Posted inଖେଳ

ଆଇଏସ୍‌ଏଲ୍‌: ଗୋଆ- ମୁମ୍ବାଇ ସେମି ଫାଷ୍ଟ ଲେଗ୍‌ ଡ୍ର

ମାର୍ଗାଓ,୬।୩: ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ଶୁକ୍ରବାର ଏଫ୍‌ସି ଗୋଆ ଓ ମୁମ୍ବାଇ ସିଟି ଏଫ୍‌ସି ମଧ୍ୟରେ ଖେଳାଯାଇଥିବ ସେମିଫାଇନାଲ ଫାଷ୍ଟ ଲେଗ୍‌ ମ୍ୟାଚ୍‌ ୨-୨ ଗୋଲରେ ଅମୀମାଂସିତ ରହିଛି। ସ୍ଥାନୀୟ ଫାଟୋର୍ଡା ଷ୍ଟାଡିୟମରେ ଅନୁଷ୍ଠିତ କଡ଼ା ସଂଘର୍ଷପୂର୍ଣ୍ଣ ଏହି ମ୍ୟାଚ୍‌ରେ ଇଗର ଅଙ୍ଗୁଲୋ ୨୦ତମ ମିନିଟ୍‌ରେ ପେନାଲ୍ଟି ଜରିଆରେ ପ୍ରଥମ ଗୋଲ ଦେଇ ଗୋଆକୁ ୧-୦ରେ ଅଗ୍ରଣୀ କରାଇଥିଲେ। ମୁମ୍ବାଇର ହୁଗୋ ବୌମୋସ ୩୮ତମ ମିନିଟ୍‌ରେ ଗୋଲ ଦେଇ ମ୍ୟାଚ୍‌ ୧-୧ ସମାନସ୍ତରକୁ ଆଣିଥିଲେ। ୫୯ ତମ ମିନିଟ୍‌ରେ ସେଭିଅର ଗାମା ଗୋଲ ଦେଇ ପୁଣି ଥରେ ଗୋଆକୁ ଅଗ୍ରଣୀ କରାଇଥିଲେ। ଶେଷରେ ୬୧ତମ ମିନିଟ୍‌ରେ ମୌଟୋର୍ଡା ଫଲ ଏକ ସୁନ୍ଦର ଫିଲ୍ଡ ଗୋଲ ଦେଇ ମ୍ୟାଚ୍‌କୁ ୨-୨ଗୋଲ ସମାନସ୍ତରକୁ ଆଣିଥିଲେ। ଏହାପରେ ଗୋଲ ସମ୍ଭବ ହୋଇ ନ ଥିଲା। ଫଳରେ ମ୍ୟାଚ୍‌ ଅମୀମାଂସିତ ରହିଥିଲା। ସେମିଫାଇନାଲ ଦ୍ୱିତୀୟ ଲେଗ୍‌ ମ୍ୟାଚ୍‌ରେ ଗୋଆ ଓ ମୁମ୍ବାଇ ୮ ତାରିଖ ସୋମବାର ପରସ୍ପରକୁ ଭେଟିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

୨ ଭାରତୀୟ ଖେଳାଳିଙ୍କ ମଧ୍ୟରେ ଯୁଦ୍ଧ ସୃଷ୍ଟି କଲା ICC, ବୁମ୍‌ରାଙ୍କୁ ଚ୍ୟାଲେଞ୍ଜ କଲେ ଟିମ ଇଣ୍ଡିଆର ଏହି ଖେଳାଳି!

ନୂଆଦିଲ୍ଲୀ,୬।୪: ମାର୍ଚ୍ଚ ମାସ ପାଇଁ ପ୍ଲେୟାର ଅଫ ଦ ମନ୍ଥ ପାଇଁ ଆଇସିସି ମନୋନୀତ ବ୍ୟକ୍ତିଙ୍କ ନାମ ଘୋଷଣା କରିଛି। ସବୁଦିନ ପରି, ଆଇସିସି ଏହି ପୁରସ୍କାର…

ଧମାକାଦାର ଇନିଂସ ସହିତ ରେକର୍ଡ କଲେ ସରଫରାଜ

ନୂଆଦିଲ୍ଲୀ,୬।୪: ଇଣ୍ଡିଆନ ପ୍ରିମିୟର ଲିଗ ର 2026 ସଂସ୍କରଣରେ, ଚେନ୍ନାଇ ସୁପର କିଙ୍ଗସ ଲଗାତାର ତିନୋଟି ପରାଜୟ ବରଣ କରିଛି। ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଇଥିବା ଏକ…

‘ପରାଜୟ ପାଇଁ ମୁଁ ଦାୟୀ…’, କାହିଁକି ଏମିତି କହିଲେ ଋତୁରାଜ? ଯଦି ମୁଁ ରନ୍‌ କରିଥାଆନ୍ତି…

ନୂଆଦିଲ୍ଲୀ,୬।୪: ଚେନ୍ନାଇ ସୁପର କିଙ୍ଗ୍ସର ଲଗାତାର ତୃତୀୟ ପରାଜୟରେ ଋତୁରାଜ ଗାୟକୱାଡ ନିରାଶ ହୋଇଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସେମାନଙ୍କ ଉପରେ ଏହି ତୃତୀୟ କ୍ରମାଗତ ପରାଜୟ…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

କାହିଁକି ଚର୍ଚ୍ଚାରେ ରିୟାନ ପରାଗଙ୍କ ସେଲିବ୍ରେଶନ? ଗୁଜରାଟକୁ ହରାଇବା ପରେ ସେ ପଡ଼ିଆରେ କ’ଣ କରିଥିଲେ? ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୫।୪: ଇଣ୍ଡିଆନ ପ୍ରିମିୟର ଲିଗର ନୂଆ ସିଜିନରେ ଜଣେ ନୂତନ ପୂର୍ଣ୍ଣକାଳୀନ ଅଧିନାୟକଙ୍କ ସହିତ ପ୍ରବେଶ କରି, ରାଜସ୍ଥାନ ରୟାଲ୍ସ କ୍ରିକେଟର ଏକ ଚମତ୍କାର ପ୍ରଦର୍ଶନ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri