Posted inଖେଳ

କୋହଲିଙ୍କ ଭାଗରେ ପଡ଼ିଲା ନାହିଁ ଟସ୍‌

ଦୁବାଇ,୩୧।୧୦: ଚଳିତ ଟି୨୦ ବିଶ୍ୱକପ୍‌ରେ ନ୍ୟୁଜିଲାଣ୍ଡ ବିପକ୍ଷ କର ବା ମର ମ୍ୟାଚ୍‌ରେ ମଧ୍ୟ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ଭାଗରେ ଟସ୍‌ ପଡ଼ିନାହିଁ। ଯାହା ଆଶା କରାଯାଉଥିଲା ନ୍ୟୁଜିଲାଣ୍ଡ ଅଧିନାୟକ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି।

ଭାରତୀୟ ଦଳରେ ଦୁଇଟି ପରିବର୍ତ୍ତନ କରାଯାଇଛି। ଅଣ୍ଟାଜନିତ ସମସ୍ୟା କାରଣରୁ ସୂର୍ଯ୍ୟକୁମାର ଯାଦବ ବାଦ୍‌ ପଡ଼ିଛନ୍ତି। ତାଙ୍କ ବଦଳରେ ଇଶାନ କିଷନ ଖେଳିବେ। ସେହିଭଳି ଫର୍ମରେ ନ ଥିବା ଭୁବନେଶ୍ୱର କୁମାରଙ୍କ ବଦଳରେ ଶାର୍ଦ୍ଦୁଳ ଠକୁରଙ୍କୁ ଦଳରେ ଯାଗା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ରିଗଡ଼ ଅଭୟାରଣ୍ୟ: ବିରଳ ବନ୍ୟପ୍ରାଣୀଙ୍କ ସଂଖ୍ୟା ବଢୁଛି

ସାରା ଦେଶରେ ବିରଳ ତଥା ସଂରକ୍ଷିତ ଧାରା ‘ସିଡ୍ୟୁଲ-୧’ ଶ୍ରେଣୀଭୁକ୍ତ ବନ୍ୟପ୍ରାଣୀଙ୍କ ସଂଖ୍ୟା କମୁଥିବା ବେଳେ ଡେବ୍ରିଗଡ଼ ଅଭୟାରଣ୍ୟରେ ଏମାନଙ୍କ ସଂଖ୍ୟା ବୃଦ୍ଧି ପାଉଛି ବୋଲି ହୀରାକୁଦ…

ସେପ୍ଟେମ୍ୱର ୧୧ରେ ଶୁକ୍ରଙ୍କ ନକ୍ଷତ୍ର ପରିବର୍ତ୍ତନରେ ଫିଟିଯିବ ଭାଗ୍ୟ, ୫ ରାଶିଙ୍କ ଉପରେ ଧନବର୍ଷା

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ ଶୁକ୍ରବାର ରାତି ୧୧ଟା ୧୯ ମିନିଟରେ ସ୍ୱାତୀ ନକ୍ଷତ୍ରରେ ପ୍ରବେଶ କରିବେ। ଶୁକ୍ର ଗ୍ରହଙ୍କର ସ୍ୱାତୀ ନକ୍ଷତ୍ରରେ ଗୋଚର ଫଳରେ…

ଶୋଇଥିଲେ ସ୍ତ୍ରୀ-ସ୍ବାମୀ, ଭୁଶୁଡିଲା କାନ୍ଥ: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୪।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲଜ ଅନ୍ତର୍ଗତ ତୁଳସୀପୁର ଗ୍ରାମରେ ଏକ ଅଭାବନୀୟ ଘଟଣାରେ ସ୍ବାମୀର ମୃତ୍ୟୁ ହୋଇଯାଇଥିବାବେଳେ ସ୍ତ୍ରୀ ଗୁରୁତର ହୋଇ କେନ୍ଦ୍ରାପଡା ଡାକ୍ତରଖାନାରେ…

ତ୍ରିଶୂଳୀ ସୁଡ଼ଙ୍ଗ ଭିତରେ ‘ହରେ କୃଷ୍ଣ’ ଜପ କରୁଥିଲେ ସଞ୍ଜୟ; ଜନ୍ମାଷ୍ଟମୀରେ ମିଳିଲା ନୂଆ ଜୀବନ

କାଠମାଣ୍ଠୁ,୪।୯: ନେପାଳର ତ୍ରିଶୁଳିରେ ଥିବା ଏକ ଜଳବିଦ୍ୟୁତ ପ୍ରକଳ୍ପର ସୁଡ଼ଙ୍ଗରୁ ଶୁକ୍ରବାର ଦୁଇଜଣ ଶ୍ରମିକଙ୍କୁ ଜୀବିତ ଉଦ୍ଧାର କରାଯାଇଛି। ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟା…

ସାମୁଦ୍ରିକ ଜୁଆର ମାଡ଼ରେ ଧସିଲା ଘେରିବନ୍ଧ, ଗାଁ ପ୍ରତି ଘନେଇଲା ବିପଦ

ମହାକାଳପଡ଼ା,୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ସାମୁଦ୍ରିକ ଝଡ଼ ଜୁଆର ମାଡ଼ିବା ଅଞ୍ଚଳକୁ ସୁରକ୍ଷା ବ୍ୟବସ୍ଥା ପାଇଁ କୋଟି କୋଟି ଟଙ୍କା ବ୍ୟୟରେ…

ତୁମ ପରି କେହି ନାହିଁ…ଇମୋଶନାଲ ହେଲେ ଅକ୍ଷୟ କୁମାର

ପ୍ରବୀଣ ହାସ୍ୟ ଅଭିନେତା ଏବଂ ଅଭିନେତା ଅସରାନି ଆଉ ନାହାନ୍ତି ସେ ତାଙ୍କ ଚଳଚ୍ଚିତ୍ର ଏବଂ ଚମତ୍କାର ଅଭିନୟ ମାଧ୍ୟମରେ ସର୍ବଦା ଦର୍ଶକଙ୍କ ହୃଦୟରେ ଜୀବିତ ରହିବେ।…

ରୁଷିଆ-କରାଚି ରୁଟରେ ଭାରତୀୟ ଜାହାଜ ଉପରେ ଡ୍ରୋନ ଆକ୍ରମଣ; ଅଳ୍ପକେ ବର୍ତ୍ତିଲେ ୨୩ ଭାରତୀୟ ନାବିକ

ନୂଆଦିଲ୍ଲୀ,୪।୯: ସେପ୍ଟେମ୍ବର ୨, ୨୦୨୬ ରେ, ଭାରତୀୟ କର୍ମଚାରୀଙ୍କ ଦ୍ୱାରା ପରିଚାଳିତ ଏବଂ ରୁଷିଆର ନୋଭୋରୋସିସ୍କରୁ କରାଚୀ ଯାଉଥିବା ମାଲବାହୀ ଜାହାଜ MV BARYON (IMO 9151412)…

‘ଭାରତର ୪ବନ୍ଧ ଆମ ପାଇଁ ଡେଥ ଓ୍ବାରେଣ୍ଟ’, ଘାବରେଇଲେଣି ପାକିସ୍ତାନୀ ଏକ୍ସପର୍ଟ, ଧମକ ଦେଇ କହିଲେ…

ଇସଲାମାବାଦ,୪।୯: ଭାରତ ସିନ୍ଧୁ ଜଳ ଚୁକ୍ତିନାମାକୁ ସ୍ଥଗିତ ରଖିବାକୁ ପଦକ୍ଷେପ ନେବା ପରଠାରୁ ପାକିସ୍ତାନ ବିଷ ଓଗାଳି ଚାଲିଛି। ଇତିମଧ୍ୟରେ, ପାକିସ୍ତାନୀ ଜଳ ବିଶେଷଜ୍ଞ ରସିଦ ଆବାସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri