Posted inଖେଳ

ଟେଷ୍ଟରେ ୩୦୦ ଉଇକେଟ ପୂରଣ କଲେ ଈଶାନ୍ତ

ଚେନ୍ନାଇ, ୮ା୨- ଭେଟେରାନ ପେସର ଈଶାନ୍ତ ଶର୍ମା ସୋମବାର କିମ୍ବଦନ୍ତୀ ଭାରତୀୟ ବୋଲରଙ୍କ ତାଲିକାରେ ସ୍ଥାନ ପାଇଛନ୍ତି। ଏଠାରେ ଚାଲିଥିବା ପ୍ରଥମ ଟେଷ୍ଟର ଚତୁର୍ଥ ଦିନରେ ଇଂଲଣ୍ଡ ବ୍ୟାଟ୍ସମ୍ୟାନ ଡାନ ଲରେନ୍ସଙ୍କୁ ଏଲବିଡବ୍ଲ୍ୟୁ ଆଉଟ୍‌ କରି ଟେଷ୍ଟ କ୍ରିକେଟରେ ୩୦୦ ଉଇକେଟ ପୂରଣ କରିଛନ୍ତି ଈଶାନ୍ତ। ଏହି ସଫଳତା ପାଇବାରେ ସେ ଦେଶର ୬ଷ୍ଠ ଓ ତୃତୀୟ ପେସର।

୩୨ ବର୍ଷୀୟ ପେସର କ୍ୟାରିୟରର ୯୮ ତମ ଟେଷ୍ଟରେ ଏହି ମାଇଲଷ୍ଟୋନରେ ପହଞ୍ଚିଛନ୍ତି। ଭାରତ ପାଇଁ ଟେଷ୍ଟ କ୍ରିକେଟରେ ସର୍ବାଧିକ ଉଇକେଟ ନେଇଥିବା ବୋଲରଙ୍କ ତାଲିକାରେ ଶୀର୍ଷରେ ରହିଛନ୍ତି ଅନୀଲ କୁମ୍ବଲେ। ତାଙ୍କ ନାମରେ ରହିଛି ୬୧୯ ଉଇକେଟ। ତାଙ୍କ ପଛକୁ ରହିଛନ୍ତି କପିଳ ଦେବ (୪୩୪ ଉଇକେଟ), ହରଭଜନ ସିଂ (୪୧୭), ରବିଚନ୍ଦ୍ରନ ଅଶ୍ୱିନ (୩୮୬ ଚେନ୍ନାଇ ଟେଷ୍ଟକୁ ମିଶାଇ) ଓ ଜାହିର ଖାନ (୩୧୧)।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା-ଗୁଲୁଆଙ୍କୁ ନେଇ ମୁହଁ ଖୋଲିଲେ ସାଙ୍ଗ, କହୁକହୁ କହିଦେଲେ ଭିତିରି କଥା…

ଭୁବନେଶ୍ୱର,୨୭ା୧୨: ଥମୁନି ୟୁଟ୍ୟୁବର ଦମ୍ପତି ତଥା କମେଡିଆନ ଗୁଲୁଆ-ବର୍ଷାଙ୍କ ବିବାଦ। ତାଙ୍କ ସହ ଅତି ନିକଟତର ଥିବା ଜଣଙ୍କ ପରେ ଜଣେ ବ୍ୟକ୍ତି ମିଡିଆ ସାମ୍ନାକୁ...

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

World Richest Indian-Origin: ବିଶ୍ୱର ସବଠାରୁ ଧନୀ ଭାରତୀୟ ମୂଳ ବାସିନ୍ଦା CEO ହେଲେ ଜୟଶ୍ରୀ ଉଲ୍ଲାଲ,ପଛରେ ରହିଗଲେ…

ନୂଆଦିଲ୍ଲୀ,୨୭।୧୨: ବହୁ ବର୍ଷ ଧରି, ଯେତେବେଳେ ବି ବିଶ୍ୱ ଟେକ ଇଣ୍ଡଷ୍ଟ୍ରି ବା ଶିଳ୍ପ ସବୁଠାରୁ ଧନୀ ଭାରତୀୟ ବଂଶୋଦ୍ଭବ ସିଇଓଙ୍କ ବିଷୟରେ ଆଲୋଚନା କରୁଥିଲା,...

ସଲମାନଙ୍କ ଜନ୍ମଦିନରେ ଏମିତି କହି ଶୁଭେଚ୍ଛା ଜଣାଇଲେ କ୍ୟାଟ୍ରିନା

ବଲିଉଡ ସୁପରଷ୍ଟାର ସଲମାନ ଖାନ ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଅନେକ ବଲିଉଡ ସେଲିବ୍ରିଟି ମଧ୍ୟ...

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

୨୦୨୬ରେ ବନ୍ଦ ହୋଇଯିବ ଏସବୁ ସରକାରୀ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୭।୧୨: କେନ୍ଦ୍ର ସରକାର ଏବେ ସାର୍ୱଜନୀନ କ୍ଷେତ୍ର ବ୍ୟାଙ୍କ (PSU ବ୍ୟାଙ୍କ)ର ପ୍ରତିଛବି ଏବଂ ଭାଗ୍ୟ ଉଭୟକୁ ପରିବର୍ତ୍ତନ କରିବାକୁ ପ୍ରସ୍ତୁତ ହେଉଛନ୍ତି। ରିପୋର୍ଟ ଅନୁଯାୟୀ,...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri