Posted inଖେଳ

ଦୁଃଖରେ ଭାଙ୍ଗିପଡ଼ିଛନ୍ତି ଈଶାନ୍ତ, କହିଲେ-‘ଏହି ଅଭିଶାପକୁ ଆଶୀର୍ବାଦ ଭଳି ଗ୍ରହଣ କରିଛି’..

ନୂଆଦିଲ୍ଲୀ,୨୪ା୨: ଭାରତ-ଇଲଂଣ୍ଡ ମଧ୍ୟରେ ଖେଳାଯିବାକୁ ଥିବା ତୃତୀୟ ଟେଷ୍ଟ ମ୍ୟାଚ୍‌ କ୍ରିକେଟର ଇଶାନ୍ତ ଶର୍ମାଙ୍କ କ୍ୟାରିୟରର ୧୦୦ତମ ମୁକାବିଲା ହେବ। କୌଣସି ଖେଳାଳି ପାଇଁ ଏହା ବେଶ ଗୌରବର ସମୟ। ଏହାସତ୍ତ୍ୱେ ବେଶ୍‌ ଖୁସି ନାହାନ୍ତି ଈଶାନ୍ତ। ଜୀବନର ବଡ଼ ମୁକାବିଲା ଖେଳିବା ପୂର୍ବରୁ ସେ ନିଜର ଦୁଃଖ ବାଣ୍ଟିଛନ୍ତି।

ଇତିମଧ୍ୟରେ ଈଶାନ୍ତ ୯୯ ଟେଷ୍ଟ ଖେଳିଥିବା ବେଳେ ୩୦୨ ରନ୍‌ କରି ରେକର୍ଡ ସଫଳତା ହାସଲ କରିଛନ୍ତି ହେଲେ ସୀମିତ ଓଭର କ୍ରିକେଟ ଟିମ୍‌(ଦିନିକିଆ ଏବଂ ଟି୨୦) ଦଳରେ ତାଙ୍କର ଚୟନ ହୋଇନାହିଁ। ଏହି ଦୁଃଖ ସେ ଦୀର୍ଘଦିନରୁ ସହି ଆସୁଛନ୍ତି। ଏଥିନେଇ ପଚରାଯିବାରେ ଈଶାନ୍ତ କହିଛନ୍ତି, ଏହାକୁ ମୁଁ ଆଶୀର୍ବାଦ ଭଳି ଗ୍ରହଣ କରିଛି। ସୀମିତ ଓଭରର କ୍ରିକେଟ ଖେଳିବାକୁ ଚାହେଁ। ହେଲେ ଯଦି ଖେଳିବାକୁ ସୁଯୋଗ ମିଳୁନାହିଁ ତେବେ ଅଭ୍ୟାସ ଜାରି ରଖିବା ଠିକ୍‌। ଏଥିସହ ଦିନିକିଆରେ ଚୟନ ନହେବା ଯୋଗୁ ଟେଷ୍ଟ କ୍ରିକେଟରେ ପ୍ରଦର୍ଶନ ଉପରେ ପ୍ରଭାବ ପଡ଼ୁ ତାହା ଚାହୁଁନାହିଁ। ଗୋଟିଏ ଫର୍ମାଟରେ ଖେଳୁଛି ତାହା ବଡ଼ କଥା। ଏହାର ଅର୍ଥ ନୁହେଁ ଯଦି ତିନି ଫର୍ମାଟରେ ଖେଳିଥାନ୍ତି, ତେବେ ଟେଷ୍ଟ କ୍ରିକେଟ ଉପରେ ପ୍ରଭାବ ପଡ଼ିଥାନ୍ତା। ହୁଏତ ଅଧିକ ସମୟ ଲାଗିଥାନ୍ତା। ମୁଁ ଏବେ ୩୨ ବର୍ଷର ୪୨ ବର୍ଷର ନୁହେଁ ବୋଲି ସେ ମଧ୍ୟ କହିଛନ୍ତି।

ଈଶାନ୍ତଙ୍କ ଦିନିକିଆ କ୍ୟାରିୟର:
ମ୍ୟାଚ୍‌-୮୦
ଉଇକେଟ: ୧୧୫
ଶ୍ରେଷ୍ଠ ପ୍ରଦର୍ଶନ: ୪/୩୪
୪ ଉଇକେଟ: ୬ଥର
ଶେଷ ଦିନିକିଆ ମ୍ୟାଚ୍‌: ଭାରତ ବନାମ ଅଷ୍ଟ୍ରେଲିଆ(୨୦୧୬)


Enter your email to get our daily news in your inbox.

All Right Reserved By Dharitri.Com

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

ଯୁଦ୍ଧ ଭିତରେ ଆମେରିକାରେ ରାଷ୍ଟ୍ରପତି ପଦ ଛାଡିବେ ଟ୍ରମ୍ପ? ନିଜେ କହିଦେଲେ…

ଓ଼୍ବାଶିଂଟନ,୭।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଠାରୁ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଆସିଛି। ସେ ଦାବି କରିଛନ୍ତି ଯେ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri