ସ୍କୁଲରେ ଶିକ୍ଷକଙ୍କୁ ହତ୍ୟା କରିଥିବା ଅଭିଯୁକ୍ତ ଆଇଏସ ସଦସ୍ୟ

ପ୍ୟାରିସ,୧୮।୧୦: ଗତ ସପ୍ତାହରେ ଉତ୍ତର ଫ୍ରାନ୍ସରେ ଜଣେ ସ୍କୁଲ ଶିକ୍ଷକଙ୍କ ହତ୍ୟା ଘଟଣାର କିଛି ତଥ୍ୟ ସାମ୍ନାକୁ ଆସିଛି। ଏହି ତଥ୍ୟ ଦେଇଥିବା ଅଭିଯୋଜକ ବା ଓକିଲ କହିଛନ୍ତି ଯେ ଅଭିଯୁକ୍ତ ଯୁବକଙ୍କ ମୋବାଇଲ ଫୋନରୁ ଏକ ଅଡିଓ କ୍ଲିପ ମିଳିଛି। ଯେଉଁଥିରେ ସେ ଆଇଏସ ପ୍ରତି ବିଶ୍ୱସ୍ତତା ଘୋଷଣା କରିଛନ୍ତି। ସେ ଫ୍ରାନ୍ସକୁ ଘୃଣା କରନ୍ତି, ଫରାସୀ, ଫରାସୀ ଗଣତନ୍ତ୍ର ଏବଂ ଫରାସୀ ଶିକ୍ଷା ଏବଂ ଅଡିଓରେ ତାଙ୍କର ଘୃଣା ସ୍ପଷ୍ଟ ଭାବରେ ଶୁଣିବାକୁ ମିଳିଛି।

ସୂଚନାଯୋଗ୍ୟ ଶୁକ୍ରବାର ଫ୍ରାନ୍ସର ଏକ ବିଦ୍ୟାଳୟରେ ଜଣେ ୨୦ବର୍ଷ ବୟସ୍କ ଯୁବକ ଫରାସୀ ଶିକ୍ଷକ ଡୋମିନିକ ବର୍ନାର୍ଡଙ୍କୁ ଛୁରୀରେ ହତ୍ୟା କରିଥିଲେ। ଏହି ଆକ୍ରମଣରେ ତିନି ଜଣ ଆହତ ହୋଇଛନ୍ତି। ଏହି ଆକ୍ରମଣରେ ଅଭିଯୁକ୍ତ ଯୁବକ ଆଲ୍ଲା ହୁ ଆକବରଙ୍କ ସ୍ଲୋଗାନ ଦେଉଥିଲେ। ଯାହା ପରେ ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ଏହାକୁ ଇସଲାମ ଆତଙ୍କବାଦ ଆକ୍ରମଣ ବୋଲି କହିଛନ୍ତି।
ଫ୍ରାନ୍ସରେ ଜଣେ ସ୍କୁଲ ଶିକ୍ଷକଙ୍କ ହତ୍ୟା ପରେ ଦେଶର ସମସ୍ତ ବିଦ୍ୟାଳୟରେ ସଜାଗତା ବୃଦ୍ଧି କରିବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏହି ଆକ୍ରମଣ ପରେ ସ୍କୁଲ ଏବଂ ଏହାର ଆଖପାଖ ଅଞ୍ଚଳରେ ଶହ ଶହ ସଶସ୍ତ୍ର ପୋଲିସ କର୍ମଚାରୀ ନିୟୋଜିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରୁ ଓହରିଲା ଇରାନ

ତେହରାନ୍‌ ,୧୧ା୩: ଇରାନ କ୍ରୀଡ଼ା ମନ୍ତ୍ରୀ ଅହମ୍ମଦ ଡୋନିଆମାଲି ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଇରାନ ଫୁଟବଲ ଦଳ 2026 ଫିଫା ବିଶ୍ୱକପ ଖେଳିବ ନାହିଁ…

ଇରାନ ସପକ୍ଷରେ ବାହାରିଲା ତୁର୍କୀ: ଏର୍ଡୋଗାନ କହିଲେ ‘ନା ଶିଆ, ନା ସୁନ୍ନି…ଆମେ ସମସ୍ତେ ମୁସଲମାନ; ଯଦି…

ଅଙ୍କାରା, ୧୧।୩: ଇରାନ ଏବଂ ଆମେରିକା-ଇସ୍ରାଏଲ ମଧ୍ୟରେ ଜାରି ରହିଥିବା ଯୁଦ୍ଧ ଏବେ ସମଗ୍ର ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ଏହି ସଂଘର୍ଷ ମଧ୍ୟରେ ତୁର୍କୀ…

ପାଣ୍ଡ୍ୟା ବ୍ରଦର୍ସଙ୍କ ମଧ୍ୟରେ ଜୋରଦାର ଝଗଡ଼ା? ଭାଉଜଙ୍କ ସହ କଥାବାର୍ତ୍ତା ବନ୍ଦ…ବିଶ୍ୱକପ୍‌ ଜିତିବା ସତ୍ତ୍ୱେ ଚୁପ୍‌ ରହିଲେ…

ମୁମ୍ବାଇ, ୧୧।୩: କ୍ରିକେଟ ଜଗତର ସବୁଠାରୁ ଚର୍ଚ୍ଚିତ ଭ୍ରାତୃ ଯୋଡ଼ି ହାର୍ଦ୍ଦିକ ପାଣ୍ଡ୍ୟା ଏବଂ କୃନାଲ ପାଣ୍ଡ୍ୟାଙ୍କ ମଧ୍ୟରେ ସବୁକିଛି ଠିକ ଚାଲିଛି ତ? ଦୁଇ ଭାଇଙ୍କ…

୧୨ ଦିନରେ ଯୁଦ୍ଧ: ଟାର୍ଗେଟ୍‌ରେ ଆର୍ଥିକ ଅନୁଷ୍ଠାନ, ବ୍ୟାଙ୍କ

ତେହରାନ୍‌ ,୧୧ା୩: ଇରାନ୍‌-ଆମେରିକା ଯୁଦ୍ଧ ୧୨ ଦିନରେ ପହଞ୍ଚି ଥିଲାବେଳେ ଉଭୟ ପକ୍ଷଙ୍କ ଆକ୍ରମଣ ଲକ୍ଷ୍ୟ ଦିନକୁ ଦିନ ବଦଳିବାରେ ଲାଗିଛି। ପ୍ରଥମେ ତୈଳ ରିଫାଇନେରିଗୁଡିକୁ ଉଭୟ…

ବସ୍‌ ନେଲା ବାଇକ୍‌ ଆରୋହୀଙ୍କ ଜୀବନ

ଲକ୍ଷ୍ମୀପୁର, ୧୧।୩(ଅନନ୍ତ ପ୍ରସାଦ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ୩୨୬ ଜାତୀୟ ରାଜପଥ ଜିରୋ ପଏଣ୍ଟ ନିକଟରେ ବୁଧବାର ଏକ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି।…

ରିପୋର୍ଟରେ ‘ଧର୍ମ ପରିବର୍ତ୍ତନ’ ଉଲ୍ଲେଖ କରିଥିଲେ, ନନ୍ଦପୁରରେ RIଙ୍କୁ ସର୍ବସମ୍ମୁଖରେ ମାଡ଼; ଥାନାରେ…

ନନ୍ଦପୁର,୧୧।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜାତିଗତ ପ୍ରମାଣପତ୍ର ଆବେଦନର ତଦନ୍ତ ବେଳେ…

ଦଣ୍ଡକାରଣ୍ୟ ଜୋନାଲ କମିଟିର ୧୦୮ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୧୧।୩(ସୁଚିତ୍ରା ଦାସ): ପୁନର୍ବାସ ନୀତି ଅଧୀନରେ, ଦଣ୍ଡକାରଣ୍ୟ ସ୍ବତନ୍ତ୍ର ଜୋନାଲ କମିଟି (ଡିକେଏସ୍‌ଜେଡ଼ସି)ର ୧୦୮ ଜଣ ମାଓବାଦୀ ହିଂସା ପରିତ୍ୟାଗ କରି ସମାଜର ମୁଖ୍ୟସ୍ରୋତରେ ସାମିଲ ହେବାକୁ…

୬୩୧ କଇଁଛ ଜବତ, ଧରାପଡ଼ିଲେ ୭ ବ୍ୟବସାୟୀ

ଏମ୍‌ଭି- ୭୯, ୧୧।୩ (ଆଶିଷ କୁମାର ବାଇନ): ଆନ୍ଧ୍ରରୁ ମାଲକାନଗିରିକୁ ଏକ ବୋଲେରୋ ପିକ୍‌ଅପ୍‌ ଯୋଗେ କଇଁଛ ଚୋରା ଚାଲାଣ ବେଳେ ମୋଟୁ ବନ ବିଭାଗ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri