Posted inଖେଳ

ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜରୁ ଓହରିଲେ ଇଶାନ କିଷନ

ନୂଆଦିଲ୍ଲୀ,୧୭।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜରୁ ଭାରତର ଉଇକେଟକିପର ବ୍ୟାଟର ଇଶାନ କିଷନ ଓହରି ଯାଇଛନ୍ତି। ଏକ ବିବୃତିରେ ବିସିସିଆଇ କହିଛି, ଇଶାନ ବ୍ୟକ୍ତିଗତ କାରଣ ଦର୍ଶାଇ ଟେଷ୍ଟ ସିରିଜରୁ ନିଜକୁ ଦୂରେଇ ରଖିବାକୁ ବିସିସିଆଇକୁ ଅନୁରୋଧ କରିଥିଲେ। ଅନୁରୋଧ ପରେ ତାଙ୍କୁ ଟେଷ୍ଟ ସିରିଜରୁ ବିସିସିଆଇ ପ୍ରତ୍ୟାହାର କରିଛି। ଇଶାନଙ୍କ ସ୍ଥାନରେ କେ.ଏସ୍‌. ଭରତଙ୍କୁ ଉଇକେଟକିପର ଭାବେ ସ୍ଥାନ ଦିଆଯାଇଛି। ହେଲେ ଦଳରେ ଥିବା କେ.ଏଲ୍‌. ରାହୁଲ ଉଇକେଟକିପର ଭାବେ ରହିବେ।

ଭାରତ ଦଳ: ରୋହିତ ଶର୍ମା(ଅଧିନାୟକ), ଶୁବମନ୍‌ ଗିଲ୍‌, ଯଶସ୍ବୀ ଜସ୍‌ୱାଲ, ବିରାଟ କୋହଲି, ଶ୍ରେୟସ ଆୟର, ଋତୁରାଜ ଗାଏକ୍ୱାଡ, କେ.ଏଲ୍‌. ରାହୁଲ (ଉଇକେଟ କିପର), ରବିଚନ୍ଦ୍ରନ ଅଶ୍ୱିନ, ରବୀନ୍ଦ୍ର ଜାଡେଜା, ଶାର୍ଦ୍ଦୁଳ ଠାକୁର, ମହମ୍ମଦ ସିରାଜ, ମୁକେଶ କୁମାର, ଯଶ୍‌ପ୍ରୀତ ବୁମରା (ଉପଅଧିନାୟକ), ପ୍ରସାଦ କୃଷ୍ଣ, କେ.ଏସ୍‌. ଭରତ (ଉଇକେଟକିପର)


Enter your email to get our daily news in your inbox.

All Right Reserved By Dharitri.Com

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ, ଗିରଫ ହେଲେ ନାବାଳକ ଅଭିଯୁକ୍ତ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳର ଶଙ୍କର ଜେନାଙ୍କୁ ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ…

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ: ବାବୁଙ୍କ କୋଠା ସଉକ, ଚଢ଼ାଉରେ ମିଳିଲା…

ମାଲକାନଗିରି,୨୭।୯(ଦୁର୍ଯ୍ୟୋଧନ ପାତ୍ର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ମାଲକାନଗିରି ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଅଧୀନ ମାଥିଲି ବ୍ଲକରେ କାର୍ଯ୍ୟରତ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ…

ଗାଡ଼ି ଚାଳକଙ୍କ ପାଇଁ ଆସିଲା କଡ଼ା ନିୟମ, ଏହା ନଥିଲେ ୧ ଅକ୍ଟୋବରଠୁ ମିଳିବନି ପେଟ୍ରୋଲ-ଡିଜେଲ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀ-NCRରେ ବଢ଼ୁଥିବା ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବାକୁ ପ୍ରଶାସନ ଓ ପରିବହନ ବିଭାଗ ପକ୍ଷରୁ ଅକ୍ଟୋବର ୧ରୁ କଡ଼ା ନିୟମ ଲାଗୁ କରାଯିବାକୁ ଯାଉଛି ।…

ଏସୀୟ କ୍ରୀଡ଼ା: ଭାରତୀୟ ମହିଳା ହକି ଦଳର ବଡ଼ ବିଜୟ, ସିଙ୍ଗାପୁରକୁ ହରାଇ ସେମିରେ ସ୍ଥାନ ପକ୍କା

କାକାମିଗାହାରା,୨୭ା୯: ସୁନେଲିତା ଟପ୍ପୋଙ୍କ ଡବଲ ଗୋଲ ବଳରେ ଭାରତୀୟ ମହିଳା ହକି ଦଳ ୭-୦ ଗୋଲରେ ସିଙ୍ଗାପୁରକୁ ହରାଇ ସେମିଫାଇନାଲରେ ପ୍ରବେଶ କରିଛି। ଭାରତ ପାଇଁ ଅଧିନାୟିକା…

ଏହି ୫ ରାଶି ସବୁଠୁ ଦୁଃଖୀ ରାଶି, ଅଧିକ ପାଇବା ଆଶାରେ ରହନ୍ତି ଅସନ୍ତୁଷ୍ଟ, ପଢନ୍ତୁ ଆପଣଙ୍କ ରାଶି ଅଛି କି…

ଶାସ୍ତ୍ରରେ କୁହାଯାଇଛି, ଯେଉଁ ବ୍ୟକ୍ତି ସନ୍ତୁଷ୍ଟ ରହନ୍ତି ସେ ସବୁବେଳେ ସୁଖୀ ରହନ୍ତି। ସନ୍ତୋଷକୁ ମଣିଷର ସବୁଠାରୁ ବଡ଼ ଶକ୍ତି ବୋଲି ମଧ୍ୟ କୁହାଯାଏ। କିନ୍ତୁ ଏପରି…

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?