ଦିଶାଙ୍କଠାରୁ ଅଲଗା ହେବା ପରେ ଏହି ଅଭିନେତ୍ରୀଙ୍କୁ ଡେଟ୍‌ କରୁଛନ୍ତି ଟାଇଗର !

ବମ୍ବେ: କିଛି ଦିନ ତଳେ ଅଭିନେତ୍ରୀ ଦିଶା ପଟାନୀଙ୍କ ସହ ଅଭିନେତା ଟାଇଗର ଶ୍ରଫ୍‌ଙ୍କ ବ୍ରେକ୍‌ଅପ୍‌ ହୋଇଥିବା ଖବର ଚର୍ଚ୍ଚାର ବିଷୟ ପାଲଟିଥିଲା। ହେଲେ ଉଭୟଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ଦେଖି ଏସବୁ ଗୁଜବ ପରି ମନେ ହୋଇଥିଲା। ହେଲେ ଟାଇଗରଙ୍କ ଲଭ୍‌ ଲାଇଫ୍‌କୁ ନେଇ ଏବେ ବଡ଼ ଖବର ସାମ୍ନାକୁ ଆସିଛି। ଦିଶାଙ୍କଠାରୁ ଅଲଗା ହେବା ପରେ ଏବେ ଟାଇଗର ଅଭିନେତ୍ରୀ ଆକାଂକ୍ଷା ଶର୍ମାଙ୍କୁ ଡେଟ୍‌ କରୁଥିବା କୁହାଯାଉଛି। ପୂର୍ବରୁ ଉଭୟ ମ୍ୟୁଜିକ୍‌ ଭିଡିଓରେ କାମ କରିଛନ୍ତି। କଥାଟି କେତେ ସତ କେତେ ମିଛ ତାହା ଜଣାପଡ଼ି ନ ଥିଲେ ହେଁ ଆଗାମୀ ଦିନରେ ସବୁକିଛି ସ୍ପଷ୍ଟ ହୋଇଯିବ ବୋଲି ପ୍ରଶଂସକ ମତ ରଖୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଲଗା ହେବେ ଗୌରବ ଖାନ୍ନା-ଆକାଂକ୍ଷା ଚମୋଲା, ସାମ୍ନାକୁ ଆସିଲା ଛାଡ଼ପତ୍ରର ଅସଲ କାରଣ!

ମୁମ୍ବାଇ: ଅଲଗା ହେବେ ଟେଲିଭିଜନ ଦୁନିଆର ଆଉ ଏକ ପ୍ରିୟ ଦମ୍ପତି। ଅଭିନେତ୍ରୀ ଆକାଂକ୍ଷା ଚମୋଲା ଏବଂ ଅଭିନେତା ତଥା ବିଗ୍‌ବସ୍‌ ବିଜେତା ଗୌରବ ଖାନ୍ନାଙ୍କ ସମ୍ପର୍କରେ…

ପୁଣି ବିବାହ ବନ୍ଧନରେ ବାନ୍ଧିହେଲେ ହାର୍ଦ୍ଦିକ ପାଣ୍ଡ୍ୟା? ଭାଇରାଲ ହେଲା ମାହିକା ଶର୍ମାଙ୍କ ସହ ଫଟୋ

ମୁମ୍ବାଇ: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା କ’ଣ ନିଜ ଗର୍ଲଫ୍ରେଣ୍ଡ ମହିକା ଶର୍ମାଙ୍କୁ ବିବାହ କରିଛନ୍ତି? ସୋସିଆଲ ମିଡିଆରେ ଏକ ନୂଆ ଫଟୋ ସାମ୍ନାକୁ ଆସିବା ପରଠାରୁ…

ଘର ଛାଡ଼ିଦେବେ ସଲମାନ: ଜାଣନ୍ତୁ କାହିଁକି

ବଲିଉଡ ସୁପରଷ୍ଟାର ସଲମାନ ଖାନ ତାଙ୍କ ଫିଲ୍ମକୁ ନେଇ ପ୍ରାୟତଃ ଚର୍ଚ୍ଚାରେ ରହିଥାନ୍ତି। ଯଦିଓ ‘ସିକନ୍ଦର’ ପରଠାରୁ ତାଙ୍କର କୌଣସି ଫିଲ୍ମ ରିଲିଜ ହୋଇନାହିଁ, କିନ୍ତୁ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri