Posted inଖେଳ

ସକାଳେ ଚୌକା-ଛକା ମାରି ବୋଲର୍‌ଙ୍କୁ କରିଥିଲେ ଘାଇଲା, ସନ୍ଧ୍ୟାରେ ମିଳିଲା ଭାରତୀୟ ଟିମରୁ ଖେଳିବାର ସୁଯୋଗ

ନୂଆଦିଲ୍ଲୀ,୨୧।୨: ଇଂଲଣ୍ଡ ବିପକ୍ଷ ଟି୨୦ ସିରିଜ୍‌ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ୧୯ ଜଣିଆ ଦଳର ଘୋଷଣା କରିଛି। ଏଥିରେ ଆଇପିଏଲ୍‌ ୨୦୨୦ରେ ଦମ୍‌ଦାର ପ୍ରଦର୍ଶନ କରିଥିବା କିଛି ଯୁବ ଖେଳାଳିଙ୍କୁ ଦେଖିବାକୁ ମିଳିଛି। ସେଥିରୁ ଜଣେ ହେଲେ ଉଇକେଟ କିପର ଇଶାନ କିଷନ। ପ୍ରଥମ ଥର ପାଇଁ କିଷନଙ୍କୁ ଭାରତୀୟ ଦଳରେ ଜାଗା ମିଳିଛି।

ଆଇପିଏଲ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପକ୍ଷରୁ ଖେଳୁଥିବା ଇଶାନ ଏବେ ଭଲ ଫର୍ମରେ ଅଛନ୍ତି। ଶନିବାର ଖେଳାଯାଇଥିବା ବିଜୟ ହଜାରେ ଟ୍ରଫିରେ ବିସ୍ଫୋରକ ବ୍ୟାଟିଂ କରି ଚର୍ଚ୍ଚାକୁ ଆସିଥିଲେ। ଝାରଖଣ୍ଡ ଟିମ୍‌ର ଏହି ଅଧିନାୟକ ମଧ୍ୟପ୍ରଦେଶ ବିପକ୍ଷରେ ୯୩ ବଲ୍‌ରେ ୧୭୩ ରନ୍‌ କରିଥିଲେ। ଏଥିରେ ୧୯ ଚୌକା ଏବଂ ୧୧ ଛକା ଥିଲା। ଇଶାନଙ୍କ ପାଳି ଯୋଗୁ ଝାରଖଣ୍ଡ ୪୨୨ରନ୍‌ ସ୍କୋର କରି ବିଜେତା ହୋଇଥିଲା। କେବଳ ଯେ ବ୍ୟାଟିଂ ତାହା ନୁହେଁ ଉଇକେଟ ପଛରେ ସେ ରହି ୭ କ୍ୟାଚ୍‌ ନେଇଥିଲେ। ମ୍ୟାଚ୍‌ ଜିତିବା ପରେ ସେ ଖୁସି ଥିବା ବେଳେ ଅପରାହ୍ନରେ ତାଙ୍କ ପାଇଁ ଅନ୍ୟ ଏକ ଖୁସିଖବର ଆସିଥିଲା। କାରଣ କିଛି ଘଣ୍ଟା ପରେ ଭାରତୀୟ ଚୟନକର୍ତ୍ତା ତାଙ୍କୁ ଦଳରେ ସାମିଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡେବିଟ୍‌ କାର୍ଡରେ ପରିବର୍ତ୍ତନ ଆଣିଲା ଏହି ବ୍ୟାଙ୍କ, ଚେକ୍‌ କରିନିଅନ୍ତୁ ଆପଣଙ୍କ ବ୍ୟାଙ୍କ ନାହିଁ ତ?

ନୂଆଦିଲ୍ଲୀ,୨୨।୧୨: ଆପଣ କ’ଣ ଏୟାରପୋର୍ଟ ଲାଉଞ୍ଜ ଆକ୍ସେସ ପାଇବା ପାଇଁ HDFC ବ୍ୟାଙ୍କ ଡେବିଟ୍‌ କାର୍ଡ କିଣିଛନ୍ତି? ଆପଣଙ୍କ ପାଇଁ ଏକ ବଡ଼ ଅପଡେଟ। ନୂତନ...

ଡାକ୍ତରଙ୍କ ବଡ଼ ଖୁଲାସା, ସକାଳୁ କାହିଁକି ହୁଏ ହାର୍ଟଆଟାକ୍….

ନୂଆଦିଲ୍ଲୀ,୨୨।୧୨: ସକାଳ ସମୟ ହୃଦୟ ପାଇଁ ଏକ ବିଶେଷ ବିପଦପୂର୍ଣ୍ଣ ସମୟ ଭାବରେ ବିବେଚନା କରାଯାଏ। ସକାଳେ ହୃଦଘାତର ସଂଖ୍ୟା ଅଧିକ ଥାଏ । ବିଶେଷକରି...

ଦିନିକିଆ ଅଧିନାୟକ ପଦରୁ ଗିଲ୍‌ ହେବେ ବିଦା! ତାଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିବ ଅଧିନାୟକତ୍ୱ, ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୧୨: କ୍ରିକେଟର ଶୁବମନ ଗିଲ୍‌ଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ତାଙ୍କୁ ପ୍ରଥମେ ଟେଷ୍ଟ ଦଳର ଅଧିନାୟକ ଏବଂ ପରେ ଚଳିତ ବର୍ଷ...

ଭୟଙ୍କର ଦୁର୍ଘଟଣା: ଏକାବେଳକେ ୨ ବାଇକ୍‌କୁ ଧକ୍କା ଦେଲା କାର୍‌,ପରେ…

ଗଞ୍ଜାମ,୨୨।୧୨(ଅନାଥ ତରାଇ): ଗଞ୍ଜାମ ବ୍ଲକ ପୋଇରାସୀ ପଞ୍ଚାୟତର କାଇଁଚପୁର ନିକଟରେ ସୋମବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର (ନଂ ଓଡ଼ି୦୭ଏପି୪୪୩୩) ଦୃତ ଗତିରେ ଆସି...

୩ ଲକ୍ଷ ପାର୍‌ କରିବ ସୁନା ଦାମ୍‌! ଆମେରିକୀୟ ଅର୍ଥନୀତିଜ୍ଞଙ୍କ ବଡ଼ ଆକଳନ

ନୂଆଦିଲ୍ଲୀ,୨୨।୧୨: ଆମେରିକୀୟ ଅର୍ଥନୀତିଜ୍ଞ ଏବଂ ପ୍ରସିଦ୍ଧ ବଜାର ରଣନୀତିଜ୍ଞ ଏଡ ୟାରଡେନି ବିଶ୍ୱାସ କରନ୍ତି ଯେ ଏହି ଦଶନ୍ଧିର ଶେଷ ସୁଦ୍ଧା ସୁନାରେ ଏକ ଗୁରୁତ୍ୱପୂର୍ଣ୍ଣ...

ସଫେଇ କରିବାକୁ କହି ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟିନେଲେ ଯୁବକ, ଆଉ ତା’ପରେ…

ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟି ଫେରାର୍‌ ହୋଇଯାଇଛନ୍ତି।...

ଏକାଠି ଜିଇଁବା ଏକାଠି ମରିବା….ସ୍ବାମୀ ମୃତ୍ୟୁର ୬ ଘଣ୍ଟା ପରେ ଦୁନିଆରୁ ବିଦାୟ ନେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: କୁହାଯାଏ ଯେ ପ୍ରକୃତ ପ୍ରେମ ଜୀବନସାରା ରହିଥାଏ । ସମସ୍ତିପୁର ଜିଲ୍ଲାର ରୋସେରାର ଏହି ହୃଦୟ ବିଦାରକ ଘଟଣା ଏହାର ପ୍ରମାଣ ଦେଉଛି ।...

ହୋଟେଲ ଭମର୍ସ ସିଲ୍‌ କଲା ପୌର ପ୍ରଶାସନ

ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍‌ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri