Posted inଖେଳ

ଏହି ଭାରତୀୟ କ୍ରିକେଟରଙ୍କ ନାମରେ ରହିଛି ଏକ ଲଜ୍ଜାଜନକ ରେକର୍ଡ: ଗୋଟିଏ ଭୁଲ୍‌ ଯୋଗୁ ଐତିହାସିକ ରନ୍‌ କରିଥିଲେ ବ୍ୟାଟ୍ସମ୍ୟାନ୍‌

ନୂଆଦିଲ୍ଲୀ,୯।୧: ଭାରତୀୟ କ୍ରିକେଟ ଟିମ ଏବେ ଉନ୍ନତମାନର ଫିଲ୍ଡିଂ ପାଇଁ ଜଣାଣୁଣା। ହେଲେ ଏପରି ଏକ ସମୟ ଥିଲା ଯେତେବେଳେ ଦଳ ଭଲ ଫିଲ୍ଡିଂ କରୁ ନ ଥିଲା। ବିଶେଷକରି କିଛି ଖେଳାଳି ନିଜର ଫିଲ୍ଡିଂକୁ ନେଇ ସମାଲୋଚନାର ଶିକାର ହୋଇଛନ୍ତି। ସେଭଳି ଜଣେ ହେଲେ ଭାରତର ଦ୍ରୁତ ବୋଲର ଇଶାନ୍ତ ଶର୍ମା। ଏହି କ୍ରିକେଟରଙ୍କ ନାମରେ ଭିନ୍ନ ରେକର୍ଡ ରହିଛି।

ଈଶାନ୍ତ କ୍ୟାଚ୍‌ ଛାଡ଼ିବାକୁ ନେଇ ଲଜ୍ଜାଜନକ ରେକର୍ଡ କରିଛନ୍ତି। ଫିଲ୍ଡିଂ ସମୟରେ ସେ ଏଭଳି ୩ କ୍ରିକେଟରଙ୍କ କ୍ୟାଚ୍‌ ଛାଡ଼ିଥିଲେ, ଯାହା ଫଳରେ ସେମାନେ ୨୧ ଶତାଦ୍ଦିର ସବୁଠାରୁ ଅଧିକ ରନ୍‌ କରିବାରେ ସଫଳ ହୋଇଥିଲେ। ଈଶାନ୍ତଙ୍କ ଜୀବନଦାନ ବଳରେ ଏଲିଷ୍ଟର କୁକ୍‌(ଇଂଲଣ୍ଡ)-୨୯୪ରନ୍‌, ମାଇକେଲ୍‌ କ୍ଲାର୍କ(ଅଷ୍ଟ୍ରେଲିଆ)-୨୩୯ରନ୍‌, ବ୍ରେଡନ୍‌ ମୈକୁଲମ୍‌(ନ୍ୟୁଜିଲାଣ୍ଡ)-୩୦୨ରନ୍‌ କରିଥିଲେ। ପ୍ରାରମ୍ଭରୁ ସେମାନେ କ୍ୟାଚ୍‌ ଆଉଟ୍‌ ହୋଇଥିଲେ ଏଭଳି ଐତିହାସିକ ସ୍କୋର କରିପାରି ନ ଥାନ୍ତେ। ହେଲେ ଈଶାନ୍ତଙ୍କ ଯୋଗୁ ଏଭଳି ସମ୍ଭବ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଓସିଏ କର୍ମକର୍ତ୍ତା ନିର୍ବାଚନ: ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶିତ; ୫ ପଦବୀ ପାଇଁ ୧୦ ପ୍ରାର୍ଥୀ

କଟକ ଅଫିସ,୨୩ା୯-  ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ନିର୍ବାଚନ ନିମନ୍ତେ ରବିବାର ଘୋଷଣା ହୋଇଛି ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା । ୫ ପଦବୀରେ ଏବେ ସାମ୍ନାସାମ୍ନି ହେବେ...

ଜାତୀୟ ସବ୍‌ଜୁନିୟର ଟେନିସ କ୍ରିକେଟ: ଓଡ଼ିଶା ଚାମ୍ପିୟନ

ଭୁବନେଶ୍ୱର, ୧୫।୧୦(କ୍ରୀଡ଼ା ପ୍ରତିନିଧି)- ଜାତୀୟ ସବ୍‌ଜୁନିୟର ଟେନିସ କ୍ରିକେଟର ୪ର୍ଥ ସଂସ୍କରଣ ସୋମବାର ଉଜ୍ଜୟିନୀରେ ଉଦ୍‌ଯାପିତ ହୋଇଛି। ଏହାର ଫାଇନାଲରେ ଝାଡ଼ଖଣ୍ଡକୁ ୬୬ ରନରେ ହରାଇ...

ସମସ୍ୟାରେ ‘ଜନ ଧନ’ ଆକାଉଣ୍ଟଧାରୀ କ୍ରିକେଟର

ନୂଆଦିଲ୍ଲୀ, ୧୮ା୫ (ପି.ଟି.)-‘ଜନ ଧନ’ ଆକାଉଣ୍ଟ ଥିବା ୬ଜଣ ଜୁନିୟର କ୍ରିକେଟର ଏବେ ସମସ୍ୟାରେ ପଡ଼ିଛନ୍ତି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସେମାନଙ୍କ ଆକାଉଣ୍ଟରେ...

ଇଣ୍ଡିଆନ ସୁପର ଲିଗ୍:‌ ନର୍ଥଇଷ୍ଟଠାରୁ ହାରିଲା ଓଡ଼ିଶା, ଶୀର୍ଷରେ ଏଟିକେ ମୋହନ ବାଗାନ

ଭାସ୍କୋ,୧୫।୨: ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ରବିବାର ଖେଳାଯାଇଥିବା ମ୍ୟାଚ୍‌ରେ ନର୍ଥଇଷ୍ଟ ୟୁନାଇଟେଡ ଏଫ୍‌ସିଠାରୁ ୩-୧ ଗୋଲରେ ଓଡ଼ିଶା ପରାସ୍ତ ହୋଇଛି। ସ୍ଥାନୀୟ ତିଳକ ମଇଦାନରେ...

୯ ବର୍ଷ ବୟସରେ ପଣ୍ଟିଂଙ୍କ ବ୍ୟାଟିଂ ଦେଖି ଭୟରେ ନିୟମ ବଦଳାଇ ଦେଇଥିଲା ସ୍କୁଲ

ନୂଆଦିଲ୍ଲୀ: ଅଷ୍ଟ୍ରେଲିଆର ପ୍ରାକ୍ତନ ଅଧିନାୟକ ରିକି ପଣ୍ଟିଂ ତାଙ୍କ ନେତୃତ୍ୱରେ ଦେଶକୁ ୨ଥର ବିଶ୍ୱ ଚାମ୍ପିୟନ କରାଇଛନ୍ତି। ତାଙ୍କୁ ବିଶ୍ୱର ଅନ୍ୟତମ ଶ୍ରେଷ୍ଠ ଅଧିନାୟକ ଭାବେ...

ବାଙ୍ଗାଲୋର ୧ ରନରେ ବିଜୟୀ

ବେଙ୍ଗାଲୁରୁ, ୨୨।୪- ଧୋନୀ ଧମାକା ସତ୍ତ୍ୱେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ଅନୁଷ୍ଠିତ ମ୍ୟାଚରେ ୧ ରନରେ ଚେନ୍ନାଇ ସୁପରକିଙ୍ଗ୍ସକୁ ପରାସ୍ତ...

ଭାରତର ଅଲିମ୍ପିକ ଥିମ୍‌ ଗୀତ ଉନ୍ମୋଚିତ

ନୂଆଦିଲ୍ଲୀ, ୨୪ା୬ (ପି.ଟି.)- ଭାରତର ଅଫିସିଆଲ ଅଲିମ୍ପିକ ଥିମ୍‌ ଗୀତ ବୁଧବାର ଉନ୍ମୋଚିତ ହୋଇଯାଇଛି। କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ ଇଭେଣ୍ଟର ମୁଖ୍ୟ ଅତିଥି ଥିଲେ। ‘ଲକ୍ଷ୍ୟ...

ପାକିସ୍ତାନରେ ହେବ ୨୦୨୫ ଚାମ୍ପିୟନ୍ସ ଟ୍ରଫି

ଦୁବାଇ,୧୬।୧୧: ୨୦୨୪ରୁ ୨୦୩୧ ମଧ୍ୟରେ ହେବାକୁ ଥିବା ପ୍ରତ୍ୟେକ ଆଇସିସି ଇଭେଣ୍ଟର ଆୟୋଜକଙ୍କ ତାଲିକା ମଙ୍ଗଳବାର ପ୍ରକାଶ କରିଛି ଅନ୍ତର୍ଜାତୀୟ କ୍ରିକେଟ କାଉନ୍ସିଲ। ଅନ୍ତିମ ଥର...

Advertisement
Archives

Model This Week