Posted inଜାତୀୟ

ଏଲ୍‌ଓସିରେ ଅନୁପ୍ରବେଶ ପାଇଁ ଆଇଏସ୍‌ଆଇର ଷଡ଼ଯନ୍ତ୍ର…

ଶ୍ରୀନଗର,୩୦।୧୧: ଜମ୍ମୁ-କଶ୍ମୀରରେ ଭାରତ ପାକିସ୍ତାନ ମଧ୍ୟରେ ଥିବା ଏଲ୍‌ଓସି ଦେଇ ଅନୁପ୍ରବେଶ ପାଇଁ ଷଡ଼ଯନ୍ତ୍ର ହୋଇଛି। ପାକିସ୍ତାନୀ ଗୁପ୍ତଚର ସଂସ୍ଥା ଆଇଏସ୍‌ଆଇ ପକ୍ଷରୁ ଏନେଇ ଯୋଜନା କରାଯାଇଛି। ଆଇଏସ୍‌ଆଇ ପକ୍ଷରୁ ଏହାର କାର୍ଯ୍ୟାଳୟଗୁଡ଼ିକୁ ଲଞ୍ଚପ୍ୟାଡ୍‌ ଭାବେ ବ୍ୟବହାର କରାଯାଉଛି।

ଜମ୍ମୁର ରାଜୌରୀ ସେକ୍ଟର ନିକଟରେ ଥିବା ପାକିସ୍ତାନ ଅଧିକୃତ କାଶ୍ମୀରର ଭିମ୍ବର ଅଞ୍ଚଳରେ ଥିବା ସମାନି ଗାଁରେ ଏହି ଲଞ୍ଚ୍‌ପ୍ୟାଡ୍‌ ରହିଛି। ଭାରତ ଏବଂ ପାକିସ୍ତାନକୁ ବିଭକ୍ତ କରୁଥିବା ଉଚ୍ଚ ପର୍ବତ ଏବଂ ଜଙ୍ଗଲ ମଧ୍ୟରେ ଅବସ୍ଥିତ ଗାଁରେ ମୁନାୱାର୍‌ ତାୱି ପ୍ରବାହିତ ହେଉଛି।

ଏହ ଗାଁରେ, ପାକିସ୍ତାନର ଗୁପ୍ତଚର ଏଜେନ୍ସି ଆଇଏସ୍‌ଆଇର କେନ୍ଦ୍ର ଅଛି। ଆଇଏସଆଇ ଏହି କେନ୍ଦ୍ରକୁ ଅଲ ବଦର ଆତଙ୍କବାଦୀଙ୍କୁ ତାଲିମ ଦେବା ସହିତ ଲଞ୍ଚପ୍ୟାଡ ଭାବେ ବ୍ୟବହାର କରାଯାଉଛି। ଭିମ୍ବର ଅଞ୍ଚଳରେ ପାକିସ୍ତାନର ତିନୋଟି ବଡ଼ ଲଞ୍ଚପ୍ୟାଡ ଅଛି। ଏସବୁକୁ ଅଲ ବଦର ସହିତ ହିଜବୁଲ ମୁଜାହିଦ୍ଦିନ ଏବଂ ଜୈଶ୍‌-ଇ-ମହମ୍ମଦ ଆତଙ୍କବାଦୀଙ୍କ ଅନୁପ୍ରବେଶ ପାଇଁ ବ୍ୟବହୃତ କାରାଯାଉଛି।

ଆତଙ୍କବାଦୀଙ୍କ ପାଇଁ ଭିମ୍ବର ଅଞ୍ଚଳରୁ ଅନୁପ୍ରବେଶ କରିବା ସହଜ କାରଣ ଏଠାରେ ଜଙ୍ଗଲ ସହିତ ମୁନାୱାର୍‌ ତାୱି ପ୍ରବାହିତ ହେଉଥିବାରୁ ଏହି ଅଞ୍ଚଳ ଦେଇ ଭାରତରେ ଅନୁପ୍ରବେଶ କରିବା ସହଜ। ଜମ୍ମୁ-କଶ୍ମୀରରେ ଶୀତଦିନେ ତୁଷାରପାତ ହେବା ପୂର୍ବରୁ ପାକିସ୍ତାନ ବହୁ ସଂଖ୍ୟକ ଆତଙ୍କବାଦୀଙ୍କୁ ଭାରତରେ ଅନୁପ୍ରବେଶ କରିବାକୁ ଚେଷ୍ଟା କରୁଛି।

କାରଣ ତୁଷାରପାତ ପରେ ଆତଙ୍କବାଦୀଙ୍କ ଦ୍ୱାରା ଅନୁପ୍ରବେଶ ପାଇଁ ବ୍ୟବହୃତ ହେଉଥିବା ରାସ୍ତା ବନ୍ଦ ହୋଇ ଯାଇଥାଏ। ସେଥିପାଇଁ ଏହି ସମୟରେ ପାକିସ୍ତାନ ସୀମାରୁ ଏକ ବଡ ଅନୁପ୍ରବେଶ କରିବାକୁ ଷଡ଼ଯନ୍ତ୍ର ରଚିଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

ଦୁଇ ପୁଅଙ୍କ ପାଇଁ ଏତିକି ଟଙ୍କାର ସମ୍ପତ୍ତି ରଖିଛନ୍ତି ଭାରତୀ ସିଂ, ସ୍ବାମୀଙ୍କ ହର୍ଷଙ୍କ ପାଖରେ ଅଛି…

ମୁମ୍ବାଇ,୨୦ା୧୨: କମେଡି କୁଇନ୍‌ ଭାରତୀ ସିଂଙ୍କ ଘରେ ପୁଣି ଥରେ ହସ ଫୁଟିଛି। ଏହି କମେଡି କୁଇନ୍‌ ଜଣେ ଛୋଟ ରାଜକୁମାରଙ୍କ ମା’ ହୋଇଛନ୍ତି। ଭାରତୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri