Posted inଜାତୀୟ

ଆଇଏସ୍‌ଆଇ ଏଜେଣ୍ଟ ଗିରଫ

ନୂଆଦିଲ୍ଲୀ, ୧।୯(ପି.ଟି.): ପାକିସ୍ତାନୀ ଗୋଇନ୍ଦା ସଂସ୍ଥା (ଆଇଏସ୍‌ଆଇ) ପାଇଁ କାର୍ଯ୍ୟ କରୁଥବା ଗୁଜରାଟ ମୁନ୍ଦ୍ରା ଡକ୍‌ୟାର୍ଡର ସୁପରଭାଇଜର ରଜକଭାଇ କୁମ୍ଭାରଙ୍କୁ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ରବିବାର ଗିରଫ କରିଛି। ଗୁଜରାଟ ପଶ୍ଚିମ କଚ୍ଛ ବାସିନ୍ଦା ରଜକଭାଇ ଉତ୍ତରପ୍ରଦେଶ ପ୍ରତିରକ୍ଷା/ଆଇଏସ୍‌ଆଇ ମାମଲା ସହ ସମ୍ପୃକ୍ତ ବୋଲି ଏନ୍‌ଆଇଏର ଜଣେ ଅଧିକାରୀ କହିଛନ୍ତି। ଚାଣ୍ଡୋଲି ଜିଲା ମୋଗଲସରାଇରୁ ମହମ୍ମଦ ରଶିଦ୍‌ ଗିରଫ ହେବା ପରେ ଜାନୁୟାରୀ ୧୯ରେ ଲକ୍ଷ୍ନୌର ଗୋମତିନଗର ଥାନାରେ ଏତଲା ଦାଏର ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଇଏନ୍‌ଏସ୍‌ ଭାଗଶୀର ଲୋକାର୍ପିତ…

ମୁମ୍ବାଇ, ୨୦।୪ : ଭାରତୀୟ ନୌସେନାର ମଜାଗାଓଁ ଡକ ଶିପବିଲ୍ଡର୍ସ ଲିମିଟେଡ ଦ୍ୱାରା ନିର୍ମିତ ପ୍ରୋଜେକ୍ଟ -୭୫ ର ଷଷ୍ଠ ସ୍କୋର୍ପିନ ଶ୍ରେଣୀର ବୁଡ଼ାଜାହାଜ ଆଇଏନ୍‌ଏସ୍‌...

ପଶ୍ଚିମବଙ୍ଗରେ ‘ଖେଳ ହେଲା’ କହିଲେ ଏହି ଅଭିନେତ୍ରୀ

କୋଲକାତା,୩।୫: ପଶ୍ଚିମବଙ୍ଗ, କେରଳ, ତାମିଲନାଡୁ, ଆସାମ ଏବଂ ପୁଡୁଚେରୀରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ତେବେ ଏହିସବୁ ରାଜ୍ୟରେ କିଏ ସରକାର ଗଢ଼ିବେ ସେନେଇ ଲୋକେ...

ଚଳଚ୍ଚିତ୍ର ନିର୍ମାତା କରିମ ମୋରାନିଙ୍କୁ ଇଡିର ସମନ

ମୁମ୍ବାଇ,୨୪।୨: ମହାଠକ ସୁକେଶ ଚନ୍ଦ୍ରଶେଖରଙ୍କ ସହ ଜଡିତ ୨୦୦ କୋଟି ଟଙ୍କାର ଠକେଇ ମାମଲାରେ ଇଡି(ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ) ଚଳଚ୍ଚିତ୍ର ନିର୍ମାତା କରିମ ମୋରାନୀଙ୍କୁ ସମନ ପଠାଇଛି।...

ଆସନ୍ତା ସପ୍ତାହରେ ଭାଜପାରେ ଯୋଗଦେବେ ହାର୍ଦ୍ଦିକ

ଅହମଦାବାଦ,୨୮ା୫(ଆଇଏଏନ୍‌ଏସ୍‌): କଂଗ୍ରେସର ପୂର୍ବତନ କାର୍ଯ୍ୟକାରୀ ସଭାପତି ହାର୍ଦ୍ଦିକ ପଟେଲ ମେ’ ୩୦ କିମ୍ବା ୩୧ରେ ଭାଜପାରେ ଯୋଗଦେବେ। ଏନେଇ ସେ ଶୁକ୍ରବାର ଅହମଦାବାଦରେ ସୂଚନା ଦେଇଛନ୍ତି।...

ନେପାଳ ଯୁବକଙ୍କୁ ଲଣ୍ଡା କରାଇ ମୁଣ୍ଡରେ ଲେଖିଲେ ‘ଜୟ ଶ୍ରୀରାମ’

କାଠମାଣ୍ଡୁ,୧୭।୭:ନିଜ ଗାଦିକୁ ନେଇ ଲାଗି ରହିଥିବା ଅସ୍ଥିରତାକୁ ଘୋଡ଼ାଇବା ପାଇଁ ଭାରତ ବିରୋଧରେ ଅଯଥା ବିଷ ଓଗାଳୁଛନ୍ତି ନେପାଳ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲି। ସେ...

ବରଣମାଳା ପିନ୍ଧାଇଲା ବେଳେ କନ୍ୟାଙ୍କ ମୃତ୍ୟୁ

ଲକ୍ଷ୍ନୌ,୭।୧୨: ଉତ୍ତର ପ୍ରଦେଶ ଲକ୍ଷ୍ନୌରେ ଶିବାଙ୍ଗୀ ନାମ୍ନୀ ଜଣେ ଯୁବତୀଙ୍କର ବିବାହ ମଣ୍ଡପରେ ହୃଦ୍‌ଘାତରେ ମୃତ୍ୟୁ ଘଟିଛି। ବାହାଘର ଦିନ ବିବାହ ମଣ୍ଡପରେ ବର, କନ୍ୟା...

କଂଗ୍ରେସକୁ ଝଟ୍‌କା: ଟିଏମ୍‌ସିରେ ଯୋଗଦେଲେ ପୂର୍ବତନ ରାଷ୍ଟ୍ରପତିଙ୍କ ପୁଅ

କୋଲକାତା,୫।୭: ପଶ୍ଚିମ ବଙ୍ଗରେ ନିଜର ଅସ୍ତିତ୍ୱ ହରାଉଥିବା କଂଗ୍ରେସକୁ ଆଉ ଏକ ଝଟ୍‌କା ଲାଗିଛି। ପୂର୍ବତନ ରାଷ୍ଟ୍ରପତି ତଥା ସ୍ବର୍ଗତ ନେତା ପ୍ରଣବ ମୁଖାର୍ଜୀଙ୍କ ପୁଅ...

କୋଟା ହସ୍ପିଟାଲକୁ ପଛରେ ପକାଇଲା ପିବିଏମ୍‌: ଆଇସିୟୁରେ ୧୬୨ ଶିଶୁଙ୍କ ମୃତ୍ୟୁ

ବିକାନେର,୫।୧: ରାଜସ୍ଥାନରେ ଶିଶୁ ମୃତ୍ୟୁ ଘଟଣା ଚିନ୍ତାର କାରଣ ପାଲଟିଥିବା ବେଳେ ଏବେ ବିକାନେରର ପିବିଏମ୍‌ ହସ୍ପିଟାଲରେ ଶିଶୁ ମୃତ୍ୟୁ ଘଟଣା ସମସ୍ତଙ୍କୁ ଚମକାଇ ଦେଇଛି।...

Advertisement
Archives

Model This Week