ଦ୍ୱିତୀୟ ଥର ପାଇଁ ମା’ ହେବାକୁ ଯାଉଛନ୍ତି ଇଶା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଇଶା କୋପ୍ପିକର ଗତ କିଛି ବର୍ଷ ହେବ ଇଣ୍ଡଷ୍ଟ୍ରିଠାରୁ ଦୂରରେ ରହିଛନ୍ତି କିନ୍ତୁ ସେ ସୋସିଆଲ ମିଡିଆରେ ବହୁତ ସକ୍ରିୟ । ସେ ପ୍ରତିଦିନ ସୋସିଆଲ ମିଡିଆରେ ପୋଷ୍ଟ ଶେୟାର କରି ପ୍ରଶଂସକଙ୍କ ସହ ଯୋଡି ହୋଇ ରହିଛନ୍ତି। ଇଶା ସୋସିଆଲ ମିଡିଆ ମାଧ୍ୟମରେ ତାଙ୍କ ପ୍ରଶଂସ ଙ୍କୁ ଏକ ଭଲ ଖବର ଦେଇଛନ୍ତି। ଇଶା ଦ୍ୱିତୀୟ ଥର ପାଇଁ ମା’ ହେବାକୁ ଯାଉଛନ୍ତି।

ଇଶା ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରିଛନ୍ତି। ଯେଉଁଥିରେ ସେ ତାଙ୍କ ଘରକୁ ଆସୁଥିବା ଛୋଟ ଅତିଥିଙ୍କ ଝଲକ ଦେଖାଇଛନ୍ତି। ଇଶା ପ୍ରଥମେ ଭିଡିଓରେ ସୋନୋଗ୍ରାଫିର ଏକ ଫଟୋ ଦେଖାଇଛନ୍ତି, ଏହା ପରେ ସେ ନିଜ ବେବି ବମ୍ପ ଶେୟାର କରିଛନ୍ତି। ସୋନୋଗ୍ରାଫିର ଫଟୋ ଦେଖିବା ପରେ ଇଶା ଗର୍ଭବତୀ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟିମ ଇଣ୍ଡିଆରେ ଏଣ୍ଟ୍ରି ପରେ ବିଜ୍ଞାପନ ବଜାରରେ ଛାଇଗଲେ ସୂର୍ଯ୍ୟବଂଶୀ; କିନ୍ତୁ ବିରାଟ-ରୋହିତଙ୍କ ଭଳି କରିପାରିବେନି ସବୁ ବ୍ରାଣ୍ଡର ପ୍ରଚାର, ଜାଣନ୍ତୁ କାହିଁକ?

ନୂଆଦିଲ୍ଲୀ,୭।୬: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ସହିତ ଏସିଆନ ଗେମ୍ସ ପାଇଁ ମଧ୍ୟ ନିଜର ଟି-୨୦ ଦଳ ଘୋଷଣା କରିସାରିଛି।…

ସୁନ୍ଦରପୁର,ଗଙ୍ଗାପୁରରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ: ଆଗାମୀ ପିଢ଼ି ପାଇଁ ସୃଷ୍ଟି କରିବ ଶିକ୍ଷାର ବାତାବରଣ

ଛତ୍ରପୁର, ୭।୬ (ଦିଲ୍ଲୀପ କୁମାର ସାମଲ): ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ହେଉଛି ଓଡ଼ିଶା ସରକାରଙ୍କ ଗଣଶିକ୍ଷା ବିଭାଗ ଦ୍ୱାରା ପରିଚାଳିତ ଏକ ପ୍ରମୁଖ ସରକାରୀ…

ପିକ୍‌ନିକ୍‌ କରିବାକୁ ଯାଇ ପାଓ୍ବାର ଚ୍ୟାନେଲ ପାଣିରେ ବୁଡ଼ି ଛାତ୍ର ନିଖୋଜ, ପ୍ରଖର ସ୍ରୋତରେ ଭାସି…

ସମ୍ବଲପୁର,୭ା୬(ପ୍ରମୋଦ ବହିଦାର): ପିକ୍‌ନିକ୍‌ କରିବାକୁ ଯାଇଥିବା ବେଳେ ଘଟିଛି ଏକ ଅଭାବନୀୟ ଘଟଣା। ପାଣିରେ ବୁଡ଼ି ଜଣେ ମେଧାବୀ ଛାତ୍ର ନିଖୋଜ ହୋଇଯାଇଥିବା ଖବର ହସ୍ତଗତ ହୋଇଛି।…

ଜନ୍ତର-ମନ୍ତରରେ ଆନ୍ଦୋଳନ ପରେ ଆଗକୁ କ’ଣ କରିବ କକ୍ରୋଚ ପାର୍ଟି? ଅଭିଜିତଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୭।୬: ଶିକ୍ଷା ବ୍ୟବସ୍ଥାରେ ହୋଇଥିବା କଥିତ ଅନିୟମିତତା ବିରୋଧରେ ଦିଲ୍ଲୀର ଜନ୍ତର-ମନ୍ତରଠାରେ ହୋଇଥିବା ବିକ୍ଷୋଭ ପ୍ରଦର୍ଶନର ଦିନକ ପରେ ‘କକ୍ରୋଚ ଜନତା ପାର୍ଟି’ (CJP)ର ସଂସ୍ଥାପକ ଅଭିଜିତ…

ବଜାରରୁ କାମସାରି ଘରକୁ ଫେରୁଥିଲେ ରାସ୍ତାରେ ଛକି ବସିଥିଲା ଯମ

ଭଞ୍ଜନଗର,୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ମୁଜାଗଡ ରାସ୍ତାର ଗଣ୍ଡିଶୁଲା ନିକଟରେ ରବିବାର ମଧ୍ୟାହ୍ନରେ ଏକ ପିକ୍ଅପ୍ ଭ୍ୟାନ୍ ଗାଡ଼ି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି।…

SIR: କିଛି ଲୋକଙ୍କୁ ନେଇ ଦ୍ୱନ୍ଦ,୧୦୪ ବର୍ଷ ବୟସ୍କା ଭୋଟରଙ୍କୁ ଭେଟିଲେ ଉପ ଜିଲାପାଳ

ଭଞ୍ଜନଗର,୭।୬(ବାବୁଲା ପ୍ରଧାନ): ରାଜ୍ୟରେ ବର୍ତ୍ତମାନ ସ୍ଵତନ୍ତ୍ର ସଘନ ସଂଶୋଧନ (SIR) କାର୍ଯ୍ୟକ୍ରମ ଚାଲିଛି। ଏହିଭଳି ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ମଧ୍ୟ ଚାଲିଛି। ପରିଗଣନା ଫର୍ମ ଭଞ୍ଜନଗର…

ଆଳି ମର୍ଡର କେସ୍‌: ସିନ୍‌ ରିକ୍ରିଏଶନ କଲା ପୋଲିସ, ଘଟଣାସ୍ଥଳରୁ ଲୁହାରଡ୍‌ ସହ ୩ ଅଭିଯୁକ୍ତ ଦେଖାଇଲେ…

ଆଳି,୭ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ମହାଦେଇପାଟଣା ଗ୍ରାମର ଗୌରାଙ୍ଗ ହତ୍ୟାକାଣ୍ଡ ଘଟଣାରେ ଗିରଫ ହୋଇଥିବା ଅଭିଯୁକ୍ତଙ୍କୁ ନେଇ ପୋଲିସର ତନାଘନା ଆରମ୍ଭ ହୋଇଛି। ଜିଲା ପୋଲିସ…

CNG ଠାରୁ ବି ଶସ୍ତା ହେଲା ପେଟ୍ରୋଲ! ଦିଲ୍ଲୀରେ ଲିଟର ପ୍ରତି ମାତ୍ର ୮୨ଟଙ୍କାରେ ମିଳିଲା…

ନୂଆଦିଲ୍ଲୀ,୭।୬: ପଶ୍ଚିମ ଏସିଆ (ମିଡିଲ ଇଷ୍ଟ)ରେ ଜାରି ରହିଥିବା ଯୁଦ୍ଧ ଏବଂ ଆକାଶଛୁଆଁ ତେଲ ଦର ମଧ୍ୟରେ ଦିଲ୍ଲୀର ଗାଡ଼ି ଚାଳକଙ୍କ ପାଇଁ ଏକ ବେଶ ଆଶ୍ୱସ୍ତିକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri