ରାଗରେ ଏହି ଅଭିନେତ୍ରୀଙ୍କୁ ଶକ୍ତ ଚାପୁଡ଼ା ମାରିଥିଲେ ଇଶା, ଆଉ ତା’ ପରେ

ବଲିଉଡ ଇଣ୍ଡଷ୍ଟ୍ରିରେ ଅଭିନେତ୍ରୀମାନଙ୍କ ମଧ୍ୟରେ ଝଗଡା ସାଧାରଣ କଥା। ଇଣ୍ଡଷ୍ଟ୍ରିରେ ଅନେକ ଅଭିନେତ୍ରୀ ଅଛନ୍ତି, ଯେଉଁମାନେ ଛୋଟଛୋଟ ମନୋମାଳିନ୍ୟ ଲାଗି ଚର୍ଚ୍ଚାକୁ ଆସିଥାନ୍ତି। ଏହି କାରଣରୁ, ଇଣ୍ଡଷ୍ଟ୍ରିର କିଛି ଅଭିନେତ୍ରୀ ପରସ୍ପର ସହ କାମ କରିବା ଠାରୁ ଦୂରେଇ ରହିଛନ୍ତି। କିନ୍ତୁ ଏହା ଜାଣି ଆଶ୍ଚର୍ଯ୍ୟ ହେବେ ଦୁଇ ଅଭିନେତ୍ରୀଙ୍କ ମଧ୍ୟରେ ଝଗଡା ଏତେ ବଢ଼ି ଯାଇଥିଲା କଥା ମାରପିଟ୍‌ ପାଖରେ ପହଞ୍ଚିଥିଲା। ଇଶା ଦେଓଲ ଏବଂ ଅମୃତା ରାଓଙ୍କ ଝଗଡ଼ା କାହାଠାରୁ ଲୁଚି ନାହିଁ। ଉଭୟ ପରସ୍ପର ସହ କଥା ହେବାକୁ ମଧ୍ୟ ପସନ୍ଦ କରନ୍ତି ନାହିଁ। ପ୍ରାୟ ୧୫ ବର୍ଷ ପୂର୍ବେ, ଇଶା ସମସ୍ତଙ୍କ ସାମ୍ନାରେ ଫିଲ୍ମର ସେଟରେ ଅମୃତାଙ୍କୁ ଚାପୁଡ଼ା ମାରିଥିଲେ। ଏହି ଘଟଣା ସମଗ୍ର ଇଣ୍ଡଷ୍ଟ୍ରିରେ ଚହଳ ସୃଷ୍ଟି କରିଥିଲା।
୨୦୦୬ ମସିହାରେ ମୁକ୍ତିଲାଭ କରିଥିବା ଫିଲ୍ମ ‘ପ୍ୟାରେ ମୋହନ’ରେ ଇଶା ଏବଂ ଅମୃତାଙ୍କୁ ଏକାଠି ଦେଖିବାକୁ ମିଳିଥିଲା। ଏହି ଚଳଚ୍ଚିତ୍ରରେ ଫରଦିନ ଖାନ ଏବଂ ବିବେକ ଓବରୟ ଉଭୟଙ୍କ ସହ ନଜର ଆସିଥିଲେ। ଫିଲ୍ମର ଶୁଟିଂ ସମୟରେ ଇଶା ଅମୃତାଙ୍କୁ ଚାପୁଡ଼ା ମାରିଥିଲେ। ଇଶା ଦେଓଲ ନିଜେ ତାଙ୍କର ଏକ ସାକ୍ଷାତକାରରେ ଏହା ପ୍ରକାଶ କରିଥିଲେ। କେବଳ ଏତିକି ନୁହେଁ, ଇଶା ଏହା ମଧ୍ୟ କହିଥିଲେ, ଏଥିରେ ସେ ଦୁଃଖିତ ନୁହଁନ୍ତି।

ଏକ ସାକ୍ଷାତକାର ସେ ଅମୃତା ରାଓଙ୍କ ସହ ହୋଇଥିବା ବିବାଦ ବିଷୟରେ ଖୋଲାଖୋଲି ଭାବେ କହିଥିଲେ। ଇଶା କହିଥିଲେ, ‘ଅମୃତା ମୋତେ ନିର୍ଦ୍ଦେଶକ ଇନ୍ଦ୍ର କୁମାର ଏବଂ କ୍ୟାମେରାମ୍ୟାନଙ୍କ ଆଗରେ ଦୁର୍ବ୍ୟବହାର କରିଥିଲେ। ପରେ ମୁଁ ଭାବିଲି ସେ ସଂପୂର୍ଣ୍ଣ ଭୁଲ । ସେହି ସମୟରେ କ୍ରୋଧରେ ମୁଁ ଅମୃତାଙ୍କୁ ଚାପୁଡ଼ା ମାରିଥିଲି। ମୁଁ ମୋର ଆତ୍ମ ସମ୍ମାନ ରକ୍ଷା କରିଥିଲି । ଏଥିରେ ମୋର କୌଣସି ଦୁଃଖ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ହଟ୍‌ ବିକିନି ପିନ୍ଧିବା ପଡିଲା ମହଙ୍ଗା: ଅଭିନେତ୍ରୀ ବାଣୀ କପୁରଙ୍କ ନାଁରେ ମାମଲା ରୁଜୁ

ବଲିଉଡ୍‌ ଅଭିନେତ୍ରୀ ବାଣୀ କପୁର ବିବାଦରେ ଫଶିଯାଇଛନ୍ତି। ବାଣୀଙ୍କ ଏକ ଫଟୋକୁ ନେଇ ମୁମ୍ବାଇର ଏକ ଥାନାରେ ମାମଲା ରୁଜୁ ହୋଇଛି। ନିକଟରେ ନିଜ ଇନଷ୍ଟାଗ୍ରାମରେ...

‘ବଲିଉଡ, ସାଉଥ୍‌ ଫିଲ୍ମ ମଧ୍ୟରେ ବିଭାଜନ ହେବା ଉଚିତ୍‌ ନୁହେଁ’

ବଲିଉଡ୍‌ ଅଭିନେତା ଅକ୍ଷୟ କୁମାର ଏବଂ ମାନୁଷୀ ଛିଲରଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ‘ସମ୍ରାଟ ପୃଥ୍ବୀରାଜ’ ଏବେ ଖୁବ୍‌ ଚର୍ଚ୍ଚାରେ। ଫିଲ୍ମଟି ଆଉ ଗୋଟିଏ ଦିନ...

ଅନୁଙ୍କୁ ସୋନାଙ୍କ ଟାର୍ଗେଟ

ମୁମ୍ବାଇ: ପ୍ରସିଦ୍ଧ ଓଡିଆ କଣ୍ଠଶିଳ୍ପୀ ସୋନା ମହାପାତ୍ର ସଂଗୀତ ନିର୍ଦ୍ଦେଶକ ଅନୁ ମଲିକ ଏବଂ ସୋନି ଟିଭିକୁ ଭର୍ତ୍ସନା କରିଛନ୍ତି। ପିଲାଙ୍କ ନିମିତ୍ତ ଏକ ରିୟଲିଟି...

କରୋନା ଭାଇରସ: ଚିକିତ୍ସା ସମୟରେ ସହଯୋଗ କରୁ ନାହାନ୍ତି କନିକା!

ଲକ୍ଷ୍ନୌ,୨୨।୩: ବଲିଉଡ୍‌ ଗାୟିକା କନିକା କପୁରଙ୍କ ନିକଟରେ କରୋନା ପଜିଟିଭ୍‌ ମିଳିବା ପରେ ସବୁଠି ଚର୍ଚ୍ଚା ଆରମ୍ଭ ହୋଇଯାଇଥିଲା। କାରଣ ଲଣ୍ଡନରୁ ଫେରିବା ପରେ କନିକା...

ପ୍ରଦୀପଙ୍କ ଶିବ ଓ ସାବିତ୍ରୀ

ପ୍ରଦୀପ ବେହେରା ଏକାଧାରରେ ଜଣେ ନାଟ୍ୟକାର ଆଉ ନିର୍ଦ୍ଦେଶକ। ଚଳିତବର୍ଷ ଖଣ୍ଡଗିରି ଯାତ୍ରା ମହାକୁମ୍ଭରେ ତାଙ୍କ ରଚିତ ତଥା ନିର୍ଦ୍ଦେଶିତ ନାଟକଗୁଡ଼ିକ ଚର୍ଚ୍ଚାରେ ରହିବ ବୋଲି...

ଗରିବ ପିଲାଙ୍କୁ ଆଲିଙ୍ଗନ କରି ଚର୍ଚ୍ଚାରେ ବବି ଦେୱଲ

`ମୁମ୍ବାଇ: ପିତା ଧର୍ମେନ୍ଦ୍ର ଓ ଭାଇ ସନ୍ନି ଦେୱଲଙ୍କ ଭଳି ବଡ ପରଦାରେ ସେତେଟା ହିଟ୍ ହୋଇପାରି ନାହାନ୍ତି ବବି ଦେୱଲ । ହେଲେ ଓଟିଟି...

ଭଣଜା ସହ ଜନ୍ମଦିନର କେକ୍‌ କାଟିଲେ ସଲମାନ

ମୁମ୍ବାଇ: ବଲିଉଡ୍‌ ଭାଇଜାନ୍‌ ଶୁକ୍ରବାର ନିଜର ୫୪ତମ ଜନ୍ମଦିନ ପାଳିଛନ୍ତି। ଜନ୍ମଦିନ ଉପଲକ୍ଷେ ବଲିଉଡ୍‌ ସେଲିବ୍ରିଟିଙ୍କଠାରୁ ଆରମ୍ଭ କରି ତାଙ୍କ ପ୍ରଶଂସକଙ୍କ ଶୁଭେଚ୍ଛାର ସୂଅ ଛୁଟିବାରେ...

ହାର୍ଦ୍ଦିକଙ୍କ ପରେ ଏହି କ୍ରିକେଟରଙ୍କ ପ୍ରେମରେ ପଡ଼ିଥିଲେ ଉର୍ବଶୀ

ବଲିଉଡ ଜଣେ ଜଣାଶୁଣା ଅଭିନେତ୍ରୀ ଉର୍ବଶୀ ରୌତେଲା ନିଜର ଲୁକ ଓ ଅଭିନୟ ପାଇଁ ପ୍ରାୟତଃ ଲାଇମ୍‌ଲାଇଟରେ ରୁହନ୍ତି। କମ ବୟସରେ ସେ ଅଭିନୟ ଜଗତରେ...

Advertisement
Archives

Model This Week