ସବୁଠାରୁ ମହଙ୍ଗା ଖେଳାଳି, ହେଲେ ପୁରା ସିଜନରେ ଫ୍ଲପ୍‌

ମୁମ୍ବାଇ,୧୮।୫: ଚଳିତ ଆଇପିଏଲ୍‌ ୨୦୨୨ ନିଲାମରେ ସବୁଠାରୁ ମହଙ୍ଗା ଖେଳାଳି ଥିଲେ ଇଶାନ କିଶନ। ମୁମ୍ବାଇ ଇଣ୍ଡିଆନ୍ସ ଏହି ଯୁବ ଭାରତୀୟ ବ୍ୟାଟ୍ସମ୍ୟାନଙ୍କୁ ୧୫ କୋଟି ୨୫ ଲକ୍ଷ ଦେଇ କିଣିଥିଲା। ହେଲେ ଟୁର୍ନାମେଣ୍ଟ ଶେଷ ପର୍ଯ୍ୟନ୍ତ ସେ ଭଲ ପ୍ରଦର୍ଶନ କରିପାରିନାହାନ୍ତି। ସେ ଏଯାବତ ୧୩ ମ୍ୟାଚ୍‌ ଖେଳି ମାତ୍ର ୩୭୦ ରନ୍‌ ସଂଗ୍ରହ କରିଛନ୍ତି। ଏବେ ନିଜର ଖରାପ ଫର୍ମକୁ ନେଇ ସେ ବୟାନ ଦେଇଛନ୍ତି।

ଇଶାନ କହିଛନ୍ତି, ସର୍ବଶ୍ରେଷ୍ଠ ଖେଳାଳିମାନଙ୍କୁ ମଧ୍ୟ ଖରାପ ସମୟ ଦେଇ ଗତି କରିବାକୁ ପଡ଼ିଥାଏ। ଅନେକ ଥର ଆରମ୍ଭ ଭଲ ଥାଏ। ହେଲେ ବିରୋଧୀ ବୋଲର ନିର୍ଦ୍ଦିଷ୍ଟ ଲକ୍ଷ୍ୟ ନେଇ ବୋଲିଂ କରିଥାନ୍ତି। ବାହାରେ ଲୋକ ଯାହା ଚାହାନ୍ତି, ଡ୍ରେସିଂ ରୁମ୍‌ ଭିତର ରଣନୀତି ତା’ଠାରୁ ଭିନ୍ନ ଥାଏ। କ୍ରିକେଟରେ କେବଳ ମଇଦାନକୁ ଓହ୍ଲାଇ ବ୍ୟାଟିଂ କରିବା ଭୂମିକା ଥିବା କଥା ଭାବୁନାହିଁ। ଦଳ ବିଷୟରେ ଚିନ୍ତା କଲେ ନିଜର ଭୂମିକା ସ୍ପଷ୍ଟ ହେବା ଉଚିତ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ସୌରାଷ୍ଟ୍ର କୋଚ୍‌ ବାବାଭାଇଙ୍କ ପରଲୋକ

ରାଜକୋଟ,୩୧।୭(ପି.ଟି): ପୂର୍ବତନ ସୌରାଷ୍ଟ୍ର କୋଚ୍‌ ଓ ମ୍ୟାନେଜର ହସମୁଖଭାଇ ଜୋଶୀ ଗୁରୁବାର ପରଲୋକ ଗମନ କରିଛନ୍ତି। ବାବାଭାଇ ଭାବେ ବେଶ୍‌ ଜଣାଶୁଣା ଥିବା ଏହି ଜୋଶୀ...

ସମ୍ପୂର୍ଣ୍ଣ ଭାଙ୍ଗିପଡିଥିଲେ ଏହି କ୍ରିକେଟର୍‌, କହିଲେ ଗର୍ଲଫ୍ରେଣ୍ଡ୍‌ ନ ଥିଲେ…

ଅଷ୍ଟ୍ରେଲିଆର ଅଲରାଉଣ୍ଡର ଗ୍ଲେନ ମାକ୍ସଓ୍ବେଲ୍‌ ଗତ ୪ରୁ ୫ ବର୍ଷ ଲଗାତାର କ୍ରିକେଟ ଖେଳିବା ପରେ ମାନସିକ ଏବଂ ଶାରୀରିକ ଭାବେ ଥକି ପଡିଛନ୍ତି। ଏହି...

ଧୈର୍ଯ୍ୟ ଧର, ସୁଯୋଗ ମିଳିବ

ଆଇପିଏଲରେ ମୁମ୍ବାଇ ଇଣ୍ଡିଆନ୍ସର ସୂର୍ଯ୍ୟକୁମାର ଯାଦବ ୟୁଏଇରେ ଅନୁଷ୍ଠିତ ୧୩ତମ ଆଇପିଏଲ ସଂସ୍କରଣରେ ଭଲ ପ୍ରଦର୍ଶନ କରିଛନ୍ତି। ଏହା ସତ୍ତ୍ୱେ ଅଷ୍ଟ୍ରେଲିଆ ଗସ୍ତରେ ତାଙ୍କୁ ଭାରତୀୟ...

ବିଶ୍ୱକପ୍‌ ପୂର୍ବରୁ ବଡ଼ ଝଟ୍‌କା: ଏହି ଟିମ୍‌ର ମୁଖ୍ୟ କୋଚ୍‌ ପଦରୁ ଇସ୍ତଫା ଦେଲେ…

ଜୋହାନ୍ସବର୍ଗ,୧୩।୯: ଅକ୍ଟୋବରରେ ଅଷ୍ଟ୍ରେଲିଆରେ ଅନୁଷ୍ଠିତ ହେବାକୁ ଯାଉଛି ଟି୨୦ ବିଶ୍ୱକପ୍‌। ଏହାର ଠିକ୍‌ ପୂର୍ବରୁ ଦକ୍ଷିଣ ଆଫ୍ରିକା ଟିମ୍‌କୁ ଲାଗିଛି ବଡ଼ ଝଟ୍‌କା। ଦଳର ମୁଖ୍ୟ...

ବିବାହ ବନ୍ଧନରେ ନଟରାଜ

କଟକ ଅଫିସ,୧୬ା୫- ରାଜ୍ୟ କ୍ରିକେଟର ତାରକା ଖେଳାଳି ତଥା ପୂର୍ବତନ ଅଧିନାୟକ ନଟରାଜ ବେହେରା ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି । ବେଙ୍ଗାଲୁରୁରେ ବୈଦିକ ରୀତିରେ...

ସଚିନ କ୍ରିକେଟ୍‌ରୁ ସନ୍ୟାସ ନେବା ଦିନ କାନ୍ଦି ପକାଇଥିଲେ ଏହି ଦୁଇ ଓ୍ବେଷ୍ଟଇଣ୍ଡିଜ୍‌ ଖେଳାଳି

ସଚିନ ତେନ୍ଦୁଲକର କ୍ରିକେଟରୁ ସନ୍ୟାସ ନେବା ସମଗ୍ର ବିଶ୍ୱ ଖେଳ ଜଗତକୁ ଚକିତ କରିଥିଲା। ଏହି ଦିନ ସଚିନ୍‌ଙ୍କ କଥା ଶୁଣି କାନ୍ଦି ପକାଇଥିଲେ ଓ୍ବେଷ୍ଟଇଣ୍ଡିଜ୍‌...

ସୂର୍ଯ୍ୟକୁମାର ବର୍ଷର ସର୍ବଶ୍ରେଷ୍ଠ ଟି-୨୦ କ୍ରିକେଟର୍‌

ନୂଆଦିଲ୍ଲୀ,୨୫।୧: ଭାରତର ଷ୍ଟାର କ୍ରିକେଟର ସୂର୍ଯ୍ୟକୁମାର ଯାଦବଙ୍କୁ ଆଇସିସି ଦ୍ୱାରା ୨୦୨୨ ବର୍ଷର ଶ୍ରେଷ୍ଠ ଟି -୨୦ ପୁରୁଷ କ୍ରିକେଟର ଭାବେ ମନୋନୀତ କରାଯାଇଛି। ଅଷ୍ଟ୍ରେଲିଆର...

ଭାରତ- ଦକ୍ଷିଣ ଆଫ୍ରିକା ପ୍ରଥମ ଦିନିକିଆ: ଫୋକସ୍‌ରେ ପାଣ୍ଡ୍ୟା

ଧର୍ମଶାଳା,୧୨।୩ (ପି.ଟି.)- ଭାରତ ଓ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ମଧ୍ୟରେ ଏକ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ ଆରମ୍ଭ ହେବାକୁ ଯାଉଛି। ସ୍ଥାନୀୟ ହିମାଚଳ...

Advertisement
Archives

Model This Week