Posted inଖେଳ

ଆଇଏସ୍‌ଏଲ୍‌: ବେଙ୍ଗାଲୁରୁ, ଚେନ୍ନାଇନ ପଏଣ୍ଟ ଭାଗ କଲେ

ମାର୍ଗାଓ,୬।୨: ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ଶୁକ୍ରବାର ବେଙ୍ଗାଲୁରୁ ଏଫ୍‌ସି ଓ ଚେନ୍ନାଇନ୍‌ ଏଫ୍‌ ମଧ୍ୟରେ ଅନୁଷ୍ଠିତ ମ୍ୟାଚ୍‌ ଗୋଲ ଶୂନ୍ୟ ଭାବେ ଡ୍ର ରହିଛି। ଫଳରେ ଉଭୟ ଦଳ ପଏଣ୍ଟ ଭାଗ କରିଛନ୍ତି। କଡ଼ା ସଂଘର୍ଷପୂର୍ଣ୍ଣ ଏହି ମ୍ୟାଚ୍‌ରେ ଏକାଧିକ ସୁଯୋଗ ପାଇଥିଲେ ମଧ୍ୟ ଉଭୟ ଦଳ ଗୋଲ ଦେବାରେ ବିଫଳ ହୋଇଥିଲେ। ଏଥିସହ ବେଙ୍ଗାଲୁରୁ ୧୬ଟି ମ୍ୟାଚ୍‌ ଖେଳି ୪ ବିଜୟ, ୭ ଡ୍ର ଓ ୫ ପରାଜୟ ସହ ୧୯ ପଏଣ୍ଟ ପାଇ ତାଲିକାର ଷଷ୍ଠ ସ୍ଥାନରେ ରହିଛି। ଅନ୍ୟପଟେ ଚେନ୍ନାଇନ ୧୬ ମ୍ୟାଚ୍‌ ଖେଳି ୩ ବିଜୟ, ୮ ଡ୍ର ଓ ୫ ପରାଜୟ ସହ ୧୭ ପଏଣ୍ଟ ପାଇ ଅଷ୍ଟମ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇଣ୍ଡିଆନ ସୁପରଲିଗ୍‌: ବେଙ୍ଗାଲୁରୁଠାରୁ ହାରିଲା ଓଡ଼ିଶା ଏଫସି

ବେଙ୍ଗାଲୁରୁ, ୨୩।୧- ଶ୍ରୀ କାନ୍ତିରଭା ଷ୍ଟାଡିୟମରେ ବୁଧବାର ଅନୁଷ୍ଠିତ ଇଣ୍ଡିଆନ ସୁପରଲିଗ୍‌ (ଆଇଏସଏଲ) ମ୍ୟାଚରେ ଓଡ଼ିଶା ଏଫସି ୦-୩ ଗୋଲରେ ବେଙ୍ଗାଲୁରୁ ଏଫସି ନିକଟରୁ ହାରି...

୨୦୧୧ ବିଶ୍ୱକପ୍‌ ବିପର୍ଯ୍ୟୟ ପରେ ହତ୍ୟା ଧମକ ମିଳିଥିଲା: ଡୁପ୍ଲେସି

ନୂଆଦିଲ୍ଲୀ,୧୯।୫(ପି.ଟି.): ୨୦୧୧ ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ (ଆଇସିସି) ବିଶ୍ୱକପ୍‌ରେ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ବିଦାୟ ନେବା ପରେ ହତ୍ୟା ଧମକ ମିଳିଥିଲା ବୋଲି ଦକ୍ଷିଣ ଆଫ୍ରିକା...

ସ୍ବପ୍ନ ରହିଗଲା ଅଧା, ହେଲେ ବିଶ୍ୱାସ ମରି ନାହିଁ: ସେହ୍ବାଗ

ନୂଆଦିଲ୍ଲୀ,୭।୯- ଦେଶର ଦ୍ୱିତୀୟ ଚନ୍ଦ୍ର ମିଶନ ଚନ୍ଦ୍ରାୟାନ-୨ ଲ୍ୟାଣ୍ଡର ‘ବିକ୍ରମ’କୁ ଚନ୍ଦ୍ର ପୃଷ୍ଠରେ ଅବତାର କରାଇପାରି ନାହିଁ। ଲକ୍ଷ୍ୟ ସ୍ଥଳଠାରୁ ୨.୧ କିମି ଦୂରରେ ଥିବାବେଳେ...

ବିଶ୍ୱକପ୍‌ ଜିତିବା ନେଇ ଏମିତି କହିଲେ ରୋହିତ

ନୂଆଦିଲ୍ଲୀ,୬।୮: ଟିମ ଇଣ୍ଡିଆର ଅଧିନାୟକ ରୋହିତ ଶର୍ମାଙ୍କୁ ୩୬ ବର୍ଷ ବୟସ ହୋଇଛି। ଆସନ୍ତା ବର୍ଷ ଜୁନ ମାସରେ ୱେଷ୍ଟଇଣ୍ଡିଜ ଏବଂ ଆମେରିକାରେ ମିଳିତ ଭାବେ...

୧୬ ବର୍ଷର ଅପେକ୍ଷା ଶେଷ, ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତୀୟ ମହିଳା ହକିକୁ ବ୍ରୋଞ୍ଜ୍‌ ପଦକ…

ବର୍ମିଂହାମ, ୭।୮ : ଭାରତୀୟ ମହିଳା ହକି ଦଳ ବର୍ମିଂହାମ ରାଜ୍ୟଗୋଷ୍ଠୀ କ୍ରୀଡ଼ା-୨୦୨୨ରେ ବ୍ରୋଞ୍ଜ ପଦକ ଜିତି ଇତିହାସ ସୃଷ୍ଟି କରିଛି। ଭାରତ ବନାମ ନ୍ୟୁଜିଲାଣ୍ଡ...

ଟିମ୍‌ ଇଣ୍ଡିଆକୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ…

ଟୋକିଓ/ନୂଆଦିଲ୍ଲୀ,୫।୮: ଦୀର୍ଘ ୪୧ ବର୍ଷ ପରେ ଭାରତୀୟ ହକିିଦଳ ପୁଣି ଥରେ ଅଲିମ୍ପିକ୍‌ରେ ଦେଶ ପାଇଁ ଗୌରବ ଆଣିଛି। ଭାରତ ଜର୍ମାନୀକୁ ୫-୪ ଗୋଲରେ ହରାଇ...

ରାଜସ୍ଥାନ ରୟାଲ୍ସକୁ ଲାଗିଲା ବଡ଼ ଝଟ୍‌କା: ଦଳରୁ ବାଦ୍‌ ପଡିଲେ ଏହି ଖେଳାଳି

ମୁମ୍ବାଇ, ୨୧।୪: ସଞ୍ଜୁ ସାମସନଙ୍କ ନେତୃତ୍ୱାଧୀନ ରାଜସ୍ଥାନ ରୟାଲ୍ସକୁ ଆଉ ଏକ ବଡ଼ ଝଟ୍‌କା ଲାଗିଛି। ବେନ ଷ୍ଟୋକ୍ସଙ୍କ ପରେ ଆଉ ଜଣେ ଖେଳାଳି ଦଳରୁ...

୨୦୦ କୋଟି ଟଙ୍କାର ସମ୍ପତ୍ତି; ୩ କୋଟିର କାର୍‌; ଏଭଳି ବିଳାସପୂର୍ଣ୍ଣ ଜୀବନ ବିତାଇଥାନ୍ତି ରୋହିତ ଶର୍ମା…

ନୂଆଦିଲ୍ଲୀ,୧୯।୯: ୨୦୦୭ରେ ଭାରତୀୟ ଟିମ୍‌ ପକ୍ଷରୁ ଡେବ୍ୟୁ କରିଥିଲେ ରୋହିତ ଶର୍ମା। ଏହାପରଠାରୁ ସେ ଜଣେ କ୍ରିକେଟରରୁ ଅଧିନାୟକ ହେବାରେ ସଫଳ ହୋଇଛନ୍ତି। ତେବେ ଏହି...

Advertisement
Archives

Model This Week