ଆଇଏସ୍‌ଆଇଏସ୍‌ ମୁଖ୍ୟଙ୍କୁ ହତ୍ୟା

ଆଙ୍କାରା,୧ା୫: ସିରିଆରେ ଆଇଏସ୍‌ଆଇଏସ୍‌ ମୁଖ୍ୟ ଆବୁ ହୁସେନ ଅଲ-କୁରେଶୀଙ୍କୁ ହତ୍ୟା କରାଯାଇଥିବା ତୁର୍କୀ ରାଷ୍ଟ୍ରପତି ଏର୍ଡୋଗାନ କହିଛନ୍ତି। ସେ କହିଛନ୍ତି, ‘ମୁଁ ପ୍ରଥମ ଥର ଏଠାରେ ଏଠାରେ କହୁଛି। ରବିବାର ଏମ୍‌ଆଇଟି ଦ୍ୱାରା କରାଯାଇଥିବା ଅପରେଶନରେ ଏହି ବ୍ୟକ୍ତିଙ୍କୁ ହତ୍ୟା କରାଯାଇଛି। ସେ ଆହୁରି ମଧ୍ୟ କହିଛନ୍ତି, କୌଣସି ଭେଦଭାବ ନକରି ତୁର୍କୀ ଆତଙ୍କବାଦୀ ସଂଗଠନ ବିରୋଧରେ ଲଢ଼େଇ ଜାରି ରଖିବ। ଆନାଡୋଲୁ ଏଜେନ୍ସି ଅନୁଯାୟୀ, ୨୦୧୩ରେ ତୁର୍କୀ ଦେଶ / ଆଇଏସ୍‌ଆଇଏସ୍‌କୁ ଆତଙ୍କବାଦୀ ସଂଗଠନ ଘୋଷଣା କରିବାରେ ପ୍ରଥମ ଦେଶ ହୋଇପାରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାମପନ୍ଥୀରୁ ଦକ୍ଷିଣପନ୍ଥୀ ଆଡ଼କୁ

ଭାରତବର୍ଷରେ ବାମପନ୍ଥୀ ଆନ୍ଦୋଳନ କ୍ରମେ ଦୁର୍ବଳ ହେବାପରି ମନେ ହେଉଛି। ନିକଟରେ ଅନୁଷ୍ଠିତ ୫ ରାଜ୍ୟରେ ବିଧାନସଭା ନିର୍ବାଚନରୁ ଏହା ଜଣାପଡ଼ିଛି। କେରଳ ଥିଲା ଶେଷ ବାମପନ୍ଥୀ…

କାନ୍ଥରେ ନାମ

ଭାରତର ଜମ୍ମୁ ଓ କଶ୍ମୀରର ପହଲଗାମ ଆତଙ୍କବାଦୀ ଆକ୍ରମଣ ୨୨ ଏପ୍ରିଲ ୨୦୨୫ରେ ଘଟିଥିଲା ଓ ସେଥିରେ ୨୬ ଜଣ ସାଧାରଣ ନାଗରିକଙ୍କ ମୃତ୍ୟୁ ହୋଇଥିଲା। ଏହି…

ମାଛ ମାରିବାକୁ ଯାଇ ପାଣିରେ ବୁଡ଼ି ଜୀବନ ଗଲା

ବରଗଡ଼,୨୯ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲକୁ ମାଛ ମାରିବାକୁ ଯାଇଥିବାବେଳେ ରବିବାର  ଜଣେ ଲୋକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକ ଜଣକ ହେଲେ, ଭଟଲି ଥାନା…

‘କରାଚିରେ ଭାରତ କରିଥିଲା ଆକ୍ରମଣ’ – ପାକିସ୍ତାନ ଅଭିଯୋଗର କଡ଼ା ଜବାବ ଦେଲା ବୈଦେଶିକ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨୯।୬: କରାଚୀ ଆତଙ୍କବାଦୀ ଆକ୍ରମଣରେ ଜଣେ ‘ଭାରତୀୟ ଏଜେଣ୍ଟ’ଙ୍କ ସମ୍ପୃକ୍ତି ସମ୍ପର୍କରେ ପାକିସ୍ତାନର ଅଭିଯୋଗକୁ ଭାରତ ଖାରଜ କରିଦେଇଛି, ଏହାକୁ ଭିତ୍ତିହୀନ ବୋଲି କହିଛି। ଏହା ପାକିସ୍ତାନକୁ…

୫ମ ଶ୍ରେଣୀ ଛାତ୍ରଙ୍କୁ ଧକ୍କା ଦେଇ ଫେରାର ହୋଇଗଲା କାର୍‌, ଡାହାଣ ଗୋଡ଼ରେ ଚକା ଚଢ଼ିଯିବାରୁ…

ଦିଗପହଣ୍ଡି,୨୯ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ବାବୁଲି ବନ୍ଧ ଗ୍ରାମର ସୁବାସ ନାଇକଙ୍କ ପୁଅ ୫ମ ଶ୍ରେଣୀରେ ପଢୁଥିବା ଛାତ୍ର…

ସ୍ନାନମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି: ୧୦୮ ଗରା ସୁବାସିତ ଜଳରେ କରିବେ ସ୍ନାନ

ପୁରୀ,୨୯ା୬: ଆଜି ଅର୍ଥାତ୍‌ ସୋମବାର ହେଉଛି ପବିତ୍ର ସ୍ନାନ ପୂର୍ଣ୍ଣିମା। ଏହି ଅବସରରେ ରତ୍ନବେଦୀରୁ ଆସି ସ୍ନାନବେଦୀରେ ବିରାଜମାନ କରିଛନ୍ତି ପ୍ରଭୁ ଶ୍ରୀସୁଦର୍ଶନ, ବଡ଼ଠାକୁର ବଳଭଦ୍ର, କାଳିଆ…

କରାଚୀ ଆକ୍ରମଣରେ ବିଚଳିତ ପାକିସ୍ତାନ, ଆଫଗାନିସ୍ତାନରେ ବିମାନ ଆକ୍ରମଣ କରି ୩୫ ସାଧାରଣ ନାଗରିକଙ୍କୁ ହତ୍ୟା

ଇସଲାମାବାଦ,୨୯।୬: କରାଚୀରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ନେବା ପାଇଁ, ପାକିସ୍ତାନ ରବିବାର ଏବଂ ସୋମବାର ମଧ୍ୟରାତ୍ରିରେ ପ୍ରାୟ 12:30 AM ସମୟରେ ତିନୋଟି ଆଫଗାନିସ୍ତାନ ପ୍ରଦେଶ…

ଅଚାନକ ଅବସର ନେଲେ ଇଂଲଣ୍ଡ ଅଧିନାୟକ ବେନ୍‌ ଷ୍ଟୋକ୍ସ

ୱେଲିଂଟନ,୨୮।୬: ନ୍ୟୁଜିଲାଣ୍ଡ ବିପକ୍ଷରେ ଚାଲିଥିବା ତୃତୀୟ ଟେଷ୍ଟରେ କ୍ରିକେଟକୁ ବିଦାୟ ଦେଇ ଅଲ୍‌ରାଉଣ୍ଡର ତଥା ଇଂଲଣ୍ଡ ଟେଷ୍ଟ ଅଧିନାୟକ ବେନ୍‌ ଷ୍ଟୋକ୍ସ ଆଶ୍ଚର୍ଯ୍ୟଜନକ ଭାବେ ଅବସର ନେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri