଣୀ ଅଟେ। NUST ରେ ଅନେକ ଇଞ୍ଜିନିୟରିଂ ଷ୍ଟ୍ରିମ ଉପଲବ୍ଧ, ଯେପରିକି କମ୍ପ୍ୟୁଟର, ଇଲେକ୍ଟ୍ରିକାଲ, ମେକାନିକାଲ ଏବଂ ସିଭିଲ ଇଞ୍ଜିନିୟରିଂ।

ଲାହୋରରେ ଅବସ୍ଥିତ ପାକିସ୍ତାନର ଏକ ପ୍ରମୁଖ ଇଞ୍ଜିନିୟରିଂ ବିଶ୍ୱବିଦ୍ୟାଳୟ ହେଉଛି ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି (UET)। ଏହାର ଛାତ୍ରମାନେ କେବଳ ସ୍ଥାନୀୟ ନୁହେଁ ଅନ୍ତର୍ଜାତୀୟ ସ୍ତରରେ ମଧ୍ୟ ଉଚ୍ଚ ମାନରେ ପରୀକ୍ଷା ଦିଅନ୍ତି।

ଏଥିସହିତ, ଯଦି ଆମେ ଫି’ ବିଷୟରେ କଥା ହେବା, ତେବେ ପାକିସ୍ତାନରେ ଇଞ୍ଜିନିୟରିଂ ଅଧ୍ୟୟନ ପାଇଁ ଦେୟ ଭାରତ ତୁଳନାରେ ଅଧିକ। ମିଡିଆ ରିପୋର୍ଟରେ କୁହାଯାଇଛି, ପାକିସ୍ତାନରେ ବି.ଟେକ୍‌ ପାଠ୍ୟକ୍ରମ ପାଇଁ ଛାତ୍ରମାନଙ୍କୁ ବର୍ଷକୁ ୩ ଲକ୍ଷରୁ ୬ ଲକ୍ଷ ପାକିସ୍ତାନୀ ଟଙ୍କା ଦେବାକୁ ପଡ଼ିବ। ଏହା ବ୍ୟତୀତ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନ ଉପରେ ମଧ୍ୟ ଫି’ ନିର୍ଭର କରେ।


Enter your email to get our daily news in your inbox.

All Right Reserved By Dharitri.Com

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri