ଗୌତମ ଗମ୍ଭୀରଙ୍କୁ ଆଇଏସ୍ କଶ୍ମୀର ପକ୍ଷରୁ ମିଳିଲା ଧମକ, କହିଲେ ବଞ୍ଚାଇ ପାରିବେନି ଆଇପିଏସ୍ ଶ୍ୱେତା

ନୂଆଦିଲ୍ଲୀ, ପୂର୍ବତନ କ୍ରିକେଟର ତଥା ଭାରତୀୟ ଜତନା ପାର୍ଟି ଏମ୍‌ପି ଗୌତମ ଗମ୍ଭୀରଙ୍କୁ ଆଇଏସ୍ କଶ୍ମୀର ପକ୍ଷରୁ ପୁଣିଥରେ ଜୀବନରୁ ମାରିଦେବାକୁ ଧମ ଦିଆଯାଇଛି । ଶନିବାର-ରବିବାର ରାତିରେ ଇମେଲ ଜରିଆରେ ଏହି ଧମକ ଦିଆଯାଇଛି ।ଏଥର ମେଲରେ ଦିଲ୍ଲୀ ପୋଲିସ ବିଶେଷ କରି ଆଇପିଏସ୍ ଶ୍ୱେତା ଚୌହାନଙ୍କ କଥା ଉଠାଯାଇଛି । ଏହି ଇମେଲରେ ଗମ୍ଭୀରଙ୍କ ପରିବାରକୁ ମାରି ଦେବାକୁ ଧମକ ଦିଆଯାଇଛି । ମେଲ ଆଇଏସ୍ କଶ୍ମୀର ଆଇଡିରୁ ଆସିଛି । ମେଲରେ ଲେଖାଯାଇଛି, ଦିଲ୍ଲୀ ପୋଲିସ ଓ ଆଇପିଏସ୍ ଶ୍ୱେତା ଚୌହାନ(ଡିସିପି ସେଣ୍ଟ୍ରାଲଡିଷ୍ଟ୍ରିକ୍ଟ) କିଛି କରିପାରିବେ ନାହିଁ । ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନଯାୟୀ, ମେଲ ଗମ୍ଭିରଙ୍କୁ ସଗ୍ଦସଗ୍ଦଳବଗ୍ଦଜ୍ଞସକ୍ସଅଚ୍ଚବଷକ୍ଟକ୍ଟ.ମକ୍ଟଜ୍ଞରୁ ରାତି ପ୍ରାୟ ୧ଟା ୩୭ରେ ଆସିଛି । ମେଲରେ ଆହୁରି ମଧ୍ୟ ଉଲ୍ଲେଖ କରାଯାଇଛି କି ଦିଲ୍ଲୀ ପୋଲିସଙ୍କ ମଧ୍ୟରେ ଆମର ଗୁଇନ୍ଦା ରହିଛନ୍ତି ଯେଉଁମାନେ ତୁମ ସମ୍ପର୍କରେ ସମସ୍ତ ତଥ୍ୟ ଆମକୁ ଦେଉଛନ୍ତି ।

 


Enter your email to get our daily news in your inbox.

All Right Reserved By Dharitri.Com

ବିବାଦ ପରେ ବି ନିଷ୍ପତ୍ତିରେ ଅଟଳ ସନରାଇଜର୍ସ! କାବ୍ୟା ମାରନ୍‌ଙ୍କ ଦଳରେ ଖେଳିବେ ପାକ୍ ସ୍ପିନର; ପିସିବି ଦେଲା…

ଲାହୋର,୩।୭: ପାକିସ୍ତାନ କ୍ରିକେଟ୍ ବୋର୍ଡ (PCB) ବିଭିନ୍ନ ଦେଶରେ ଆୟୋଜିତ ହେବାକୁ ଥିବା ଟି-୨୦ ଏବଂ ସର୍ଟ-ଫର୍ମାଟ୍ ଲିଗ୍‌ରେ ଖେଳିବା ପାଇଁ ନିଜର ଅନେକ ପ୍ରମୁଖ ଖେଳାଳିଙ୍କୁ…

ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…

ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ…

କେତନଙ୍କୁ ହତ୍ୟା କରିବା ପରେ ଅନୁତାପର ପ୍ରଶ୍ନ ନାହିଁ, ଗଣମାଧ୍ୟମକୁ ଅଶ୍ଳୀଳ ଇଙ୍ଗିତ କରି ଚର୍ଚ୍ଚାରେ ସିୟା…Video ଭାଇରାଲ ପରେ… 

ପୁଣେ,୩।୭: ପୁଣେର ପ୍ରସିଦ୍ଧ ବ୍ୟବସାୟୀ ବିଶାଲ ଅଗ୍ରୱାଲଙ୍କ ପୁଅ କେତନ ଅଗ୍ରୱାଲ ହତ୍ୟା ମାମଲାରେ ପ୍ରତିଦିନ ଏଭଳି ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସୁଛି, ଯାହା ସମାଜକୁ ସ୍ତବ୍ଧ…

ଗାଁ ନିକଟରୁ ମଦ ଦୋକାନ ସ୍ଥାନାନ୍ତର ଦାବି:ଏକଜୁଟ ହେଲେ ମହିଳା

ପାଟଣା,୩ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟ ବଡ଼ ପାଟଣା ପଞ୍ଚାୟତ ସାଧୁପଡ଼ା ଗାଁ ନିକଟରେ ଶୁକ୍ରବାର ନୂତନ କରି ଖୋଲିଥିବା ସରକାରୀ ମଦ…

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନୂତନ କୁଳପତି ଡ. ଅଜିତ କୁମାର ଶାସନୀ

କୋରାପୁଟ/ସୁନାବେଡ଼ା,୩ା୭(ଅମିତାଭ ବେହେରା/କୃତ୍ତିବାସ ପ୍ରଧାନ)-କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସିୟୁଓ)ର ନୂତନ କୁଳପତି ଭାବେ ଡ. ଅଜିତ କୁମାର ଶାସନୀଙ୍କୁ ନିଯୁକ୍ତ କରାଯାଇଥିବା ଜଣାପଡିଛି। ଭାରତର ରାଷ୍ଟ୍ରପତି…

ମୃତ ଯୁବକଙ୍କ ମିଳିଲା ପରିଚୟ: ସେଲଫି ନେବା ହେଲା କାଳ

କୋକସରା,୩।୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକର ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀଚଞ୍ଚରାର ଡୋକରୀଦର ଝରଣା ନିକଟରେ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଶୁକ୍ରବାର ସକାଳୁ…

ସମୁଦ୍ର କୂଳ ଲଙ୍ଘିବା ଘଟଣା: ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ପୋଡ଼ମପେଟାକୁ ନିଷିଦ୍ଧାଞ୍ଚଳ ଘୋଷଣା

ଗଞ୍ଜାମ/ ଛତ୍ରପୁର,୩।୭ (/ଅନାଥ ତରାଇ/ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୋଡମପେଟାରେ ସମୁଦ୍ର କୂଳ କ୍ଷୟ ଦିନକୁ ଦିନ ଉଦ୍‌ବେଗଜନକ ରୂପ ନେବାରେ ଲାଗିଛି। ସମୁଦ୍ର ଦ୍ରୁତ…

ଦାଦନ ଖଟି ଯାଇଥିଲେ, ଫେରିଲା ମୃତଦେହ: ତେଲେଙ୍ଗାନାରେ ବିଦ୍ୟୁତ ଆଘାତରେ ଗଜପତିର ଶ୍ରମିକଙ୍କ ମୃତ୍ୟୁ

ପାରଳାଖେମୁଣ୍ଡି,୩।୭(ଗିରିଧାରୀ ପରିଛା): ଗଜପତି ଜିଲାରେ ଦାଦନ ଦୁଃଖର କରୁଣ ଚିତ୍ର ପୁଣି ସାମ୍ନାକୁ ଆସିଛି। ସ୍ଥାନୀୟ ଅଞ୍ଚଳରେ କାମର ଅଭାବ ଯୋଗୁ ଜୀବିକା ଅନ୍ୱେଷଣରେ ବାହାର ରାଜ୍ୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri