ମାର୍ଗାଓ,୬।୩: ଇଣ୍ଡିଆନ ସୁପର ଲିଗ୍ (ଆଇଏସ୍ଏଲ୍)ରେ ଶୁକ୍ରବାର ଏଫ୍ସି ଗୋଆ ଓ ମୁମ୍ବାଇ ସିଟି ଏଫ୍ସି ମଧ୍ୟରେ ଖେଳାଯାଇଥିବ ସେମିଫାଇନାଲ ଫାଷ୍ଟ ଲେଗ୍ ମ୍ୟାଚ୍ ୨-୨ ଗୋଲରେ ଅମୀମାଂସିତ ରହିଛି। ସ୍ଥାନୀୟ ଫାଟୋର୍ଡା ଷ୍ଟାଡିୟମରେ ଅନୁଷ୍ଠିତ କଡ଼ା ସଂଘର୍ଷପୂର୍ଣ୍ଣ ଏହି ମ୍ୟାଚ୍ରେ ଇଗର ଅଙ୍ଗୁଲୋ ୨୦ତମ ମିନିଟ୍ରେ ପେନାଲ୍ଟି ଜରିଆରେ ପ୍ରଥମ ଗୋଲ ଦେଇ ଗୋଆକୁ ୧-୦ରେ ଅଗ୍ରଣୀ କରାଇଥିଲେ। ମୁମ୍ବାଇର ହୁଗୋ ବୌମୋସ ୩୮ତମ ମିନିଟ୍ରେ ଗୋଲ ଦେଇ ମ୍ୟାଚ୍ ୧-୧ ସମାନସ୍ତରକୁ ଆଣିଥିଲେ। ୫୯ ତମ ମିନିଟ୍ରେ ସେଭିଅର ଗାମା ଗୋଲ ଦେଇ ପୁଣି ଥରେ ଗୋଆକୁ ଅଗ୍ରଣୀ କରାଇଥିଲେ। ଶେଷରେ ୬୧ତମ ମିନିଟ୍ରେ ମୌଟୋର୍ଡା ଫଲ ଏକ ସୁନ୍ଦର ଫିଲ୍ଡ ଗୋଲ ଦେଇ ମ୍ୟାଚ୍କୁ ୨-୨ଗୋଲ ସମାନସ୍ତରକୁ ଆଣିଥିଲେ। ଏହାପରେ ଗୋଲ ସମ୍ଭବ ହୋଇ ନ ଥିଲା। ଫଳରେ ମ୍ୟାଚ୍ ଅମୀମାଂସିତ ରହିଥିଲା। ସେମିଫାଇନାଲ ଦ୍ୱିତୀୟ ଲେଗ୍ ମ୍ୟାଚ୍ରେ ଗୋଆ ଓ ମୁମ୍ବାଇ ୮ ତାରିଖ ସୋମବାର ପରସ୍ପରକୁ ଭେଟିବେ।
ଅବସର ପୂର୍ବରୁ ରୋହିତ ଶର୍ମାଙ୍କୁ ଟାର୍ଗେଟ ଦେଲେ ସୁନୀଲ ଗାଭାସ୍କର! ‘ହିଟମ୍ୟାନ’ଙ୍କୁ କହିଲେ…
ନୂଆଦିଲ୍ଲୀ,୫।୧୦: ଭାରତୀୟ ଦଳର ପୂର୍ବତନ ଅଧିନାୟକ ସୁନୀଲ ଗାଭାସ୍କର ଷ୍ଟାର୍ ବ୍ୟାଟର ରୋହିତ ଶର୍ମାଙ୍କ ନିକଟରେ ଏକ ସ୍ବତନ୍ତ୍ର ଅନୁରୋଧ ରଖିଛନ୍ତି। ଗାଭାସ୍କର ଆଶା ବ୍ୟକ୍ତ କରିଛନ୍ତି…
ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଉଠିଲା ପ୍ରଶ୍ନ? ଲକ୍ଷ୍ମଣଙ୍କ ବିଦାୟ, ଗମ୍ଭୀରଙ୍କ ଆଗମନରେ ବଦଳିଯିବ କି ପରିସ୍ଥିତି? ଜାଣନ୍ତୁ…
ନୂଆଦିଲ୍ଲୀ,୫।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ହେବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚରେ କ’ଣ ବୈଭବ ସୂର୍ଯ୍ୟବଂଶୀ ଖେଳିବେ? ଏହି ପ୍ରଶ୍ନ ନିଶ୍ଚିତ ଭାବରେ ତାଙ୍କର ସମସ୍ତ…
Asian Games 2026: ଖେଳାଳିଙ୍କ ପ୍ରଦର୍ଶନକୁ ନେଇ ପ୍ରଧାନମନ୍ତ୍ରୀ ମୋଦି କହିଲେ, ‘ଆପଣମାନେ ଦେଶକୁ…’
ନୂଆଦିଲ୍ଲୀ,୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଏସୀୟ କ୍ରୀଡ଼ା ୨୦୨୬’ (Asian Games 2026) ରେ ଭାରତୀୟ ଦଳର ପ୍ରଦର୍ଶନ ପାଇଁ ସେମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଦୃଢ଼ ସଂକଳ୍ପ,…
ଏସୀୟ କ୍ରୀଡ଼ାରେ ଦୁଇଟି ସ୍ବର୍ଣ୍ଣ ଜିତିବା ପରେ ଅବସର ନେଲେ ଏହି କ୍ରିକେଟର, ପ୍ରଶଂସକ କହିଲେ…
ନୂଆଦିଲ୍ଲୀ,୫।୧୦: ପାକିସ୍ତାନୀ ମହିଳା କ୍ରିକେଟର କାଇନାତ ଇମତିଆଜ ଆନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ରବିବାର ଏକ ପୋଷ୍ଟ ମାଧ୍ୟମରେ ସେ ଏହି ଖବର ଜଣାଇ ଲେଖିଥିଲେ,…
୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍ରେ….
ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍ । ୱାର୍ଲ୍ଡ ଚାମ୍ପିୟନଶିପ୍ ଅଫ୍ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…
ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍ଯାପିତ
ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍ଯାପିତ ହୋଇଯାଇଛି। ଦୁଇ…
ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….
ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…
ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ
ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍ ଟିମ୍ର ପୂର୍ବତନ ଓପନର୍ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

