ନାତୁଣୀ-ନାତିଙ୍କୁ ଏମିତି ଉପହାର ଦେଲେ ମୁକେଶ ଅମ୍ବାନୀ

ମୁମ୍ବାଇ,୧୩।୩: ଭାରତର ଧନୀ ବ୍ୟବସାୟୀ ମୁକେଶ ଅମ୍ବାନୀ ଝିଅ ଇଶାଙ୍କ ଯମଜ ସନ୍ତାନ କ୍ରିଷ୍ଣା ଏବଂ ଆଡିଆଙ୍କୁ ‘ଗିଫ୍ଟସ ଟେଲ୍‌ ଅଲ୍‌’ର ଏକ କଷ୍ଟୋମାଇଜ ଉପହାର ଦେଇଛନ୍ତି। ‘ଗିଫ୍ଟସ ଟେଲ୍‌ ଅଲ୍‌’ ପକ୍ଷରୁ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ ଏହାର କିଛି ଫଟୋ ଏବଂ ଏକ ସୁନ୍ଦର ଭିଡିଓ ମଧ୍ୟ ଶେୟାର କରାଯାଇଛି। ଏହି ଭିଡିଓରେ ଦେଖାଯାଇଛି ଯେ, ଏକ ଆଲମିରା ପେଷ୍ଟେଲ ରଙ୍ଗର କୃତ୍ରିମ ଫୁଲ ଏବଂ ଟେଡି ଭାଲୁରେ ପରିପୂର୍ଣ୍ଣ। ୫ ଫୁଟ ଉଚ୍ଚ ହଳଦିଆ ଆଲମିରା ସୁନ୍ଦର ୱାଲ୍‌ପେପର ସହିତ ଚମତ୍କାର ଦେଖାଯାଉଛି। ଏଥିରେ ଗରମ ବେଲୁନ, ମେଘ ଏବଂ ଏକ ବିମାନ ସାମିଲ ଅଛି। ଆଲମିରାର ଆଗରେ ‘ଆଭେଞ୍ଚର ଅଫ୍‌ କ୍ରିଷ୍ଣା ଏବଂ ଆଦିଆ’ ଲେଖାଯାଇଛି। ଆଲମିରାରେ ଚାରୋଟି ଛୋଟ ଡ୍ରୟର ଏବଂ ଦୁଇଟି ବଡ଼ ଡ୍ରୟର ରହିଛି। ଏଥିରେ ଅନେକ ଖେଳନା ଏବଂ ଅନ୍ୟାନ୍ୟ ଜିନିଷରେ ପରିପୂର୍ଣ୍ଣ ଅଛି।
କୋଟିପତି ମୁକେଶ ଅମ୍ବାନୀଙ୍କ ଝିଅ ଇଶା ଅମ୍ବାନୀ ୨୦୧୮ରେ ବ୍ୟବସାୟୀ ଅଜୟ ପିରାମଲଙ୍କ ପୁଅ ଆନନ୍ଦ ପିରାମଲଙ୍କୁ ବିବାହ କରିଥିଲେ। ଇଶା କିଛି ମାସ ପୂର୍ବରୁ କ୍ରିଷ୍ଣା ଏବଂ ଆଡିଆ ନାମକ ଯମଜ ଶିଶୁଙ୍କୁ ଜନ୍ମ ଦେଇଛନ୍ତି। ଭାରତରେ ପହଞ୍ଚିବା ପରେ ଅମ୍ବାନୀ ପରିବାର ନବଜାତ ଶିଶୁମାନଙ୍କୁ ସ୍ବାଗତ କରିବା ପାଇଁ ଏକ ବିରାଟ ପାର୍ଟିର ଆୟୋଜନ କରିଥିଲେ।

 

View this post on Instagram

 

A post shared by Gifts Tell All (@giftstellall)


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri