ମୁମ୍ବାଇକୁ ୧୭୭ରେ ପହଞ୍ଚାଇଲା ଇଶାନଙ୍କ ବିସ୍ଫୋରକ ଅର୍ଦ୍ଧଶତକ

ମୁମ୍ବାଇ,୨୭।୩: ଚଳିତ ଆଇପିଏଲର ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଚାଲିଥିବା ଲିଗ୍‌ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସକୁ ଭଲ ଆରମ୍ଭ ଦେଇଥିଲେ ରୋହିତ ଶର୍ମା ଏବଂ ଇଶାନ କିଷନ। ଦୁହେଁ ୮ ଓଭରରେ ୬୭ ରନ୍‌ କରିଥିଲେ। କିନ୍ତୁ ରୋହିତ ଶର୍ମା (୪୧) ଆଉଟ୍‌ ହେବା ପରେ ମୁମ୍ବାଇର ବ୍ୟାଟିଂ ଲାଇନ୍‌ ଦିଗହରା ହୋଇଯାଇଥିଲା। ଦଳ କ୍ରମାଗତ ବ୍ୟବଧାନରେ ଅନମୋଲପ୍ରୀତ ସିଂ (୮), ତିଲକ ବର୍ମା (୨୨), କିରନ ପୋଲାର୍ଡ (୩)ଙ୍କ ଉଇକେଟ ହରାଇଥିଲା। ୪ ଉଇକେଟ ମଧ୍ୟରୁ ଦିଲ୍ଲୀକୁ ୩ ସଫଳତା ଆଣି ଦେଇଥିଲେ କୁଲଦୀପ ଯାଦବ। ଏଥିଯୋଗୁ ମୁମ୍ବାଇ ୧୬ ଓଭର ସୁଦ୍ଧା ୪ ଉଇକେଟ ହରାଇ ୧୨୨ ରନ୍‌ କରିଥିଲା। ତା’ ପରେ ଇଶାନ ନିମ୍ନକ୍ରମର ବ୍ୟାଟରଙ୍କ ସହ ମିଶି ଅନ୍ତିମ ୪ ଓଭରରେ ୫୪ ଯୋଡ଼ି ଦଳୀୟ ସ୍କୋରକୁ ୧୭୭ରେ ପହଞ୍ଚାଇଥିଲେ। ମୁମ୍ବାଇ ଇଣ୍ଡିଆ ୨୦ ଓଭରରେ ୫ ଉଇକେଟ ହରାଇ ୧୭୭ ରନ୍‌ କରିବାକୁ ସକ୍ଷମ ହୋଇଥିଲା। ଶେଷ ପର୍ଯ୍ୟନ୍ତ ନଟ୍‌ଆଉଟ୍‌ ଥିବା କିଷନ ୮୦ ରନ୍‌ କରିଥିଲେ। ତାଙ୍କ ଇନିଂସରେ ସାମିଲ ଥିବା ୧୧ ଚୌକା ଓ ଛକା।


Enter your email to get our daily news in your inbox.

All Right Reserved By Dharitri.Com

୧୦ ସିଜନ…୪୦୦ପ୍ଲସ ରନ…,ଇତିହାସ ରଚିଲେ କୋହଲି, ଆଇପିଏଲରେ ଏମିତି କରିଥିବା ପ୍ରଥମ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୫।୪: ବିରାଟ କୋହଲି ଆଇପିଏଲ ୨୦୨୪ରେ ଭଲ ବ୍ୟାଟିଂ କରୁଛନ୍ତି। କୋହଲି ତାଙ୍କ ନାମରେ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମ୍ୟାଚରେ ଏକ ବଡ଼ ସଫଳତା ହାସଲ...

ପନ୍ତଙ୍କ ପରେ ଦ୍ୱିତୀୟ ୱିକେଟ୍ କିପର କିଏ ? ହାର୍ଦ୍ଦିକଙ୍କ ପାଇଁ ଚିନ୍ତାର କାରଣ ଖରାପ ଫର୍ମ; ଅକ୍ସର, ଆବେଶ, ବିଷ୍ଣୋଇଙ୍କ ମଧ୍ୟରୁ ଜଣେ

ମୁମ୍ବାଇ,୨୫।୪: ଟି -୨୦ ବିଶ୍ୱକପରେ ଭାରତର ୱିକେଟ୍ କିପର କିଏ ହେବେ? ବର୍ତ୍ତମାନ ଭାରତୀୟ ପ୍ରଶଂସକଙ୍କ ମାନେ ଏହା ସବୁଠୁ ବଡ଼ ପ୍ରଶ୍ନ। ଦୁର୍ଘଟଣାରୁ ଫେରିବା...

‘ଆମେ ୬ ବଲ୍‌ରେ ୬ ଛକା ମାରିବୁ’

ଲକ୍ଷ୍ନୌ,୨୫।୪: ସମାଜବାଦୀ ପାର୍ଟୀ(ଏସ୍‌ପି) ମୁଖ୍ୟ ଅଖିଳେଶ ଯାଦବ ଗୁରୁବାର କନୈାଜ ଲୋକ ସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହାପରେ ସେ ଭାଜପା ପ୍ରାର୍ଥୀ ସୁବ୍ରତ...

ଏହି ଟିମ୍‌ ହେବ ଏଥର ଆଇପିଏଲ୍‌ ଚାମ୍ପିୟନ୍‌: ଭବିଷ୍ୟବାଣୀ କଲେ ୱାସିମ ଆକ୍ରମ

ନୂଆଦିଲ୍ଲୀ,୨୫।୪: ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ୱାସିମ ଆକ୍ରମ ଆଇପିଏଲ ୨୦୨୪ର ବିଜେତାକୁ ନେଇ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି, ଏହା ପୂର୍ବାନୁମାନ କରିବା କଷ୍ଟକର...

ପନ୍ତଙ୍କ ଛକାରେ କ୍ୟାମେରାମ୍ୟାନ୍‌ ଆହତ: ମ୍ୟାଚ୍‌ ପରେ ଏମିତି କଥା କହି ସମସ୍ତଙ୍କ ହୃଦୟ ଜିତିଲେ

ନୂଆଦିଲ୍ଲୀ,୨୫।୪: ଆଇପିଏଲ୍‌ ୨୦୨୪ରେ ରିଷଭ ପନ୍ତ ଭଲ ଫର୍ମ ଦେଖାଉଛନ୍ତି। ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଖେଳାଯାଇଥିବା ଟୁର୍ନାମେଣ୍ଟର ୪୦ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ ଏକ...

ଏହି କ୍ରିକେଟର୍‌ଙ୍କୁ ଆକ୍ରମଣ କଲା ଚିତାବାଘ: ପୋଷା କୁକୁର ବଞ୍ଚାଇଦେଲା ଜୀବନ

ହରାରେ,୨୫।୪: ଜିମ୍ବାୱେର ପୂର୍ବତନ କ୍ରିକେଟର ଗାଏ ହ୍ବିଟଲଙ୍କୁ ଏକ ଚିତାବାଘ ଆକ୍ରମଣ କରିଛି। ଏହି ଆକ୍ରମଣରେ ସେ ଗୁରୁତର ଆହତ ହୋଇଛନ୍ତି। ପୋଷା କୁକୁର ତାଙ୍କ...

ଯଦି ଫାଇନାଲରେ କୁମ୍ବଲେଙ୍କ ଏହି କଥା ମାନିଥାନ୍ତେ ଉଥପ୍ପା, ଆଇପିଏଲ୍‌ ଚାମ୍ପିୟନ ହୋଇଥାନ୍ତା RCB

ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ ସମୟରେ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଲୋକପ୍ରିୟ ଟିମ୍‌ ମଧ୍ୟରେ ରହିଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ। ଏହାଛଡ଼ା ରୟାଲ ଚ୍ୟାଲେଞ୍ଜର୍ସ...

ଗୋଟିଏ ବଲ୍‌ରେ ପଲଟିଗଲା ପୂରା ମ୍ୟାଚ୍‌: ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫।୪: ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସକୁ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନ୍‌ରେ ପରାସ୍ତ କରିଛି। ମୁକେଶ କୁମାର ଶେଷ ଓଭରରେ ଭଲ ବୋଲିଂ କରିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri