ଝିଅ ସହ ର‌୍ୟାମ୍ପରେ ଚାଲିଲେ ଇଶା କୋପିକର

ମୁମ୍ବାଇ: ବମ୍ବେ ଟାଇମ୍ସ ଫ୍ୟାଶନ ୱିକ ୨୦୨୨ର ଦ୍ୱିତୀୟ ସିଜନ ଶେଷ ହୋଇଛି । ଫ୍ୟାଶନ ୱିକର ପ୍ରଥମ ଦିନରେ ଗ୍ଲାମରସ ଓ ଇଣ୍ଡିଆନ ଆଉଟଫିଟରେ ଖୁବ୍ ଭଲ ପ୍ରଦର୍ଶନରୁ ଆରମ୍ଭ ହୋଇଥିଲା । ଏଥିରେ ବଲିଉଡ ଇଣ୍ଡଷ୍ଟ୍ରିର ବହୁ ଆକ୍ଟ୍ରେସଙ୍କୁ ଦେଖିବାକୁ ମିଳିଥିଲା ହେଲେ ଦ୍ୱିତୀୟ ଦିନ ବଲିଉଡର ଖଲ୍ଲାସ ଗର୍ଲ ଅର୍ଥାତ୍ ଆକ୍ଟ୍ରେସ ଇଶା କୋପିକର ଶୋଷ୍ଟପର ହୋଇଯାଇଥିଲେ । ଇଶା ଝିଅ ରିୟାନାଙ୍କ ସହ ର‌୍ୟାମ୍ପରେ ଚାଲିଥିଲେ । ଅଭିନେତ୍ରୀ ପିଚ କଲର ଗାଉନରେ ଷ୍ଟଣ୍ଟିଂ ଲାଗୁଥିଲେ ।
ମିନିମମ ମେକଅପ ସହ ଗ୍ରୀନ କଲର ଜୁଲଲାରୀରେ ଇଶା ଖୁବ୍ ସୁନ୍ଦର ଲାଗୁଥିଲେ । ଆଉ ରିୟାନା ମମିଙ୍କ ପରି ଗାଉନ ପିନ୍ଧିବା ସହ ମୁଣ୍ଡରେ ମୁକୁଟ ପିନ୍ଧି ପୂରା ପରି ଭଳି ଲାଗୁଥିଲେ । ଏବେ ଇଶା ଓ ରିୟାନାଙ୍କ ଏହି ଫଟୋକୁ ଦର୍ଶକେ ବେଶ ପସନ୍ଦ କରୁଛନ୍ତି । ସୂଚନାଯୋଗ୍ୟ, ୨୦୦୯ରେ ଇଶା ବିଜନେସମ୍ୟ।।ନ ଟିମ୍ମି ନାରଙ୍ଗଙ୍କୁ ବିବାହ କରିଥିଲେ । ଏମାନଙ୍କୁ ସାକ୍ଷାତ୍ କରାଇଥିଲେ ପ୍ରତି ଜିଣ୍ଟା । ଇଶାଙ୍କର ଏବେ ଏକମାତ୍ର ସନ୍ତାନ ହେଉଛନ୍ତି ରିୟାନା ।


Enter your email to get our daily news in your inbox.

All Right Reserved By Dharitri.Com

ପେଲେଟ୍ ଗନ୍ ମାମଲାରେ ସୁପ୍ରିମକୋର୍ଟଙ୍କ ବଡ଼ ଟିପ୍ପଣୀ, SOP ନେଇ କେନ୍ଦ୍ରକୁ…

ନୂଆଦିଲ୍ଲୀ,୩୦।୭: ସୁପ୍ରିମକୋର୍ଟ ପେଲେଟ୍ ଗନ୍ ବ୍ୟବହାର ନେଇ SOP ସମ୍ପର୍କରେ କେନ୍ଦ୍ର ସରକାରଙ୍କ ଠାରୁ ଜବାବ ମାଗିଛନ୍ତି । କୋର୍ଟ ସୂଚିତ କରିଥିଲେ ଯେ ପେଲେଟ୍ ଗନ୍…

ଶ୍ରାବଣ ମାସ ପାଇଁ ଚଳଚଞ୍ଚଳ ଗାଁଠୁ ସହର: ଆଖଣ୍ଡଳମଣି ପୀଠ ସହ ଋଷିକୂଲ୍ୟା ନଦୀ ଘାଟ ସଫେଇ କଲେ ଯୁବଗୋଷ୍ଠୀ

ଗଞ୍ଜାମ,୩୦।୭(ବିଦ୍ୟାଧର ସାହୁ ): ଆସିଗଲା ଶ୍ରାବଣ ମାସ । ଜଳ ଭାର ନେଇ ବିଭିନ୍ନ ଶୈବ ପୀଠ ମୁଖେ ବାହାରିବେ କାଉଡିଆ । ଭୋଲ ବମ ହରହର…

ମହିଳା ସଶକ୍ତିକରଣ ସମ୍ପର୍କିତ ‘ଶକ୍ତିଶ୍ରୀ’ କର୍ମଶାଳା

ଦିଗପହଣ୍ଡି,୩୦ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜରେ ମହିଳା ସଶକ୍ତିକରଣ ସମ୍ପର୍କିତ ଶକ୍ତିଶ୍ରୀ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଡ. ଅସିତ…

ମଦରେ ବିଷ ମିଶାଇ ସ୍ବାମୀଙ୍କୁ ହତ୍ୟା; ୧୨ ଫୁଟ୍ ଗଭୀର ଗାତରେ ପୋତିଦେଲେ, ୨ ବର୍ଷ ପରେ ଖୋଲିଲା

ଗାନ୍ଧୀନଗର,୩୦।୭: ଚଳଚ୍ଚିତ୍ରଗୁଡ଼ିକ ମନୋରଞ୍ଜନ ପାଇଁ ପ୍ରସ୍ତୁତ ହୋଇଥିବା ବେଳେ କିଛି ଚତୁର ବ୍ୟକ୍ତି ଏହାକୁ ଆଧାର କରି ଅପରାଧ ଘଟାଇବା ପାଇଁ ନୂତନ ଉପାୟ ବାହାର କରିଛନ୍ତି।…

ଧୋଇନେଲା ଆପ୍ରୋଚ୍‌ ରାସ୍ତା: ୮ ଗାଁ ଯୋଗାଯୋଗରୁ ବିଚ୍ଛିନ୍ନ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ଗତ ୩ ଦିନ ହେଲା ଲଗାଣ ବର୍ଷା ଜାରି ରହିଛି। ଏହାକୁ ନେଇ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଜିଲା ଜରୁରିକାଳୀନ ପରିଚାଳନା…

ଶୌଚ ସାରି ଫେରୁଥିଲେ ରୁକୁଣୀ, ହଠାତ୍‌ ଉପରେ ପଡ଼ିଲା କାନ୍ଥ: ଆଉ ତା’ପରେ…

ଗୁଣପୁର, ୩୦।୭( ସୁଜାତା ପାଢ଼ୀ): ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା ବ୍ଲକ ଅମ୍ବାଦଳା ଥାନା ଅଧିନ ବାଘ ଡ଼ଙ୍ଗରି ଗ୍ରାମର ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଷୁଡି ପଡିବା…

ସହକାରୀ ଶିକ୍ଷକରୁ ପ୍ରଧାନଶିକ୍ଷକ ଭାବେ ବଦଳି ହେଲେ ପଦ୍ମନ ଶବର, ଭାବବିହ୍ବଳ ହୋଇ…

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ପିଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ ସହକାରୀ ଶିକ୍ଷକ ପଦ୍ମନ ଶବରଙ୍କୁ ବୁଧବାର ବିଦ୍ୟାଳୟ ପକ୍ଷରୁ ବଦଳିକାଳୀନ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା: ଆସନ୍ତା ୩ ଦିନ ଯାଏ ରାଜ୍ୟରେ…

ଭୁବନେଶ୍ୱର, ୩୦।୭: ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବାର ନାହିଁ। ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri