ଆଫଗାନିସ୍ତାନ ବିସ୍ଫୋରଣ ପାଇଁ ନିଜକୁ ଦାୟୀ କଲା ଆଇଏସ୍‌

କାବୁଲ,୨୯ ।୪: ଆଫଗାନିସ୍ତାନରେ ବଲ୍‌ଖ ଅଞ୍ଚଳରେ ହର ମଜାର-ଏ-ଶରିଫରେ ମିନି ବସ୍‌ରେ ହୋଇଥିବା ୨ଟି ବିସ୍ଫୋରଣରେ ଅତିକମରେ ୯ ଜଣଙ୍କ ମୃତ୍ୟୁ ହେବା ସହ ୧୩ ଜଣ ଆହତ ହୋଇଥିବା ସୂଚନା ମିଳିଛି । ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟରେ ନିକଟସ୍ଥ ସ୍ୱାସ୍ଥ୍ୟ ଅଧିକାରୀ ଏହି ସୂଚନା ଦେଇଥିବା କୁହାଯାଇଛି । ଟୋଲୋ ନ୍ୟୁଜର ସୂଚନା ଅନୁଯାୟୀ, ଦୁଇଟି ଯାକ ବିସ୍ଫୋରଣରେ ସାର୍ବଜନିକ ପରିବହନକୁ ଟାର୍ଗେଟ କରାଯାଇଛି । ଏହି ବିସ୍ଫୋରଣ ପାଇଁ ଆତଙ୍କବାଦୀ ସଙ୍ଗଠନ ଆଇଏସ ନିଜକୁ ଦାୟୀ କରିଛି ।
ସୂଚନାଯୋଗ୍ୟ, କିଛିଦିନ ତଳେ ଅର୍ଥାତ୍ ୨୧ ଏପ୍ରିଲରେ ଦ୍ୱିପ୍ରହର ନମାଜ ସମୟରେ ସେହ ଡୋକାନ ମସଜିଦରେ ବୋମା ବିସ୍ଫୋରଣ ହୋଇଥିଲା, ଯେଉଁଥିରେ ୧୨ ଉପାସକଙ୍କ ମୃତ୍ୟୁ ହୋଇଥିବା ବେଳେ ୫୮ ଜଣ ଆହତ ହୋଇଥିଲେ । ଏହି ବିସ୍ଫୋରଣ ପାଇଁ ବି ଆଇଏସ୍ ନିଜକୁ ଦାୟୀ କରିଥିଲା । ତାଲିବାନ ସୁରକ୍ଷାକର୍ମୀ ଏହି ଘଟଣାରେ ଜଣେ ସନ୍ଦିଗ୍ଧ ଆଇଏସ ଆତଙ୍କବାଦୀଙ୍କୁ ଗିରଫ କରିଥିଲା ଯେ କି ଶିୟା ମସଜିଦରେ ବୋମା ବିସ୍ଫୋରଣର ଯୋଜନା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ପାଳନ:  ଉଲ୍ଲେଖନୀୟ ଅବଦାନ ପାଇଁ ୫ ଟ୍ରାନ୍ସଜେଣ୍ଡରଙ୍କୁ…

ଛତ୍ରପୁର,୩୧।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ୨୦୨୬ ପାଳିତ ହୋଇଯାଇଛି…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଓଡ଼ିଶାରେ SIR ସ୍ଥଗିତ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୩୧।୩: Special Intensive Revision(SIR)କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO )ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା SIRକୁ ସ୍ଥଗିତ…

୧ ଏପ୍ରିଲରୁ ୧୫ ଦିନ ଧରି ଚାଲିବ ସ୍ବ-ଗଣନା, ଏହି ୱେବସାଇଟ ମାଧ୍ୟମରେ ଦେବେ ସବୁ ତଥ୍ୟ, ଜିଲାପାଳ କହିଲେ…

ଛତ୍ରପୁର,୩୧।୩ (ଦିଲ୍ଲୀପ ସାମଲ ): ପ୍ରଥମ ପର୍ଯ୍ୟାୟର ଗୃହ ତାଲିକା ଓ ଗୃହ ଗଣନା (ସ୍ବ-ଗଣନା) ଆସନ୍ତାକାଲି ଅର୍ଥାତ୍‌ ୧ ଏପ୍ରିଲରୁ ୧୫ ଏପ୍ରିଲ ୨୦୨୬ ପର୍ଯ୍ୟନ୍ତ…

ଗଞ୍ଜାମରେ ଲଜ୍ଜା: ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର: ନାବାଳକ ପ୍ରେମିକଙ୍କୁ…

ବ୍ରହ୍ମପୁର, ୩୧।୩(ସୁବାସ ଚନ୍ଦ୍ର ପାଢୀ) : ପୁଣିଥରେ ଗଞ୍ଜାମରେ ଲଜ୍ଜା। ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର ମାମଲାରେ ଗୋଷାଣୀନୂଆଗାଁ ପୋଲିସ ଦୁଇଜଣ ଅଭିଯୁକ୍ତକୁ ଗିରଫ କରିଛି। ସେମାନଙ୍କୁ…

ନଦୀରେ ଭାସିଯାଇ ଯୁବକଙ୍କ ମୃତ୍ୟୁ: ଅଞ୍ଚଳରେ ଶୋକର ଛାୟା

ବଞ୍ଚୋ, ୩୧।୩: (ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅନ୍ତର୍ଗତ ବଞ୍ଚୋ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ଗ୍ରାମର ଚିନ୍ମୟ ସେଠୀ…

ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା: କେସିଙ୍ଗା ଏସଡିପିଓ, ଦୁଇ ପୋଲିସ ନାଁରେ

ଭୁବନେଶ୍ୱର,୩୧।୧: ବଢ଼ୁଛି ମାମଲା। ଖାରବେଳ ନଗର ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା ମନୋରମା ମହାନ୍ତି। ସେଠାରେ ସେ କେସିଙ୍ଗା ପୋଲିସ ବିରୋଧରେ ଅଭିଯୋଗ ଆଣିଛନ୍ତି। କେସିଙ୍ଗା ଏସଡିପିଓ…

ସଇତାନ ସାଜିଲା ସ୍ବାମୀ: ଟଙ୍କା ପାଇଁ ସ୍ତ୍ରୀଙ୍କୁ ହତ୍ୟା କରି ନିଜ ଚାଷ ଜମିରେ ପୋତିଦେଲେ, ଆଜି ମିଳିଲା…

ଭବାନୀପାଟଣା,୩୧।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ସନ୍ୟାସୀ କୁଣ୍ଡାମାଲ ଗ୍ରାମରୁ ମଙ୍ଗଳବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ଟଙ୍କା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri