Posted inଖେଳ

ଇଶାନ କିଷନଙ୍କ ଡେବ୍ୟୁ ମ୍ୟାଚ୍‌ ପୂର୍ବରୁ ଶରୀରରେ ରକ୍ତ ବୋଳି ହୋଇଥିଲେ ତାଙ୍କ ଗର୍ଲଫ୍ରେଣ୍ଡ, ଜାଣନ୍ତୁ କାହିଁକି

ଅହମ୍ମଦାବାଦରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି -୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ଭାରତ ୭ ଉଇକେଟରେ ବିଜୟ ହାସଲ କରିଛି। ଏହି ବିଜୟରେ ଇଶାନ କିଷନଙ୍କ ବଡ ଭୂମିକା ଥିଲା। ଇଷାନ ଡେବ୍ୟୁ ମ୍ୟାଚରେ ୫୬ ରନର ଚମତ୍କାର ଇନିଂସ ଖେଳି ମ୍ୟାନ ଅଫ ଦି ମ୍ୟାଚ ବିବେଚିତ ହୋଇଥିଲେ। ଏହି ମ୍ୟାଚ୍‌ ପରେ ଇଶାନଙ୍କ ସହ ତାଙ୍କ ପ୍ରେମିକା ଆଦିତି ହୁଣ୍ଡିଆ ମଧ୍ୟ ଚର୍ଚ୍ଚାରେ ଅଛନ୍ତି। ପ୍ରେମିକଙ୍କ ଡେବ୍ୟୁ ପୂର୍ବରୁ ଆଦିତି ତାଙ୍କ ମୁହଁରେ ରକ୍ତ ବୋଳି ହୋଇଥିଲେ। ଯାହାର ଫଟୋ ସେ ନିଜ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଶେୟାର କରିଥିଲେ। ପ୍ରକୃତରେ ଏକ ଥେରାପି ଥିଲା, ଯାହାକୁ ପିଆର୍‌ପି ଅର୍ଥାତ୍‌ ପ୍ଲେଟଲେଟ୍‌ ରିଚ୍‌ ପ୍ଲାଜମା ଥେରାପି କୁହାଯାଏ। ଏହା ମୁଖ ସମସ୍ୟାର ଚିକିତ୍ସା ପାଇଁ ଏକ କୌଶଳ। ଏହି ଚିକିତ୍ସାରେ ଶରୀରରୁ ପ୍ରାୟ ୨୦ରୁ ୩୦ ମିଲିଲିଟର ରକ୍ତ ବାହାର କରାଯାଇଥାଏ। ତା’ପରେ ଏହି ରକ୍ତ ପ୍ଲାଜ୍‌ମାରେ ପରିଣତ ହୋଇ ଇଞ୍ଜେକ୍ସନ ସାହାଯ୍ୟରେ ମୁହଁର ଆବଶ୍ୟକତା ସ୍ଥାନରେ ଦିଆଯାଏ। ଚର୍ମରେ ଥିବା କୋଲେଜନ ନାମକ ପ୍ରୋଟିନ ବଢାଇବାରେ ମଧ୍ୟ ଏହା ସହାୟକ ହୋଇଥାଏ। ଏହା ଫ୍ରେକ୍ଲେସ, ହାଲୁକା କୁଞ୍ଚନ ଏବଂ ସୂକ୍ଷ୍ମ ରେଖା ସମସ୍ୟାକୁ ମଧ୍ୟ ହ୍ରାସ କରିଥାଏ। ଏହି ଚିକିତ୍ସା ହେତୁ ଆଦିତିଙ୍କ ମୁହଁରେ ରକ୍ତ ବେଳାଯାଇଥିଲା। ମଡେଲ ଆଦିତି ଏକ ଚମତ୍କାର ଫଟୋ ଶେୟାର କରି ଇଶାନଙ୍କୁ ଡେବ୍ୟୁ ମ୍ୟାଚ୍‌ର ଅଭିନନ୍ଦନ ଜଣାଇଛନ୍ତି। ସେ ଇନଷ୍ଟାଗ୍ରାମ ଷ୍ଟୋରିରେ ଇଶାନଙ୍କ ସହ ନିଜର ଏକ ଫଟୋ ଶେୟାର କରି କହିଛନ୍ତି, ଖୁସି ମାଇ ଲଭ୍‌। ଆଦିତି ୨୦୧୭ରେ ମିସ ଇଣ୍ଡିଆ ଫାଇନାଲିଷ୍ଟ ହୋଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri