ପାକିସ୍ତାନର ମଧ୍ୟବର୍ତ୍ତିକାଳୀନ ପ୍ରଧାନମନ୍ତ୍ରୀ ହୋଇପାରନ୍ତି ଇଶାକ ଡାର

ଇସଲାମାବାଦ,୨୩।୭: ପାକିସ୍ତାନର ଶାସକ ଦଳ ମୁସଲିମ ଲିଗ-ନଓ୍ବାଜ ନିଜର ଅର୍ଥମନ୍ତ୍ରୀ ଇଶାକ ଡାରଙ୍କୁ ଦେଶର ମଧ୍ୟବର୍ତ୍ତିକାଳୀନ ପ୍ରଧାନମନ୍ତ୍ରୀ କରିବାକୁ ନେଇ ବିଚାର କରୁଛନ୍ତି। ପାକିସ୍ତାନୀ ଗଣମାଧ୍ୟମ ପକ୍ଷରୁ ଏହି ଖବର ସାମ୍ନାକୁ ଆସୁଛି। ସୂଚନାଯୋଗ୍ୟ, ପାକିସ୍ତାନରେ ଶୀଘ୍ର ସାଧାରଣ ନିର୍ବାଚନ ହେବାକୁ ଯାଉଛି। ପାକିସ୍ତାନର ଶେହବାଜ ସରିଫ ସରକାର ନିର୍ବାଚନ ଆଇନ ୨୦୧୭ ରେ ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଚଳାଇଛନ୍ତି, ଯେଉଁଥିପାଇଁ ଇଶାକ ଡାରଙ୍କ ନାମ ମଧ୍ୟବର୍ତ୍ତୀକାଳୀନ ପ୍ରଧାନମନ୍ତ୍ରୀ ପଦ ପାଇଁ ଆଲୋଚନା ହେଉଛି।
ପଡୋଶୀ ଦେଶରେ ମଧ୍ୟ ସାଧାରଣ ନିର୍ବାଚନ ହେବାକୁ ଥିବାବେଳେ ପାକିସ୍ତାନ ଆଇଏମଏଫ ସହ ଆଲୋଚନା କରୁଛି। ଏଭଳି ପରିସ୍ଥିତିରେ ପାକିସ୍ତାନ ସରକାର ଆଇଏମଏଫ ଯୋଜନାରେ ଦେଶରେ ବିଦେଶୀ ପୁଞ୍ଜି ବିନିଯୋଗ ଆଣିବାରେ କୌଣସି ପ୍ରତିବନ୍ଧକ ଚାହୁଁନାହାଁନ୍ତି, ତେଣୁ ନିର୍ବାଚନ ଆଇନରେ ପରିବର୍ତ୍ତନ କରି ମଧ୍ୟବର୍ତ୍ତିକାଳୀନ ସରକାରଙ୍କୁ ଏତେ କ୍ଷମତା ଦିଆଯାଉଛି ଯେ ଆବଶ୍ୟକ ଅର୍ଥନୈତିକ ନୀତି ଏବଂ କାର୍ଯ୍ୟକଳାପ ଜାରି ହୋଇପାରିବ। ଏହି କାରଣରୁ ଅର୍ଥମନ୍ତ୍ରୀ ଇଶାକ ଡାରଙ୍କୁ ମଧ୍ୟବର୍ତ୍ତିକାଳୀନ ପ୍ରଧାନମନ୍ତ୍ରୀ କରିବା ପାଇଁ ପ୍ରସ୍ତୁତି ଚାଲିଛି। ତେବେ ବର୍ତ୍ତମାନ ପାଇଁ ସରକାରଙ୍କ ସହଯୋଗୀ ପାକିସ୍ତାନ ପିପୁଲ୍ସ ପାର୍ଟିର ସହମତି ଆବଶ୍ୟକ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଚାରି ଦିଗରୁ ବର୍ଷିବ ଟଙ୍କା! ବୃହସ୍ପତିଙ୍କ ନକ୍ଷତ୍ର ପରିବର୍ତ୍ତନ, ୬ଟି ରାଶି ଉପରେ ହେବ ଧନବର୍ଷା, ଖୋଲିବ ନୂଆ ସୁଯୋଗର…

୨୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୩ ମିନିଟ୍‌ରେ ଦେବଗୁରୁ ବୃହସ୍ପତି(ଗୁରୁ) କର୍କଟ ରାଶିରେ ଥାଇ ଅଶ୍ଳେଷା ନକ୍ଷତ୍ରର ତୃତୀୟ ପଦକୁ ଗୋଚର କରିଛନ୍ତି। ସେ ଅକ୍ଟୋବର…

କ୍ୟାଟ୍ରିନାଙ୍କ ସମର୍ଥନରେ ସଲମାନ, ବିକିଙ୍କ ନିରବତାକୁ ନେଇ ପ୍ରଶ୍ନ; ଭାଇଜାନ୍‌ଙ୍କଠାରୁ ଶିଖ…

ମୁମ୍ବାଇ,୨୦ା୯: ଗଣେଶ ଚତୁର୍ଥୀ ଅବସରରେ ସ୍ୱାମୀ ବିକି କୌଶଲଙ୍କ ସହ ନଜର ଆସିଥିଲେ ଅଭିନେତ୍ରୀ କ୍ୟାଟ୍ରିନା କୈଫ । ଏହା ପରେ ସୋସିଆଲ ମିଡିଆର କିଛି ପେଜ୍‌…

ଗଣେଶ ମେଢ଼ ଭସାଣିବେଳେ ନିଆଁରେ ପୋଡ଼ି ୩ ଶିଶୁ ଆହତ: ପରିବାରକୁ ଭେଟି ପ୍ରଶାସନର ସହାୟତା

ପୁରୁଷୋତ୍ତମପୁର,୨୦ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଗଣେଶ ମୂର୍ତ୍ତି ଭସାଣିବେଳେ ଜେନେରେଟରରୁ ନିଆଁ ଲାଗି ପୋଡ଼ି ଆହତ ହୋଇଥିଲେ ୩ ଶିଶୁ। ଉକ୍ତ ପରିବାରକୁ ଜିଲାପାଳଙ୍କ ନିର୍ଦ୍ଦେଶ…

ପାକିସ୍ତାନରେ ହଲଚଲ! ଆନ୍ଦୋଳନ ପୂର୍ବରୁ ପୋଲିସ୍‌ର ବଡ଼ କାର୍ଯ୍ୟାନୁଷ୍ଠାନ, ଗିରଫ ହେଲେ….

ଇସଲାମାବାଦ,୨୦ା୯: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଓ ପାକିସ୍ତାନ ତେହରିକ୍‌-ଏ-ଇନ୍‌ସାଫ୍‌ (PTI) ମୁଖ୍ୟ ଇମ୍ରାନ ଖାନ୍‌ଙ୍କ ଭଉଣୀ ଅଲିମା ଖାନ୍‌ଙ୍କୁ ଲାହୋର ପୋଲିସ୍‌ ଗିରଫ କରିଛି । ରବିବାର…

ଭାଜପାକୁ ନେଇ ଅଖିଳେଶ ଯାଦବଙ୍କ ବଡ଼ ଦାବି, ପ୍ରତି ବିଧାନସଭାରେ କମିବ…

ଲକ୍ଷ୍ନୌ,୨୦ା୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନକୁ ନେଇ ସମାଜବାଦୀ ପାର୍ଟି (ସପା) ନିଜର ସଂଗଠନକୁ ମଜବୁତ କରିବା ଆରମ୍ଭ କରିଛି । ଦଳର ପ୍ରଦେଶ କାର୍ଯ୍ୟକାରିଣୀ ବୈଠକ…

ଦୁଇଦିନ ଧରି ଅନୁଷ୍ଠିତ ହେବ ଘୁମୁସର ଗବେଷଣା ପ୍ରତିଷ୍ଠାନର ବାର୍ଷିକ ସମ୍ମିଳନୀ, ଯୋଗ ଦେବେ…

ଭଞ୍ଜନଗର,୨୦ା୯(ବାବୁଲା ପ୍ରଧାନ): ଘୁମୁସର ଗବେଷଣା ପ୍ରତିଷ୍ଠାନର କାର୍ଯ୍ୟକାରିଣୀ ବୈଠକ ରବିବାର ଭଞ୍ଜନଗରସ୍ଥିତ ପ୍ରତିଷ୍ଠାନ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଆଗାମୀ ଦୁଇଦିନିଆ ବାର୍ଷିକ ସମ୍ମିଳନୀ ସମେତ…

ଗର୍ଭବତୀ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ, ଦିଅର କହିଲେ…

ବଲାଙ୍ଗୀର,୨୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ କର୍ଲାପିଟା ଗାଁରେ ରବିବାର ବୀଭତ୍ସ ହତ୍ୟାକାଣ୍ଡ ଘଟିଯାଇଛି। ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ୪ ମାସର ଗର୍ଭବତୀ ସ୍ତ୍ରୀ…

ହଠାତ୍ ଆକ୍ରମଣରେ ଥରିଲା ରୁଷିଆ, ହଜାରେରୁ ଅଧିକ ଡ୍ରୋନ୍‌ ମାଡ଼ କଲା ୟୁକ୍ରେନ

ମସ୍କୋ,୨୦ା୯: ରୁଷିଆ ଉପରେ ୟୁକ୍ରେନ୍‌ ବଡ଼ଧରଣର ଡ୍ରୋନ୍‌ ଆକ୍ରମଣ କରିଛି । ରୁଷିଆର ଅଧିକାରୀଙ୍କ ଦାବି ଅନୁସାରେ, ବିଭିନ୍ନ ଅଞ୍ଚଳରେ ୧,୧୦୦ରୁ ଅଧିକ ୟୁକ୍ରେନୀୟ ଡ୍ରୋନ୍‌ ଉଡ଼ିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?