Posted inଖେଳ

‘ପରାରୁଛ ନା ଗାଳି କରୁଛ’; କାହିଁକି ଇଶାନ୍ତ ଶର୍ମାଙ୍କୁ ଏମିତି କହିଲେ କୋହଲି

ସାଉଥମ୍ପଟନ,୨୧।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ଫାଇନାଲରେ ନ୍ୟୁଜିଲାଣ୍ଡ ଟିମ ଇଣ୍ଡିଆ ଉପରେ ଭାରୀ ପଡିଛି। ମ୍ୟାଚର ତୃତୀୟ ଦିନରେ ପ୍ରଥମ ଇନିଂସରେ ୨୧୭ରନ ସ୍କୋର କରିବା ପରେ ଟିମ ଇଣ୍ଡିଆ ଅଲଆଉଟ ହୋଇଥିଲା। ଦଳ ୬୮ ରନ ପାଇଁ ଶେଷ ୭ ଉଇକେଟ ହରାଇଥିଲା। ଏହାର ଜବାବରେ ନ୍ୟୁଜିଲାଣ୍ଡ ତୃତୀୟ ଦିନ ଖେଳ ଶେଷ ହେବା ବେଳକୁ ୨ ଉଇକେଟ୍‌ ହରାଇ ୧୦୧ ରନ ସଂଗ୍ରହ କରିଥିଲା। ଡିଭନ କନୱେ ୫୪ ଏବଂ ଟମ ଲାଥାମ ୩୦ ରନରେ ଆଉଟ୍‌ ହୋଇଛନ୍ତି।
ନ୍ୟୁଜିଲାଣ୍ଡ ଇନିଂସର ୨୮ ଓଭରର ତୃତୀୟ ବଲରେ ଇଶାନ୍ତ ଶର୍ମା ଡିଭନ କନୱେଙ୍କ ବିରୋଧରେ ଦୃଢ ଏଲବିଡବ୍ଲୁ ଆବେଦନ କରିଥିଲେ। କିନ୍ତୁ ଅମ୍ପାୟାର ବ୍ୟାଟ୍ସମ୍ୟାନଙ୍କୁ ଆଉଟ ଦେଇ ନ ଥିଲେ। ତେବେ ରିପ୍ଲାଏରେ ଏହା ସ୍ପଷ୍ଟ ହୋଇଥିଲା ଯେ ବଲ୍‌ ବ୍ୟାଟରେ ନ ବାଜି ରିଷଭ ପନ୍ତଙ୍କ ହାତକୁ ଯାଇଥିଲା। ଏହା ପରେ ମଧ୍ୟ ଇଶାନ୍ତ ଅମ୍ପାୟାରଙ୍କୁ ଅପିଲ୍‌ କରିଥିଲେ। ଏହା ଉପରେ ବିରାଟ କୋହଲି କହିଥିଲେ ଯେ ଆପଣ ଅମ୍ପାୟାରଙ୍କୁ ପଚାରୁଛ ନା ଗାଳି କରୁଛ। ଭାରତୀୟ ଦଳ ଏହି ମ୍ୟାଚ୍‌ରେ ତିନି ଦ୍ରୁତ ବୋଲର ଜସପ୍ରୀତ ବୁମ୍‌ରା, ମହମ୍ମଦ ଶାମି ଏବଂ ଇଶାନ୍ତଙ୍କ ଏହି ମ୍ୟାଚରେ ଅବତରଣ କରିଛି। ଆର ଅଶ୍ୱିନ ଏବଂ ରବିନ୍ଦ୍ର ଜାଡେଜା ସ୍ପିନର ଭାବରେ ଖେଳୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri