Posted inଖେଳ

ସକାଳେ ଚୌକା-ଛକା ମାରି ବୋଲର୍‌ଙ୍କୁ କରିଥିଲେ ଘାଇଲା, ସନ୍ଧ୍ୟାରେ ମିଳିଲା ଭାରତୀୟ ଟିମରୁ ଖେଳିବାର ସୁଯୋଗ

ନୂଆଦିଲ୍ଲୀ,୨୧।୨: ଇଂଲଣ୍ଡ ବିପକ୍ଷ ଟି୨୦ ସିରିଜ୍‌ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ୧୯ ଜଣିଆ ଦଳର ଘୋଷଣା କରିଛି। ଏଥିରେ ଆଇପିଏଲ୍‌ ୨୦୨୦ରେ ଦମ୍‌ଦାର ପ୍ରଦର୍ଶନ କରିଥିବା କିଛି ଯୁବ ଖେଳାଳିଙ୍କୁ ଦେଖିବାକୁ ମିଳିଛି। ସେଥିରୁ ଜଣେ ହେଲେ ଉଇକେଟ କିପର ଇଶାନ କିଷନ। ପ୍ରଥମ ଥର ପାଇଁ କିଷନଙ୍କୁ ଭାରତୀୟ ଦଳରେ ଜାଗା ମିଳିଛି।

ଆଇପିଏଲ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପକ୍ଷରୁ ଖେଳୁଥିବା ଇଶାନ ଏବେ ଭଲ ଫର୍ମରେ ଅଛନ୍ତି। ଶନିବାର ଖେଳାଯାଇଥିବା ବିଜୟ ହଜାରେ ଟ୍ରଫିରେ ବିସ୍ଫୋରକ ବ୍ୟାଟିଂ କରି ଚର୍ଚ୍ଚାକୁ ଆସିଥିଲେ। ଝାରଖଣ୍ଡ ଟିମ୍‌ର ଏହି ଅଧିନାୟକ ମଧ୍ୟପ୍ରଦେଶ ବିପକ୍ଷରେ ୯୩ ବଲ୍‌ରେ ୧୭୩ ରନ୍‌ କରିଥିଲେ। ଏଥିରେ ୧୯ ଚୌକା ଏବଂ ୧୧ ଛକା ଥିଲା। ଇଶାନଙ୍କ ପାଳି ଯୋଗୁ ଝାରଖଣ୍ଡ ୪୨୨ରନ୍‌ ସ୍କୋର କରି ବିଜେତା ହୋଇଥିଲା। କେବଳ ଯେ ବ୍ୟାଟିଂ ତାହା ନୁହେଁ ଉଇକେଟ ପଛରେ ସେ ରହି ୭ କ୍ୟାଚ୍‌ ନେଇଥିଲେ। ମ୍ୟାଚ୍‌ ଜିତିବା ପରେ ସେ ଖୁସି ଥିବା ବେଳେ ଅପରାହ୍ନରେ ତାଙ୍କ ପାଇଁ ଅନ୍ୟ ଏକ ଖୁସିଖବର ଆସିଥିଲା। କାରଣ କିଛି ଘଣ୍ଟା ପରେ ଭାରତୀୟ ଚୟନକର୍ତ୍ତା ତାଙ୍କୁ ଦଳରେ ସାମିଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri