Posted inଖେଳ

ପୁଣି ନିକଟତର ହେଉଛନ୍ତି କି ଉର୍ବଶୀ-ପନ୍ତ

ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି -୨୦ ବିଶ୍ୱକପ ମ୍ୟାଚ ଦେଖିବାକୁ ବହୁ ସଂଖ୍ୟାରେ ଦର୍ଶକ ଉପସ୍ଥିତ ଥିଲେ। ଏହା ସହିତ ଅକ୍ଷୟ କୁମାର, ମୌନି ରୟଙ୍କ ସମେତ ଅନେକ ଭାରତୀୟ ସେଲିବ୍ରିଟି ମଧ୍ୟ ଷ୍ଟାଡିୟମରେ ଉପସ୍ଥିତ ହୋଇଥିଲେ। କିନ୍ତୁ, ଏସବୁ ମଧ୍ୟରେ ଜଣେ ସେଲିବ୍ରିଟିଙ୍କୁ ଦେଖି ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ସେ ହେଉଛନ୍ତି ଅଭିନେତ୍ରୀ ଉର୍ବଶୀ ରଉତେଲା। ଉର୍ବଶୀ ଏବଂ ଭାରତୀୟ ଉଇକେଟ୍‌ କିପର ରିଷଭ ପନ୍ତଙ୍କ ଡେଟିଂ ବିଷୟରେ ପୂର୍ବରୁ ଚର୍ଚ୍ଚା ଜୋର ଧରିଥିଲା। ପରେ ଉଭୟଙ୍କ ବ୍ରେକଅପ ଖବର ସାମ୍ନାକୁ ଆସିଥିଲା। ରିଷଭ ପନ୍ତଙ୍କ ସହ ବ୍ରେକଅପ କରିବା ପରେ ଉର୍ବଶୀଙ୍କୁ ଷ୍ଟାଡିୟମରେ କେବେବି ଦେଖିବାକୁ ମିଳି ନ ଥିଲା, କିନ୍ତୁ ହଠାତ୍‌ ତାଙ୍କ ମ୍ୟାଚ ଦେଖିବା ପାଇଁ ପହଞ୍ଚିବା ପରେ ସେ ପୁଣି ପନ୍ତଙ୍କ ନିକଟତର ହେଉଛନ୍ତି କି ବୋଲି ପ୍ରଶ୍ନ ଉଠିଛି।
୨୦୧୯ରେ ରିଷଭ ଏବଂ ଉର୍ବଶୀ ଜୁହୁର ଏଷ୍ଟେଲା ହୋଟେଲରେ ବିଳମ୍ବିତ ରାତ୍ରି ପାର୍ଟି କରିବାକୁ ଯାଉଥିବାର ଦେଖାଯାଇଥିଲା, ଯାହା ପରେ ସୋସିଆଲ ମିଡିଆରେ ଉଭୟଙ୍କ ନେଇ ଚର୍ଚ୍ଚା ହୋଇଥିଲା। କିନ୍ତୁ ତା’ପରେ ଖବର ଆସିଥିଲା ଯେ ଉର୍ବଶୀ ଏବଂ ରିଷଭ ପନ୍ତ ଅଲଗା ହୋଇ ଯାଇଥିଲେ। ପରିସ୍ଥିତି ଏପରି ହୋଇଥିଲା ହ୍ବାଟସଆପ୍ରେ ଉର୍ବଶୀଙ୍କୁ ବ୍ଲକ କରିଦେଇଥିଲେ।
ସେତେବେଳେ ଶ୍ରୀଲଙ୍କା ବିପକ୍ଷରେ ଖେଳାଯାଇଥିବା ତୃତୀୟ ତଥା ଅନ୍ତିମ ଟି -୨୦ ମ୍ୟାଚରେ ରିଷଭ ପନ୍ତ ଏକାଦଶ ଖେଳିବାର ସୁଯୋଗ ପାଇ ନ ଥିଲେ। ଏଥି ସହିତ ସେ ପଡ଼ିଆରେ ମଧ୍ୟ ଖରାପ ଫର୍ମରେ ଥିଲେ। ଯାହାକୁ ନେଇ ସେ ମଧ୍ୟ ଚିନ୍ତିତ ଥିଲେ। କଳ୍ପନାଜଳ୍ପନା ଚାଲିଥିଲା ଯେ, ଏହି ଟେନସନ ରିଷଭ ଉର୍ବଶୀଙ୍କୁ ହ୍ବାଟସଆପ୍‌ରେ ବ୍ଲକ କରିଥିଲେ। ରିଷଭ ଏବେ ଇଶା ନେଗିଙ୍କୁ ଡେଟିଂ କରୁଛନ୍ତି। ଇଶା ଡେରାଡୁନରୁ ଆସିଛନ୍ତି ଏବଂ ସେ ଜଣେ ଇଣ୍ଟେରିୟର ଡିଜାଇନର ଇନଷ୍ଟାଗ୍ରାମରେ ଇଶା ନେଗି ବହୁତ ସକ୍ରିୟ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Video: ମେଟ୍ରୋରେ ଯାତ୍ରା କଲେ ପ୍ରଧାନମନ୍ତ୍ରୀ ମୋଦି, ପିଲାମାନଙ୍କ ସହିତ ଆଲୋଚନା ସମୟରେ ତାଙ୍କ ସଂସଦୀୟ କ୍ଷେତ୍ର କାଶୀକୁ ମନେ ପକାଇଲେ, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୬।୯: ଦିଲ୍ଲୀ ମେଟ୍ରୋରେ ଯାତ୍ରା କରୁଥିବା ଯାତ୍ରୀମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ, ଶନିବାର (ସେପ୍ଟେମ୍ବର 5, 2026) ସାରେ, ସେମାନଙ୍କ ସହିତ ଯାତ୍ରା କରୁଥିବା ଦେଖି ଖୁସିରେ…

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

୨୦୨୭ ଯାଏ ୩ ରାଶିଙ୍କୁ କଲବଲ କରିବେ ଶନି, ଛୋଟ ଛୋଟ ଭୁଲ ପଡିବ ଭାରି!

ବର୍ତ୍ତମାନ ସମୟରେ ଶନିଦେବ ମୀନ ରାଶିରେ ଅବସ୍ଥାନ କରୁଛନ୍ତି ଏବଂ ତାଙ୍କ ଗୋଚରର ପ୍ରଭାବ କିଛି ରାଶି ଉପରେ ବିଶେଷ ଭାବରେ ଦେଖିବାକୁ ମିଳୁଛି। ସାଢ଼େସାତୀ ଓ…

ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ପୁଣି ଲଜ୍ଜାଜନକ ରେକର୍ଡ!

ନୂଆଦିଲ୍ଲୀ,୬।୯: ୨୦୨୬ ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଇନିଂସରେ ବୈଭବ ସୂର୍ଯ୍ୟବଂଶୀ ଅର୍ଦ୍ଧଶତକରୁ ବଞ୍ଚିତ ହୋଇଥିଲେ ଏବଂ ୧୫ତମ ଓଭରରେ ୪୪ ରନ କରି ଆଉଟ ହୋଇଥିଲେ।…

ଦୀପାବଳି ପାଇଁ ଏବେଠୁ ବୁକ୍‌ ହୋଇଗଲା ସବୁ ଟ୍ରେନ ଟିକେଟ୍‌! କିଛି ସମୟରେ…

ନୂଆଦିଲ୍‌ଲୀ,୬।୯: ଦୀପାବଳିରେ ଘରକୁ ଯିବା ପାଇଁ ପ୍ରସ୍ତୁତ ହେଉଥିବା ରେଳ ଯାତ୍ରୀମାନଙ୍କ ପାଇଁ ରିଜର୍ଭେସନ ୱିଣ୍ଡୋ ଖୋଲିଯାଇଛି। ନଭେମ୍ୱର ୮ ତାରିଖ ଦୀପାବଳିକୁ ଦୃଷ୍ଟିରେ ରଖି ଯାତ୍ରୀମାନେ…

କାର- ଅଟୋ ମୁହାଁମୁହିଁ ଧକ୍କା: ୨ ଜଣ ଗୁରୁତର

ଧାମନଗର, ୬/୯ (ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥର ଧାମନଗର ଛକ ଫ୍ଲାଏଓଭର ବ୍ରିଜ୍‌ ନିକଟରେ ରବିବାର ସକାଳ ପ୍ରାୟ…

ମହମ୍ମଦ ଶାମିଙ୍କୁ ନେଇ ଆସିଲା ବଡ଼ ଖବର, ଚୟନକର୍ତ୍ତାଙ୍କ ନଜର ଦୁଲୀପ ଟ୍ରଫି ଫାଇନାଲ ଉପରେ

ନୂଆଦିଲ୍ଲୀ,୬।୯: ଅଭିଜ୍ଞ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ODI ଦଳକୁ ଫେରିବା ପାଇଁ ପଥ ଖୋଲିପାରେ। ଭାରତ ସେପ୍ଟେମ୍ବର 27 ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ…

ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ, ପରିବାର ପକ୍ଷରୁ କ୍ଷତିପୂରଣ ଦାବି କରି…

ପାରଳାଖେମୁଣ୍ଡି,୬ା୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସବ୍‌ଜେଲ୍‌ରେ ଜଣେ ବିଚାରାଧୀନ କଏଦୀଙ୍କ ଆକସ୍ମିକ ମୃତ୍ୟୁକୁ ନେଇ ଚର୍ଚ୍ଚା ଜୋର ଧରିଛି। ମୃତକ ହେଲେ ରାୟଗଡ଼ ବ୍ଲକ ଜିରାଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri