Posted inଖେଳ

ଟି୨୦ ଭଳି ଦିନିକିଆ ପଦାର୍ପଣରେ କିଷନଙ୍କ ଅର୍ଦ୍ଧଶତକ

କଲମ୍ବୋ,୧୮।୭: ଉଇକେଟକିପର ବ୍ୟାଟ୍ସମ୍ୟାନ ଇଶାନ କିଷନ ଟି୨୦ ଭଳି ଦିନିକିଆ ପଦାର୍ପଣ ମ୍ୟାଚ୍‌ରେ ମଧ୍ୟ ଅର୍ଦ୍ଧଶତକ ହାସଲ କରିଛନ୍ତି। ଶ୍ରୀଲଙ୍କା ବିପକ୍ଷ ପ୍ରଥମ ମ୍ୟାଚ୍‌ ସହ ଦିନିକିଆ କ୍ୟାରିୟର ଆରମ୍ଭ କରିଥିବା କିଷନ ୪୨ ବଲରେ ଖେଳିଥିଲେ ୫୯ ରନ୍‌ର ବିସ୍ଫୋରକ ପାଳି । ଏଥିରେ ସାମିଲ ଥିଲା ୮ ଚୌକା ଓ ୨ ଛକା। ୩୩ ବଲରେ ସେ ଅର୍ଦ୍ଧଶତକ ପୂରଣ କରିଥିଲେ। ପଦାର୍ପଣକାରୀ ଖେଳାଳିଙ୍କ ମଧ୍ୟରେ ଏହା ଦ୍ୱିତୀୟ ଦ୍ରୁତତମ ଅର୍ଦ୍ଧଶତକ। ଏହି ରେକର୍ଡ କ୍ରୁନାଲ ପାଣ୍ଡ୍ୟାଙ୍କ ନାମରେ ରହିଛି। ସେ ଚଳିତ ବର୍ଷ ଇଂଲଣ୍ଡ ବିପକ୍ଷ ପଦାର୍ପଣ ମ୍ୟାଚ୍‌ରେ ୨୬ ବଲରେ ଅର୍ଦ୍ଧଶତକ ହାସଲ କରିଥିଲେ।

କିଷନ ଇଂଲଣ୍ଡ ବିପକ୍ଷ ପଦାର୍ପଣ ଟି୨୦ ମ୍ୟାଚ୍‌ରେ ଅର୍ଦ୍ଧଶତକୀୟ ଇନିଂସ ଖେଳିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

୩୬ ଘଣ୍ଟିଆ ଉପବାସ ଭଙ୍ଗକଲେ ଜିଲା କଂଗ୍ରେସ ସଭାପତି: ଏହି ଦାବି ନେଇ…

ଦେବଗଡ଼,୧୬ା୭ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ସହର ମଧ୍ୟସ୍ଥଳରେ ଥିବା ଡାକ୍ତରଖାନା(ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟ)କୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମାନ୍ୟତା ପ୍ରଦାନ ସମେତ ୧୦ ଦଫା ଦାବିରେ…

ଭାଜପାରେ ମିଶିଲେ ଶତାଧିକ ମହିଳା, ଯୁବକ

ଝାରସୁଗୁଡ଼ା, ୧୬ା୭(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ବିଟିଏମ୍‌ସ୍ଥିତ ଭାଜପା କାର୍ଯ୍ୟାଳୟରେ ମିଶ୍ରଣ ପର୍ବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଝାରସୁଗୁଡ଼ା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଲଇକେରା ଏବଂ ନିକ୍ତିମାଲ…

ଅନୁମତି ଆବାସିକ, ଚାଲିଛି ବେପାର

ଭୁବନେଶ୍ୱର,୧୬ା୭(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଆଧୁନିକ ସହର ସ୍ବପ୍ନ ଦେଖୁଛି। ରାଜଧାନୀବାସୀଙ୍କୁ ଉନ୍ନତ ଜୀବନଶୈଳୀ ଯୋଗାଇଦେବ ବୋଲି ବିଏମ୍‌ସି ପକ୍ଷରୁ କୁହାଯାଉଛି। ହେଲେ ବିଏମ୍‌ସି…

ଏସ୍‌ଆଇଆର୍‌ରେ ୨୭ ଲକ୍ଷ ଭୋଟରଙ୍କ ନାମ କଟିଛି: ବିଜେଡି

ଭୁବନେଶ୍ୱର,୧୬।୭(ସୁନିତ୍‌ ମିଶ୍ର): ଏସ୍‌ଆଇଆର ପ୍ରକ୍ରିୟାକୁ ନେଇ ବିଜେଡି ପକ୍ଷରୁ ଏକ ପ୍ରତିନିଧିମଣ୍ଡଳୀ ବୁଧବାର ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ଅଭିଯୋଗ କରିଛନ୍ତି। ଏଥିରେ ନୂତନ ଭୋଟର…

ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷା ହେବା ନେଇ ପୁରୀକୁ ହାଇ ଆଲର୍ଟ

ଭୁବନେଶ୍ୱର, ୧୬ା୭(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟି ହେଲା ବର୍ଷର ଦ୍ୱିତୀୟ ଲଘୁଚାପ। ସକ୍ରିୟ ଥିବା ଘୂର୍ଣ୍ଣିବଳୟଟି ବୁଧବାର ସକାଳ ୫ଟା ୩୦ରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଉତ୍ତର…

ସିଏମ୍‌ଓରୁ ୨ ଫାଇଲ ହଜିବା ଘଟଣା: ମନୋଜ ମିଶ୍ର, ରାଜେଶ ବର୍ମାଙ୍କୁ ସମନ

ଭୁବନେଶ୍ୱର,୧୬।୭(ସୁନିତ୍‌ ମିଶ୍ର): ଓଡ଼ିଶା ସରକାରରେ କାର୍ଯ୍ୟରତ ଥିବା ପୂର୍ୱତନ ଆଇଟି ସଚିବ ମନୋଜ ମିଶ୍ର ଏବଂ ଅବସରପ୍ରାପ୍ତ ଆଇଏଏସ୍‌ ଅଫିସର ତଥା ବର୍ତ୍ତମାନ କମିଶନ ଫର୍‌ ଏୟାର…

‘ମହାପ୍ରଭୁ ଜଗନ୍ନାଥ’ ଚଳଚ୍ଚିତ୍ର ଉପରେ ଅଙ୍କୁଶ ଲଗାଇଲେ କୋର୍ଟ, ଅନ୍ୟାଦେଶ ପର୍ଯ୍ୟନ୍ତ…

କଟକ,୧୫l୭(ପ୍ରଭୁକଲ୍ୟାଣ ପାଲ): ଆନିମେଟେଡ୍ ଚଳଚ୍ଚିତ୍ର (ମହାପ୍ରଭୁ ଜଗନ୍ନାଥ) ମୁକ୍ତିଲାଭ ଉପରେ ଅନ୍ତରୀଣ ଅଙ୍କୁଶ ଲଗାଇଛନ୍ତି ଓଡ଼ିଶା ହାଇକୋର୍ଟ। ଅନ୍ୟାଦେଶ ପର୍ଯ୍ୟନ୍ତ ଚଳଚ୍ଚିତ୍ର ପ୍ରଦର୍ଶନ ନ କରିବାକୁ ହାଇକୋର୍ଟଙ୍କ…

ଚାଷୀ ପ୍ରତିନିଧି-ଅଧିକାରୀଙ୍କ ଦ୍ୱିପାକ୍ଷିକ ବୈଠକ, ପ୍ରତଶ୍ରୁତି ମିଳିବା ପରେ…

ବରଗଡ଼,୧୫ା୭(ପ୍ରେମାନନ୍ଦ ଖମାରୀ): ଅଧିକ ଧାନ ଉପତ୍ାଦନ ପାଇଁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ମାତ୍ର ଏଠାରେ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଯାଇଛି। ରବିଧାନ ବିକ୍ରିବଟାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri