Posted inଫୁରସତ

କୌଣସି ଜିନିଷର ଅଭାବ ନଥାଇ ବି ଅଶାନ୍ତି ଲାଗି ରହୁଛିକି?

ସୁଖ ସମୃଦ୍ଧିପାଇଁ ବାସ୍ତୁ ଅନେକଥର ଦେଖାଯାଏ, ଘରେ କୌଣସି ଜିନିଷର ଅଭାବ ନଥାଇ ବି ଅଶାନ୍ତି ଲାଗି ରହିଥାଏ। ଘରର ଉନ୍ନତି ପଥରେ ବାଧା ଉପୁଜିବା ସହ ରୋଜଗାର ତୁଳନାରେ ଖର୍ଚ୍ଚ ବଢିଯାଉଥାଏ, ରୋଗବ୍ୟାଧି ଲାଗି ରହିଥାଏ ଏମିତି ଅନେକ କିଛି। ବିଶ୍ୱାସ ରହିଛି, ଏସବୁ କୁଆଡ଼େ ବାସ୍ତୁଦୋଷ ପାଇଁ ହୋଇଥାଏ। ତେଣୁ କ’ଣ କଲେ ଏସବୁରୁ ମୁକ୍ତି ପାଇହେବ ଜାଣନ୍ତୁ ସେ ସମ୍ପର୍କରେ…
*ଘରର ମୁଖ୍ୟ ଦ୍ୱାରକୁ ସର୍ବଦା ସଫାସୁତୁରା ରଖିବା ସହ ଏଠାରେ କେମିତି ଭଲ ଆଲୋକ ପଡିପାରିବ ସେ ବ୍ୟବସ୍ଥା କରିବା ଦରକାର।
*ରୋଷେଇ ଘରକୁ ସଫା ରଖିବା ସହ ତିଆରି କରାଯାଇଥିବା ପ୍ରଥମ ରୁଟିକୁ ଗୋମାତାଙ୍କୁ ଖାଇବାକୁ ଦେବା ଶୁଭ ହୋଇଥାଏ।
* ସପ୍ତାହକୁ ଥରେ ହେଉନା କାହିଁକି ଘରେ ଝୁଣା ଧୂଆଁ ଦେବା ସହ ପ୍ରତିଦିନ କର୍ପୂର ଆଳତି କରିବା ଦ୍ୱାରା ଘରୁ ନକାରାତ୍ମକ ଉର୍ଜ୍ଜା ଦୂର ହୋଇଥାଏ ବୋଲି ବିଶ୍ୱାସ କରାଯାଏ।
* ଘରେ କେବେ ବି ଭଙ୍ଗାରୁଜା ଜିନିଷ ତଥା ଅଳିଆ ଆବର୍ଜନାକୁ ଗଦେଇ ରଖିବା ଠିକ୍‌ ନୁହେଁ। ଏହାର କୁପ୍ରଭାବ ଘରର ସୁଖଶାନ୍ତି ଉପରେ ପଡିଥାଏ।
* ବାସନକୁସନକୁ ଜୋର୍‌ରେ ଶବ୍ଦ କରି ମାଜିବା ଅଥବା ଖଡ୍‌ଖାଡ୍‌ କରିବା ମଧ୍ୟ ନକାରାତ୍ମକ ଊର୍ଜ୍ଜାକୁ ବଢାଇଥାଏ।
* ଘରେ ଲାଗିଥିବା କୌଣସି ଟ୍ୟାପ୍‌ରୁ ଯେମିତି ପାଣି ଲିକ୍‌ କରୁ ନଥିବ ସେଥିପ୍ରତି ଧ୍ୟାନ ଦେବା ଦରକାର।
* ବାଥ୍‌ରୁମ୍‌କୁ ସର୍ବଦା ସଫା ରଖିବା ସହ ଧ୍ୟାନଦେବେ ଏଠାରୁ ଯେମିତି ଦୁର୍ଗନ୍ଧ ବାହାରୁ ନଥିବ।
* ଘର ସମ୍ମୁଖରେ ଚପଲକୁ ଏଣେ ତେଣେ ଫେପାଡିବା ବି ଅଶାନ୍ତିର କାରଣ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରେ ଛାତ୍ରଙ୍କ ଅଙ୍ଗୁଳି ଛିଣ୍ଡାଇନେଲା କୁକୁର: କ୍ଷତିପୂରଣ ଦାବି

ବାଲେଶ୍ୱର,୧୩ା୮(ମୃତ୍ୟୁଞ୍ଜୟ ପଟ୍ଟନାୟକ):ବାଲେଶ୍ୱର ସଦର ଥାନା ରସାଳପୁର ନିକଟସ୍ଥ ଭୀମପୁରରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। ମଙ୍ଗଳବାର ଭୀମପୁର ସତ୍ୟନାରାୟଣ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ତୃତୀୟ ଶ୍ରେଣୀ…

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ଉଦଘାଟନର ବର୍ଷେ ପରେବି ଅଚଳ ନୂଆ ମେଡିକାଲ, ଅବ୍ୟବସ୍ଥା ନେଇ ବର୍ଷିଲେ ବିଧାୟକ

କୋରାପୁଟ,୧୨ା୮(ଅମିତାଭ ବେହେରା ): କୋରାପୁଟ ମେଡିକାଲ ଉଦ୍‌ଘାଟନକୁ ବର୍ଷେ ପୂରିଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରିନି ନୂଆ ମେଡିକାଲ କୋଠା। ଫଳରେ ପୁରୁଣା ମେଡିକାଲ କଲେଜ ଓ ହସ୍ପିଟାଲରେ…

ସନ୍ନ୍ୟାସ ପରେ ପୂର୍ବତନ କ୍ରିକେଟର ରାହାଣେଙ୍କ ନୂଆ ଇନିଂସ, ପ୍ରଶଂସକ ଜଣାଉଛନ୍ତି ଶୁଭେଚ୍ଛା

ନୂଆଦିଲ୍ଲୀ,୧୨।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ବ୍ୟାଟ୍ସମ୍ୟାନ୍ ତଥା ଅଧିନାୟକ ଅଜିଙ୍କ୍ୟ ରାହାଣେ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିବା ପରେ ଏକ ନୂତନ ଭୂମିକାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri