Posted inଫୁରସତ

ଈଶା, ଆକାଶଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଟିନା ଅମ୍ବାନୀ, ଲେଖିଲେ ଏହି ହୃଦୟସ୍ପର୍ଶୀ ବାର୍ତ୍ତା

କୋଟିପତି ବ୍ୟବସାୟୀ ମୁକେଶ ଅମ୍ବାନୀ ଏବଂ ନୀତା ଅମ୍ବାନୀଙ୍କ ପୁଅ ହେଉଛନ୍ତି ଆକାଶ ଆଉ ଝିଅ ଈଶା। ଆଜି ହେଉଛି ଉଭୟଙ୍କ ଜନ୍ମଦିନ। ଏହି ଅବସରରେ ଖୁଡ଼ି ଟିନା ଅମ୍ବାନୀ ଇନ୍‌ଷ୍ଟାଗ୍ରାମରେ ଫଟୋ ଶେୟାର କରି ଉଭୟଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏଥିସହ ତାଙ୍କର ଫଟୋ ମଧ୍ୟ ଶେୟାର କରିଛନ୍ତି। ଈଶା ଏବଂ ଆକାଶଙ୍କ ଜନ୍ମ ୧୯୯୧ ଅକ୍ଟୋବର ୨୩ରେ। ଉଭୟ ଆଜି ଜନ୍ମଦନ ପାଳନ କରୁଥିବା ବେଳେ ଖୁଡ଼ି ଟିନା ଶୁଭେଚ୍ଛା ଜଣାଇଛନ୍ତି। ଏହି ସ୍ବତନ୍ତ୍ର ଦିନରେ ଝିଆରୀ ଏବଂ ପୁତୁରାଙ୍କ ପାଇଁ ସେ ଏକ ହୃଦୟସ୍ପର୍ଶୀ ବାର୍ତ୍ତା ଲେଖିଛନ୍ତି।
ଇନ୍‌ଷ୍ଟାଗ୍ରାମରେ ଶେୟାର କରିଥିବା ଫଟୋରେ ଟିନା ଲେଖିଛନ୍ତି, ଆକାଶ ଜଣେ ଦାୟିତ୍ୱବାନ ପୁଅ। ଆହୁରି ମଧ୍ୟ ସେ ଆକାଶଙ୍କ ପିଲାଦିନ କଥା ମନେ ପକାଇଛନ୍ତି। ସେ କହିଛନ୍ତି, କେତେ ଶୀଘ୍ର ବଡ଼ ହୋଇଗଲ ତୁମେ ଦୁଇଜଣ। ଆଜି ବି ତୁମକୁ ସେହି ଛୋଟ ଝିଅପୁଅ ଭାବରେ ଦେଖେ। ଉଭୟଙ୍କ ଜନ୍ମଦିନରେ ପ୍ରେମ, ଆଲିଙ୍ଗନ ଏବଂ ନିଜର ଶୁଭାଶ୍ରୀର୍ବାଦ ଜଣାଇଛନ୍ତି। ସେ ଲେଖିଛନ୍ତି, ଏହି ବିଶେଷ ଦିନର ତୁମେ ଦୁହେଁ ଆହୁରି ଆଗକୁ ଚାଲ। ତୁମ ଦୁହିଁଙ୍କୁ ବହୁତ ବହୁତ ଭଲପାଇବା।
ଅନ୍ୟପକ୍ଷରେ ଟିନାଙ୍କ ଏହି ପୋଷ୍ଟରେ ୟୁଜରମାନେ ମଧ୍ୟ ବହୁ ମନ୍ତବ୍ୟ ଦେବା ସହ ଉଭୟ ଜାଆଁଳା ଭଉଣୀ-ଭାଇଙ୍କୁ ଶୁଭକାମନା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ପୋଲିସ -ଗ୍ରାମବାସୀ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri